Home Middle

ଇନ୍ଦିରାଙ୍କୁ ଶକ୍ତିସ୍ଥଳରେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୯।୧୧: ଲୌହ ମାନବୀ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୩ ତମ ଜନ୍ମ ବାର୍ଷିକୀ ଅବସରରେ ଶକ୍ତିସ୍ଥଳରେ ଗୁରୁବାର ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ…

ଫେବୃୟାରୀରୁ ଫାଟି ଆଁ

ବଇଣ୍ଡା,୧୯ା୧୧(ଡି.ଏନ.ଏ.) ଲୋକଙ୍କ ନିକଟରେ ସ୍ବଚ୍ଛ ପାଣି ପହଞ୍ଚାଇବା ପାଇଁ ୧୪ ବର୍ଷ ତଳେ ନିର୍ମାଣ ହୋଇଥିଲା ଜଳ ଯୋଗାଣ ପ୍ରକଳ୍ପ। ଏହା ଶତପ୍ରତିଶତ ସଫଳ ନ ହେବାରୁ ଦ୍ୱିତୀୟ କୂଅ ଖୋଳାଯାଇଥିଲା। ହେଲେ ଭୂତଳ ଜଳ ହ୍ରାସ କାରଣରୁ ବର୍ଷର ଅଧା ଦିନ…

ସ୍ବାସ୍ଥ୍ୟ କର୍ମୀ, ଗର୍ଭବତୀ ମହିଳା, ବରିଷ୍ଠ ନାଗରିକଙ୍କୁ ପ୍ରଥମେ ମିଳିବ ଟୀକା

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ)-କରୋନା ମୁକାବିଲା ପାଇଁ ବିଭିନ୍ନ ଟୀକାର ପରୀକ୍ଷା ନିରୀକ୍ଷା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ନିକଟରେ ଟୀକାମିଳିବାର ଆଶା ଉଜ୍ୱଳ ହୋଇଛି। ଟୀକା ପ୍ରଦାନ ସମୟରେ ସ୍ବାସ୍ଥ୍ୟ କର୍ମୀ ସମେତ ଗର୍ଭବତୀ ଏବଂ ୬୦ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଟୀକ ପ୍ରଦାନରେ ପ୍ରାଥମିକତା…

ରାଜ୍ୟରେ ସୁସ୍ଥ ହେଲେ ୧୩୦୩ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ…

ଭୁବନେଶ୍ୱର,୧୮ ା୧୧(ବ୍ୟୁରୋ)- ରାଜ୍ୟରେ ବୁଧବାର ଆଉ ୧୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୧୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୧୦୩, ମୟୂରଭଞ୍ଜରୁ ୧୦୧, ସୁନ୍ଦରଗଡରୁ ୯୭, ଖୋର୍ଦ୍ଧାରୁ ୯୬, ଝାରସୁଗୁଡାରୁ ୮୬, ଜଗତସିଂହପୁରରୁ ୫୫, ବାଲେଶ୍ବରରୁ…

ଆଉ ହେବନି ଲକ୍‌ଡାଉନ୍‌: ଆବଶ୍ୟକ ପଡ଼ିଲେ ବଜାର ରହିବ ବନ୍ଦ

ନୂଆଦିଲ୍ଲୀ,୧୮।୧୧: ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ପର୍ଯ୍ୟାୟ ଜାରି ରହିଛି। ଏପରିସ୍ଥଳେ ଲକ୍‌ ଡାଉନ୍‌ ଜାରି ହେବ କି ନାହିଁ ସେନେଇ ନାନା କଳ୍ପନା ଜଳ୍ପନା ଜାରି ରହିଥିଲା। ତେବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ କ୍ୟାବିନେଟ୍‌ର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ…

ଶପଥ ନେଲେ ବିଜୟ ଶଙ୍କର, ସ୍ବରୂପ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ତିର୍ତ୍ତୋଲ ଓ ବାଲେଶ୍ୱର ସଦର ନବନିର୍ବାଚିତ ବିଧାୟକ ବୁଧବାର ଶପଥ ନେଇଛନ୍ତି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଏବଂ ବାଲେଶ୍ୱର ବିଧାୟକ ସ୍ବରୂପ ଦାସଙ୍କୁ ଶପଥ ପାଠ କରାଇଛନ୍ତି। ଆସନ୍ତା ୨୦ ତାରିଖ…

