Home Middle

୩ ଦେଶରେ ଟିକାକରଣର ୬୦%

ଜାତିସଂଘ,୬।୬(ପି.ଟି.): ସାରା ବିଶ୍ୱରେ ଏପର୍ଯ୍ୟନ୍ତ କୋଭିଡ୍‌-୧୯ ଟିକାର ୨୦୦ କୋଟି ଡୋଜ୍‌ ଆବଣ୍ଟନ ହୋଇଛି। ଏହାର ୬୦ ପ୍ରତିଶତ ଭାରତ, ଆମେରିକା ଓ ଚାଇନାରେ ଦିଆଯାଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି। ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକ ଟେଡ୍ରୋସ୍‌ ଆଧାନମ ଘେବ୍ରେୟେସସ୍‌ଙ୍କ…

୧୯ ଜିଲାରେ କାଳବୈଶାଖୀ ଭୟ

ଭୁବନେଶ୍ୱର,୫।୬: ଦକ୍ଷିଣ, ପଶ୍ଚିମ, ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର ଜିଲାଗୁଡିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ମଧ୍ୟମଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଥିବା ଶନିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା…

କୋଭିଡ୍‌ କେୟାର ସେଣ୍ଟର ଉଦ୍‌ଘାଟନକୁ ନେଇ ବିଜେଡି ଏମ୍‌ପି-ବିଧାୟକ ମୁହାଁମୁହିଁ

ପାଲଲହଡ଼ା,୫ା୬(ଡି.ଏନ୍‌.ଏ.): ଶନିବାର ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ସଦରମହାକୁମାଠାରେ କୋଭିଡ୍‌ କେୟାର ସେଣ୍ଟର ଉଦ୍‌ଘାଟନକୁ ନେଇ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଏବଂ ପାଲଲହଡ଼ା ବିଧାୟକ ମୁକେଶ ପାଲଙ୍କ ମଧ୍ୟରେ ମୁଁହାମୁହିଁ ପରିସ୍ଥିତି ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଶନିବାର ଅନୁଗୋଳ ଜିଲା…

ଟୁଇଟରକୁ ମୋଦି ସରକାରଙ୍କ ଶେଷ ଚେତାବନୀ…

ନୂଆଦିଲ୍ଲୀ,୫।୬: ଦେଶରେ ପ୍ରଚଳିତ ଆଇଟି ନିୟମର ପାଳନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଟୁଇଟର୍‌କୁ ଶେଷ ଚେତାବନୀ ଦିଆଯାଇଛି। ନୂଆ ନିୟମ ପାଳନ ନ କଲେ ପରିଣାମ ଭୋଗିବାକୁ ପଡ଼ିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଭାରତରେ…

ପରିବେଶ ସୁରକ୍ଷା ସହିତ ଆର୍ଥିକ ବିକାଶ ହିଁ ଭାରତର ଲକ୍ଷ୍ୟ: ମୋଦି…

ନୂଆଦିଲ୍ଲୀ,୫।୬: ପୃଥିବୀରେ ଜଳବାୟୁ ପରିବର୍ତ୍ତନ ଯୋଗୁ ସୃଷ୍ଟି ହେଉଥିବା ବହୁବିଧ ସମସ୍ୟା ପ୍ରତି ଭାରତ ସଚେତନ ରହିଛି। ଏକ୍ଷେତ୍ରରେ ଭାରତ ସକ୍ରିୟ ଭାବେ କାର୍ଯ୍ୟ ଜାରି ରଖିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବିଶ୍ୱ ପରିବେଶ ଦିବସ ଅବସରରେ ଏକ…

୧୫ ଜୁନ୍‌ରୁ ଲଭ୍‌ ଜିହାଦ୍‌ ଆଇନ: ଦୋଷୀଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌…

