Home Middle

କରୋନା ତୃତୀୟ ଲହର ଚିନ୍ତା: ପ୍ରଭାବିତ ହୋଇପାରନ୍ତି ଶିଶୁ; ପୂର୍ବରୁ ପ୍ରସ୍ତୁତ ରହିବା ଉପରେ ମୁଖ୍ୟମନ୍ତ୍ରୀ ଦେଲେ ଗୁରୁତ୍ୱ

ଭୁବନେଶ୍ୱର,୮।୬(ବ୍ୟୁରୋ): ଦ୍ୱିତୀୟ ଲହର ପରେ ଏବେ କରୋନାର ତୃତୀୟ ଲହର ଚିନ୍ତା। ଏସବୁ ମଧ୍ୟରେ ମଙ୍ଗଳବାର ରାଜ୍ୟରେ କୋଭିଡ ପରିସ୍ଥିତି ସମ୍ପର୍କରେ ଭିଡିଓ କନ୍‌ଫେରେନ୍ସି ଜରିଆରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ତୃତୀୟ ଲହର ମୁକାବିଲା…

୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦିଲ୍ଲୀରେ ଆଧୁନିକ ବଙ୍ଗଳା: ମାସକୁ ଭଡ଼ା ୫ ହଜାରରୁ କମ୍‌…

ନୂଆଦିଲ୍ଲୀ,୮।୬: ଦେଶର ୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ରାଜଧାନୀ ଦିଲ୍ଲୀର ଲୁଟିୟେନ୍ସ୍‌ ଜୋନ୍‌ରେ ଆଧୁନିକ ବଙ୍ଗଳା ଯୋଗାଇ ଦିଆଯାଇଛି। ଏସବୁ ମୁଖ୍ୟମନ୍ତ୍ରୀମାନେ ଭାଜପା ଅବା ଏନ୍‌ଡିଏ ଅଂଶ ବିଶେଷ ବୋଲି ଆର୍‌ଟିଆଇ ଅନ୍ତର୍ଗତ ପଚରା…

ଭାରତକୁ ଚେତାବନୀ ଦେଲା ଡବ୍ଲ୍ୟୁଏଚ୍‌ଓ: ଶୀଘ୍ର ହଟାଅନି କରୋନା କଟକଣା…

ଜେନେଭା/ନୂଆଦିଲ୍ଲୀ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଘୋଷଣା କରାଯାଇଥିବା ଲକ୍‌ଡାଉନ୍‌କୁ ଧୀରେଧୀରେ କୋହଳ କରାଯାଉଛି। ତେବେ ଭାରତକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଚେତାବନୀ ଦିଆଯାଇଛି। ଦେଶରେ ଜାରି ରହିଥିବା କରୋନା କଟକଣା ଶୀଘ୍ର ନ ହଟାଇଇବାକୁ ଡବ୍ଲ୍ୟୁଏଚ୍‌ଓ…

ଡେଲ୍ଟା ଭାରିଆଣ୍ଟ୍‌ ଅଧିକ ଭୟଙ୍କର: ଏହା ଯୋଗୁ କମୁଛି ଶ୍ରବଣ ଶକ୍ତି, ବଢୁଛି ଅବସାଦ…

ଚେନ୍ନାଇ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଭାରତରେ ଦେଖାଦେଇଥିବା ଡେଲ୍ଟା ଭାରିଆଣ୍ଟ୍‌ ଇତିମଧ୍ୟରେ ପୃଥିବୀର ୬୦ ଦେଶକୁ ବ୍ୟାପିଛି। ଡେଲ୍ଟା(ବି-୧-୬୧୭-୨) ଭାରିଆଣ୍ଟ୍‌ ଯୋଗୁ ଆକ୍ରାନ୍ତଙ୍କ ଶ୍ରବଣ ଶକ୍ତି କମିବା ସହିତ ଅବସାଦ ବଢୁଛି।…

ଭାକ୍ସିନ୍‌ର ୨ ଡୋଜ୍‌ ନେଲା ପରେ ବି ସୃଷ୍ଟି ହେଉନି ଆଣ୍ଟିବଡ଼ି, ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଲା…

ଲକ୍ଷ୍ନୌ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ତେବେ ଭାକ୍ସିନ୍‌ର ୨ଟି ଡୋଜ୍‌ ନେବା ପରେ ବି ଶରୀରରେ…

କରୋନା ଗ୍ରାଫ୍‌ ତଳମୁହାଁ: ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ କମିଲା…

ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମୁଛି। ୬୬ ଦିନ ପରେ ଦେଶରେ ନୂଆ କରୋନା ଆକ୍ରାନ୍ତ…