କରୋନାରେ ଆଖିବୁଜିଲେ ଆଉ ୧୫: ସୁନ୍ଦରଗଡ଼ରୁ ରହିଛନ୍ତି ସର୍ବାଧିକ ୩

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟରେ କରୋନାରେ ବୁଧବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନୀତ ମୃତ୍ୟୁ ସଂଖ୍ୟା ୧୫୭୫ରେ ପହଞ୍ଚିଛି। ସୁନ୍ଦରଗଡ଼…

ରାଜ୍ୟରେ ପୁଣି ୮୬୮ କରୋନା ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରେ ପୁଣି ୧୦୦ ଟପିଲା

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୮୬୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୦୯୨୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ…

ଉଗ୍ରବାଦୀଙ୍କ ହାତରେ ଚାଇନା ବନ୍ଧୁକ

ନୂଆଦିଲ୍ଲୀ,୧୮।୧୧: ଏଲ୍‌ଏସିରେ ଚାଇନା ଜାଣିଶୁଣି ଉତ୍ତେଜନା ସୃଷ୍ଟି କରୁଛି। ଏବେ ଉତ୍ତରପୂର୍ବ ରାଜ୍ୟଗୁଡ଼ିକରେ ବିଭିନ୍ନ ଉଗ୍ରବାଦୀ ସଂଗଠନଙ୍କୁ ଚାଇନା ଆଧୁନିକ ଅସ୍ତ୍ରଶସ୍ତ୍ର ଯୋଗାଇବାରେ ଲାଗିଛି। ଭାରତରେ ଅଶାନ୍ତି ସୃଷ୍ଟି କରିବା ଲାଗି ଚାଇନା ଏଭଳି ଷଡ଼ଯନ୍ତ୍ର ରଚିଛି। ଏନେଇ ଭାରତୀୟ ଗୋଇନ୍ଦା…

ମାଟ୍ରିକ, ଯୁକ୍ତ ୨ ପରୀକ୍ଷା ଘୁଞ୍ଚିବ: ମନ୍ତ୍ରୀ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ବିଳମ୍ବ ହେବ। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସର୍ବନିମ୍ନ ୩ ମାସ ପାଠ ପଢ଼ାଯିବା ପରେ ପରୀକ୍ଷା ହେବ। ସର୍ବଭାରତୀୟ ସ୍ତରରେ ବନ୍ଦ ନିଷ୍ପତ୍ତି ନ…

ପଶ୍ଚିମବଙ୍ଗ ଜୟ ଯୋଜନା: ଭାଜପା ଗଠନ କଲା ୫ ଜଣିଆ ଟିମ୍‌

କୋଲକାତା,୧୮।୧୧: ଭାଜପା ଏବେ ପଶ୍ଚିମବଙ୍ଗ ଜୟ ଯୋଜନା କରିଛି। ଏଥି ପାଇଁ ଦଳ ପକ୍ଷରୁ ୫ ଜଣିଆ ଟିମ୍‌ ଗଠନ କରାଯାଇଛି। ଟିମ୍‌ ସଦସ୍ୟମାନେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡାଙ୍କ ପାଖରେ ରିପୋର୍ଟ ଦାଖଲ କରିବେ। ରିପୋର୍ଟ ନଭେମ୍ବର ଶେଷ ସୁଦ୍ଧା ଦାଖଲ…

ଶ୍ରୀମନ୍ଦିରର ଭୁଲ୍‌ ଫଟୋ ଲଗାଇ ଅପପ୍ରଚାର

ପୁରୀ ଅଫିସ,୧୮ା୧୧: ଶ୍ରୀମନ୍ଦିରର ଭୁଲ୍‌ ଫଟୋ ବ୍ୟବହାର ଯୋଗୁ ଇଣ୍ଡିଆନ୍‌ ରେଲଓ୍ବେ କ୍ୟାଟରିଙ୍ଗ ଆଣ୍ଡ୍‌ ଟୁରିଜମ୍‌ କର୍ପୋରେଶନ (ଆଇଆର୍‌ସିଟିସି) ଓ ୨ ଓ୍ବେବ୍‌ ନ୍ୟୁଜ୍‌ ସଂସ୍ଥା ବିବାଦରେ ପଡ଼ିଛନ୍ତିି। ସେମାନଙ୍କ ଦ୍ୱାରା ଅନ୍ୟ ମନ୍ଦିରକୁ ଶ୍ରୀମନ୍ଦିର ପରିଚୟ ଦିଆଯିବାକୁ ବିରୋଧ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri