Home Middle

ଚିରନିଦ୍ରାରେ ‘ଶଲାବୁଢ଼ା’ ଫେମ୍‌ ଅଭିନେତା

ଭୁବନେଶ୍ୱର/ସୋନପୁର(ବ୍ୟୁରୋ, ନି.ପ୍ର.)୫।୬: ଲୋକପ୍ରିୟ ସମ୍ବଲପୁରୀ ଫିଲ୍ମ ‘ଶଲାବୁଢ଼ା’ ଫେମ୍‌ ତଥା ଜାତୀୟ ପୁରସ୍କାର ପ୍ରାପ୍ତ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ଘଟିଛି। ଶୁକ୍ରବାର ବିଳମ୍ବିତ ରାତି ୩ଟା ୪୫ ମିନିଟ୍‌ରେ ବୁର୍ଲା ଭିମ୍‌ସାରରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ…

ଯୁକ୍ତ ୨ ପରୀକ୍ଷା ବାତିଲ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। କରୋନା ପାଇଁ ପରୀକ୍ଷା ସମ୍ଭବ ହେଉ ନ ଥିବାରୁ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ପରୀକ୍ଷାଠାରୁ ଛାତ୍ରୀଛାତ୍ରଙ୍କ ଜୀବନ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ପରିସ୍ଥିତି ସ୍ବାଭାବିକ…

୩ ହଜାର ଜୁନିଅର ଡାକ୍ତର ଦେଲେ ଇସ୍ତଫା

ଭୋପାଳ,୪।୬: ମଧ୍ୟପ୍ରଦେଶରେ ବିଭିନ୍ନ ଦାବି ନେଇ ୬ଟି ମେଡିକାଲ କଲେଜର ଡାକ୍ତରମାନେ ହରତାଳ କରିଥିଲେ। ମାମଲା ହାଇକୋର୍ଟରେ ପହଞ୍ଚିଥିଲା। ଗୁରୁବାର ରାଜ୍ୟର ୬ ଟି ସରକାରୀ ମେଡିକାଲ କଲେଜର ଜୁନିଅର ଡାକ୍ତରମାନଙ୍କୁ ୨୪ ଘଣ୍ଟା ମଧ୍ୟରେ କାମକୁ ଫେରିବାକୁ ନିର୍ଦ୍ଦେଶ ଦେଇଥିଲେ…

ଚାର୍ଟାର୍ଡ ଆକାଉଣ୍ଟାଣ୍ଟରୁ ଶିକ୍ଷା ଗୁରୁ

ଭୁବନେଶ୍ୱର,୪।୬(ବ୍ୟୁରୋ): ଡ. ବିଜୟ କୁମାର ସାହୁ। ଜଣେ ଦୂରଦୃଷ୍ଟିସମ୍ପନ୍ନ ବ୍ୟକ୍ତିତ୍ୱ। ୧୯୬୩ ଜୁନ୍‌ ୧ରେ ଖୋର୍ଦ୍ଧା ଜିଲାରେ ଜନ୍ମଗ୍ରହଣ କରିଥିବା ବିଜୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଭାବେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। କିନ୍ତୁ ଓଡ଼ିଶାରେ ଶିକ୍ଷାର ପରିବର୍ତ୍ତନ ଥିଲା ତାଙ୍କର ସ୍ବପ୍ନ।…

୧୭ ଜିଲାରେ ଘଡଘଡି ସହ ବର୍ଷା

ଭୁବନେଶ୍ବର,୩।୬: ରାଜ୍ୟର ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ପ୍ରକାଶ କରାଯାଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,…

କେରଳ ଛୁଇଁଲା ମୌସୁମୀ

ଥିରୁଭାନନ୍ତପୁରମ୍‌,୩।୬: ଦେଶରେ ଅନେକ ରାଜ୍ୟରେ ତାପମାତ୍ରା ବଢୁଥିବାବେଳେ ଗୁରୁବାର କେରଳ ଛୁଇଁଛି ମୌସୁମୀ। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳରେ ପହଞ୍ଚିଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ଆସନ୍ତା ୨ ଦିନ ମଧ୍ୟରେ…

ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍‌ ବିଜୟ ସାହୁ: ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୬(ବ୍ୟୁରୋ): ପରଲୋକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ଚେୟାରମ୍ୟାନ୍‌ ବିଜୟ ସାହୁ। ହାଇଦ୍ରାବାଦର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ ଘଟିଛି। ଏନେଇ ଗୁରୁବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ଲୋକ ସମ୍ପର୍କ ଅଧିକାରୀ ଶରତ କର…

ଉହାନ୍‌ ଲ୍ୟାବ୍‌କୁ ଆର୍ଥିକ ସହାୟତା: ସନ୍ଦେହ ଘେରରେ ଆମେରିକା ମହାମାରୀ ବିଶେଷଜ୍ଞ…

ଓ୍ବାଶିଂଟନ,୩।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍‌ ଲ୍ୟାବ୍‌କୁ ଆର୍ଥିକ ସହାୟତା ଯୋଗାଇ ଦେଇଥିବା ଅଭିଯୋଗ ହୋଇଛି। ଏନେଇ ଆମେରିକାର ମହାମାରୀ ବିଶେଷଜ୍ଞ ଆନ୍ଥୋନୀ ଫୌସି ସନ୍ଦେହ ଘେରରେ ରହିଛନ୍ତି। ଆମେରିକା ଗଣମାଧ୍ୟମ ସଂସ୍ଥା…

ତୃତୀୟ ଲହର ଆତଙ୍କ: ରିପୋର୍ଟ ନେଗେଟିଭ୍‌ ଥିଲେ ବି ଫୁସ୍‌ଫୁସ୍‌ର ୯୦ ପ୍ରତିଶତ ସଂକ୍ରମିତ…

ପାଟନା,୩।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ବିହାରରେ ତୃତୀୟ ଲହର ନେଇ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ରାଜ୍ୟରେ ୬୦୦ରୁ ଅଧିକ ଶିଶୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେବେ ରାଜଧାନୀ ପାଟନାର…

ବସ୍‌-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…

ଲଣ୍ଡନ/ନୂଆଦିଲ୍ଲୀ,୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ କେଉଁଠି ଅଧିକ ହୋଇଥାଏ ସେ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଇଂଲଣ୍ଡର ଜନ୍‌ ହପକିନ୍ସ୍‌ ବି ବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ ଗବେଷଣା…

ପଳାତକ ଚୋକ୍‌ସିଙ୍କ ଜାମିନ ଆବେଦନ ଖାରଜ…

ଡୋମିନିକା,୩।୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ବ୍ୟାପକ ଅର୍ଥ ହେର୍‌ଫେର୍‌ କରି ବିଦେଶରେ ଲୁଚି ବସିଥିବା ପଳାତକ ମେହୁଲ୍‌ ଚୋକ୍‌ସିଙ୍କ ଜାମିନ୍‌ ଆବେଦନ ଖାରଜ ହୋଇଯାଇଛି। ସାମ-ଦାମ-ଦଣ୍ଡ-ଭେଦ ନୀତି ଆପଣେଇ ପ୍ରତ୍ୟର୍ପଣରୁ ବଞ୍ଚିବାକୁ ଚେଷ୍ଟା କରୁଥିବା ଚୋକ୍‌ସିଙ୍କୁ ଏହାଦ୍ୱାରା ବଡ଼ ଝଟ୍‌କା ଲାଗିଛି।…

ସଂକ୍ରମଣ ନେଉଛି ଅଧିକ ଜୀବନ

ଅନୁଗୋଳ ଅଫିସ, ୩ା୬: ଜନ୍ମରୁ ୨୮ ଦିନ ଓ ୨୮ ଦିନରୁ ୧୨ ମାସ ମଧ୍ୟରେ ସଂକ୍ରମଣ (ଇନ୍‌ଫେକ୍‌ଶନ) ହିଁ ଅଧିକ ଶିଶୁଙ୍କ ଜୀବନହାନି ଘଟାଇଥାଏ। ତେଣୁ ନବଜାତକଙ୍କୁ ଇନ୍‌ଫେକ୍‌ଶନରୁ ସୁରକ୍ଷିତ ରଖିବାକୁ ଲେବର ରୁମ୍‌, ଓଟି ଏବଂ ନବଜାତ ଓ୍ବାର୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?