ଅହମଦାବାଦ,୫।୬: ଲଭ୍‌ ଜିହାଦ୍‌ ଆଇନ୍‌ ଗୁଜରାଟରେ ୧୫ ଜୁନ୍‌ରୁ ପ୍ରଣୟନ ହେବାକୁ ଯାଉଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌ ଦଣ୍ଡାଦେଶ କରାଯିବ। ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଲଭ୍‌ ଜିହାଦ୍‌ ଆଇନ୍‌କୁ ମଞ୍ଜୁରୀ ଦେଇଛନ୍ତି। ଜବରଦସ୍ତ…

ଅଡ୍‌ ଇଭିନ୍‌ରେ ଖୋଲିବ ଦୋକାନ, ୫୦ ପ୍ରତିଶତରେ ଚାଲିବ ମେଟ୍ରୋ…

ନୂଆଦିଲ୍ଲୀ,୫।୬: ରାଜଧାନୀ ଦିଲ୍ଲୀରେ ଲକ୍‌ଡାଉନ୍‌ ପରେ ଏବେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଶନିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିଛନ୍ତି। ତେବେ ସୁରକ୍ଷା ବ୍ୟବସ୍ଥାକୁ ଗ୍ରହଣ କରି ରାଜଧାନୀର ସମସ୍ତ ଦୋକାନକୁ ଇଡ୍‌ ଇଭିନ୍‌ରେ ଖୋଲାଯିବ। ସେହିପରି ମେଟ୍ରୋ…

ଦୁଇ ଡୋଜ୍‌ ମଧ୍ୟରେ କମ ସମୟ ସୀମା ଦ୍ୱାରା ବଢ଼ିବ ପ୍ରତିରୋଧକ ଶକ୍ତି…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ଦେଶରେ ଦିଆଯାଉଥିବା କୋଭାକ୍ସିନ୍‌ ଏବଂ କୋଭିଶିଲ୍ଡ ଟିକାର ପ୍ରଥମ ଡୋଜ୍‌ ଏବଂ…

କରୋନାରୁ ସୁସ୍ଥ ହୃଦ୍‌ରୋଗୀ ହାର୍ଟ ଚେକ୍‌ ଅପ୍‌ କରିବାକୁ ପରାମର୍ଶ

ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଆରୋଗ୍ୟ ଲାଭ କରିବା ପରେ ଆକ୍ରାନ୍ତଙ୍କ ଶରୀରରେ ଅନ୍ୟାନ୍ୟ ଜଟିଳତା ଦେଖାଯାଉଛି। ଫଳରେ ରୋଗୀ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ଏଥିପ୍ରତି ହୃଦ୍‌ରୋଗୀମାନେ ଅଧିକ ଯତ୍ନବାନ ହେବା ପାଇଁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ…

ପୁଣି ବଢ଼ିଲା ମୃତକଙ୍କ ସଂଖ୍ୟା, କମିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ…

ସହଜ ନୁହେଁ ୨୦୨୨ ନିର୍ବାଚନ

ନୂଆଦିଲ୍ଲୀ/ଲକ୍ଷ୍ନୌ,୫ା୬ କରୋନା ମହାମାରୀ ମୁକାବିଲାରେ ଉତ୍ତରପ୍ରଦେଶ(ୟୁପି)ର ଯୋଗୀ ଆଦିତ୍ୟନାଥ ସରକାରଙ୍କ ବିଫଳତାକୁ ନେଇ ଭାଜପା ଚିନ୍ତିତ। ୨୦୨୨ ବିଧାନସଭା ନିର୍ବାଚନକୁ ଆଉ କିଛି ମାସ ବାକି ଥିବାବେଳେ ରାଜନୈତିକ ଦୃଷ୍ଟିରୁ ଦେଶର ସବୁଠୁ ଗୁରୁତ୍ୱପୂର୍ଣ୍ଣ ତଥା ଜନବହୁଳ ରାଜ୍ୟରେ ବ୍ୟାକ୍‌ଫୁଟ୍‌ରେ ଛିଡ଼ାହୋଇଛି…

ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା। ଶୁକ୍ରବାର ରାଜ୍ୟରେ ୭,୭୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?