Home Middle

୨୦୨୨ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଅଣ୍ଟାଭିଡ଼ା: ପରାଜୟରୁ ଶିକ୍ଷା ଲାଭ କରିବାକୁ କହିଲେ ମୋଦି…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ଭାଜପା ପକ୍ଷରୁ ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁଥିବା ବିଧାନସଭା ନିର୍ବାଚନ ପାଇଁ ଅଣ୍ଟାଭିଡ଼ିବା ଆରମ୍ଭ ହୋଇଛି। ୨୦୨୧ରେ ହୋଇଥିବା ୫ ରାଜ୍ୟର ବିଧାନସଭା ନିର୍ବାଚନର…

କରୋନା ଲଢ଼େଇରେ ଜିତି ବି କାହିଁକି ଆକ୍ରାନ୍ତଙ୍କ ଘଟୁଛି ମୃତ୍ୟୁ, ବିଶେଷଜ୍ଞ ଦେଲେ ଉତ୍ତର…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ସୁସ୍ଥ ହୋଇ ସାରିଥିବା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାରୁ ଲୋକେ ଅଧିକ ଆତଙ୍କିତ ହୋଇ ପଡୁଛନ୍ତି। କରୋନା ଲଢ଼େଇରେ ଜିତି ଥିବା ଆକ୍ରାନ୍ତଙ୍କ ମୃତ୍ୟୁ ସମ୍ପର୍କିତ…

କୋଭିଶିଲ୍ଡ୍‌ ଡୋଜ୍‌ ଯୋଗୁ ଶରୀରରେ ଅଧିକ ଆଣ୍ଟିବଡ଼ି ସୃଷ୍ଟି ହେଉଛି…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ଦେଶରେ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍‌ ସହିତ…

ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ୬୧ ଦିନ ପରେ ଦେଶରେ…

ରାଜ୍ୟରେ ୮ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୭।୬(ବ୍ୟୁରୋ): ବିହାରର ଦକ୍ଷିଣ ଅଞ୍ଚଳ ଓ ଏହାର ଆଖପାଖରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। କୋରାପୁଟର ଲମତାପୁଟ, ସିମିଳିଗୁଡ଼ା, ପଟାଙ୍ଗୀ, ମୟୂରଭଞ୍ଜର ଚନ୍ଦନପୁର ଓ ବାଲେଶ୍ୱରର ରାଜଘାଟରେ…

ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ବାଧା ଦେଉଛନ୍ତି କେଜରିଓ୍ବାଲ: କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୬।୬: ଘରେ ରାଶନ ପହଞ୍ଚାଇବା ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ କରାଯାଇଥିବା ଯୋଜନା ନେଇ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁହଁ ଖୋଲିଛନ୍ତି। କେଜରିଓ୍ବାଲ କେନ୍ଦ୍ର ସରକାରଙ୍କ ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ବାଧା ସୃଷ୍ଟି କରୁଛନ୍ତି।…

ଘରେ ରାଶନ ପହଞ୍ଚାଇବା ଯୋଜନା ନେଇ ମୋଦି-କେଜରିଓ୍ବାଲ ମୁହାଁମୁହିଁ: କେନ୍ଦ୍ର କାହିଁକି କରୁଛି ଝଗଡ଼ା, ମୁଖ୍ୟମନ୍ତ୍ରୀ କଲେ ପ୍ରଶ୍ନ…

ନୂଆଦିଲ୍ଲୀ,୬।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଘରେ ଘରେ ରାଶନ ପହଞ୍ଚାଇବା ଯୋଜନାକୁ କେନ୍ଦ୍ରର ଅନୁମତି ମିଳି ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କହିଛନ୍ତି ଯେ, ଦିଲ୍ଲୀ ସରକାର ଏନେଇ ପୂର୍ବରୁ କେନ୍ଦ୍ରର ଅନୁମତି ଲୋଡ଼ି ନାହାନ୍ତି। ତେବେ କେଜରିଓ୍ବାଲ…

ଉହାନ୍‌ ଲ୍ୟାବ୍‌ରୁ ଜାଣିଶୁଣି ଲିକ୍‌ କରାଯାଇଛି କରୋନା ଭୂତାଣୁ: ଭାରତୀୟ ବୈଜ୍ଞାନିକ ଦମ୍ପତି…

ପୁଣେ,୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଭୁତାଣୁର ଉତ୍ପତ୍ତି ଚାଇନାର ଉହାନ୍‌ ଲ୍ୟାବ୍‌ ଅବା ସମୁଦ୍ରଜାତ ଖାଦ୍ୟପଦାର୍ଥ ବଜାର ସେ ନେଇ ନାନା ତର୍କ ଜାରି ରହିଛି। ଏପରିସ୍ଥଳେ ଭାରତୀୟ ବୈଜ୍ଞାନିକ ଦମ୍ପତି କରୋନା ଭୂତାଣୁ ଉହାନ୍‌…

ପୁଣି ବିପଦ ମାଡ଼ି ଆସୁଛି: ଭାରତରେ ମାରାତ୍ମକ ନୂଆ ଭାରିଆଣ୍ଟ୍‌ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଥିବାବେଳେ ବିପଦ ଉପରେ ପୁଣି ବିପଦ ମାଡ଼ି ଆସୁଛି। ଭାରତରେ ଆଲ୍ଫା, ବିଟା, ଗାମା ଏବଂ ଡେଲ୍ଟା ଭାରିଆଣ୍ଟ୍‌ ପରେ…

ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …

ଜୋହାନ୍ସବର୍ଗ,୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ଭୂତାଣୁ କିଭଳି ଜଣେ ୩୬ ବର୍ଷ ବୟସ୍କା ଏଚ୍‌ଆଇଭି ପଜିଟିଭ୍‌ ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କରିଛି ସେନେଇ ଏକ…

୬୦ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ…

ବୁର୍କିନା ଫାସୋରେ ଆକ୍ରମଣ: ଶତାଧିକ ମୃତ

ନିଆମି(ନାଇଜର),୬।୬: ବୁର୍କିନା ଫାସୋର ଏକ ଗ୍ରାମରେ କେତେଜଣ ବନ୍ଧୁକଧାରୀଙ୍କ ଆକ୍ରମଣରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଅନେକ ଗୁରୁତର ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା ରହିଛି। ଗତ କିଛି ବର୍ଷ ମଧ୍ୟରେ ଏହା ସବୁଠୁ ଭୟାବହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?