ଚାପରେ ଯାଚିଲେ ଟିକା

ନୂଆଦିଲ୍ଲୀ, ୮ା୬: କୋଭିଡ୍‌-୧୯କୁ ପ୍ରତିହତ କରିବା ଲାଗି ପ୍ରତିଷେଧକ ଭାବେ ଟିକାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ହେଲେ ଜନସଂଖ୍ୟା ବହୁଳ ରାଷ୍ଟ୍ର ଭାରତରେ ଅଦ୍ୟାବଧି ମାତ୍ର ୨୩କୋଟିରୁ ସାମାନ୍ୟ ଊର୍ଦ୍ଧ୍ୱ ଲୋକଙ୍କୁ ଟିକା ଦିଆଯାଇଛି। ଚାହିଦା ମେଣ୍ଟାଇବା ପାଇଁ ଉତ୍ପାଦନ ଯଥେଷ୍ଟ…

ବିପଜ୍ଜନକ ହୋଇପାରେ ମୌସୁମୀ

ନୂଆଦିଲ୍ଲୀ, ୮ା୬: ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ଦକ୍ଷିଣ ଏସିଆ ଅଞ୍ଚଳକୁ ଆସେ ମୌସୁମୀ। ଏଥିଜନିତ ୪ ମାସର ବର୍ଷା ଉପରେ ଏହି ଅଞ୍ଚଳର କୃଷି ଅର୍ଥନୀତି ନିର୍ଭରଶୀଳ। କିନ୍ତୁ ଚଳିତ ଥର ଦକ୍ଷିଣ-ପଶ୍ଚିମ ମୌସୁମୀକୁ ପ୍ରଭାବିତ କରିପାରେ ବ୍ୟାପକ ଜଳବାୟୁ ପରିବର୍ତ୍ତନ।…

ଦେଶର ସମସ୍ତଙ୍କୁ ମାଗଣା ଟିକା

ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ସୋମବାର ଏକ ବଡ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଦେଶର ୧୮ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତ ନାଗରିକଙ୍କୁ ମାଗଣାରେ ଟିକା ଯୋଗାଇ ଦେବାକୁ କହିଛନ୍ତି। ପୂର୍ବରୁ ୪୫ ବର୍ଷରୁ ଊର୍ଦ୍ଧ୍ୱଙ୍କୁ କେନ୍ଦ୍ର ସରକାର…

ଉହାନ୍‌ ଲ୍ୟାବ୍‌ର ପର୍ଦ୍ଦାଫାଶ୍‌: ମାଙ୍କଡ-ଠେକୁଆ ସମେତ ୧,୦୦୦ ପ୍ରାଣୀଙ୍କ ଜିନ୍‌ ବଦଳା ଯାଇଛି…

ଲଣ୍ଡନ/ନୂଆଦିଲ୍ଲୀ,୭।୬: କରୋନା ମହାମାରୀ ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ଉହାନ ଲ୍ୟାବ୍‌କୁ ନେଇ ବିବାଦ ଥମିବାର ନାଁ ଧରୁନି। ସମ୍ପ୍ରତି ଜଣେ ବ୍ରିଟେନ୍‌ ଗଣମାଧ୍ୟମ ପ୍ରତିନିଧି ଦାବି କରିଛନ୍ତି ଯେ, ଉହାନ୍‌ ଲ୍ୟାବ୍‌ରେ ମାଙ୍କଡ ଏବଂ ଠେକୁଆ ସମେତ ୧,୦୦୦ ପ୍ରାଣୀଙ୍କ…

ଟିକାଦାନ ଏବେ ଭୋଟ୍‌ କେନ୍ଦ୍ରରେ: ଘର ଘର ବୁଲି ଲୋକଙ୍କୁ ସଚେତନ କରିବେ ସରକାର…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଧୀରେଧୀରେ ଦିଲ୍ଲୀର କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସୁଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଲୋକଙ୍କ ସୁବିଧା ପାଇଁ ଭୋଟ କେନ୍ଦ୍ରରେ ଟିକାଦାନ କରାଯିବ ବୋଲି ଘୋଷଣା…

ନୂଆ ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର: ଭିଟାମିନ୍‌ ଟ୍ୟାବଲେଟ୍‌-ଷ୍ଟିମ୍‌ ନେବାକୁ ମନା …

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ କରୋନା ମାର୍ଗଦର୍ଶିକା ଜାରି କରାଯାଇଛି। ଲକ୍ଷଣ ପ୍ରକାଶ ପାଉ ନ ଥିବା କରୋନା ଆକ୍ରାନ୍ତ ଭିଟାମିନ୍‌ ଟ୍ୟାବଲେଟ୍‌, ଷ୍ଟିମ୍‌ ନେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?