Home Middle

ଭାକ୍ସିନ୍‌ ନେଇ ଜୀବନ ଗଲେ କ୍ଷତି ପୂରଣ ଦେବନି କମ୍ପାନୀ: ମର୍ଡନା-ଫାଇଜର ପରେ ଏବେ ଦାବି କଲା ସେରମ୍‌…

ନୂଆଦିଲ୍ଲୀ,୩।୬:ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍‌ ଅଭାବ ଯୋଗୁ ଟିକାଦାନ ପ୍ରକ୍ରିୟାରେ ସାମୟିକ ବାଧା…

ନୂଆ ଆକ୍ରାନ୍ତ ସଂଖ୍ୟା ବଢ଼ିଲା, ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ…

ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର ରାଜ୍ୟରେ ୮,୩୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗରୁବାର ଏହି ସଂଖ୍ୟାରେ…

‘ୟାସ୍‌’ କ୍ଷୟକ୍ଷତି ୬୧୦ କୋଟି

ଭୁବନେଶ୍ୱର, ୩।୬(ବ୍ୟୁରୋ): ବାତ୍ୟା ‘ୟାସ୍‌’ କାରଣରୁ ୬୧୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ତନ୍ମଧ୍ୟରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଏବଂ ୯୦ କୋଟି ଟଙ୍କାର ବ୍ୟକ୍ତିଗତ ସମ୍ପତ୍ତି ରହିଛି। ୧୫୦ ଗ୍ରାମ ଜଳମଗ୍ନ ହୋଇଥିବା ବେଳେ ୧୧ ହଜାର…

ଭାରତରେ ବିଦେଶୀ ଟିକାର ପରୀକ୍ଷା କରାଯିବ ନାହିଁ

ନୂଆଦିଲ୍ଲୀ,୨।୬: ବିଶ୍ୱସ୍ତରରେ ଉପଲବ୍ଧ ହେଉଥିବା କୋଭିଡ୍‌-୧୯ ଟିକା ଭାରତରେ ବିନା କ୍ଲିନିକାଲ ପରୀକ୍ଷା ଏବଂ ଅନୁମୋଦନରେ ବ୍ୟବହାର ହୋଇପାରିବ। ଭାରତର ଔଷଧ ମହାନିୟନ୍ତ୍ରକ (ଡିଜିଜିଆଇ) ପକ୍ଷରୁ ବୁଧବାର ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଯେଉଁ ଟିକାଗୁଡ଼ିକ ଆମେରିକାର ଏଫ୍‌ଡିଏ, ଏଏମ୍‌ଏ, ବ୍ରିଟେନ୍‌ର ଏମ୍‌ଏଚ୍‌ଆର୍‌ଏ,…

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

ଭୁବନେଶ୍ୱର,୨।୬: ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବୁଧବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ଏନେଇ ତାଙ୍କର ଜଣେ ସମ୍ପର୍କୀୟ ସୂଚନା ଦେଇଛନ୍ତି। ହସ୍ପିଟାଲ ତରଫରୁ ମିଳିଥିବା…

ଟିକା ଲଢ଼େଇ ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର,୨ା୬(ବ୍ୟୁରୋ): କରୋନା ଟିକା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟିକା ସଙ୍କଟ ଦୂର ନେଇ ସମସ୍ତଙ୍କ ସହମତି ଲୋଡ଼ିଛନ୍ତି ନବୀନ। ନବୀନ ଲେଖିଛନ୍ତି, ଟିକା ପାଇଁ ପରସ୍ପର ଭିତରେ ନ ଲଢ଼ି, ଏକାଠି ଲଢ଼ିବାକୁ…

ହସ୍ପିଟାଲରେ ମୃତଦେହ ଗଦା: ପରିବାର ସଦସ୍ୟଙ୍କୁ ଗୋଟି ଗୋଟି କରି ପଡୁଛି ଖୋଜିବାକୁ…

ଚେନ୍ନାଇ,୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢୁଥିବାରୁ ସ୍ଥିତି ଅଧିକ ଜଟିଳ ହେବାରେ ଲାଗିଛି। ବିଭିନ୍ନ ହସ୍ପିଟାଲରେ ମୃତକଙ୍କ ମୃତଦେହ ଗଦା ହେବାରେ ଲାଗିଛି। ତାମିଲନାଡୁର ଥେନି ଅଞ୍ଚଳର ଓ୍ବିଲାକ୍କୁସ୍ଥିତ ସରକାରୀ…

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଭାରତୀୟ ବୁଲେଟ୍‌ ପ୍ରୁଫ୍‌ ଜେସିବି ମେସିନ୍‌ ଊପରେ ଆଖିବୁଜା ଗୁଳିମାଡ଼…

ଶ୍ରୀନଗର,୨।୬: ଗତ ୪ ମାସ ମଧ୍ୟରେ ଜମ୍ମୁ-କଶ୍ମୀରରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଆରନିଆ ସେକ୍ଟରର ବିକ୍ରମ ପୋଷ୍ଟ୍‌ ଅଞ୍ଚଳରେ ଭାରତୀୟ ସେନା ପକ୍ଷରୁ ବୁଲେଟ୍‌ ପ୍ରୁଫ୍‌ ଜେସିବି ମେସିନ୍‌ ଦ୍ୱାରା କଣ୍ଟାବୁଦା ସଫା ହେଉଥିବାବେଳେ ପାକିସ୍ତାନ ଫରଓ୍ବାଡ୍‌ ପୋଷ୍ଟରୁ…

କରୋନାର ଦ୍ୱିତୀୟ ଲହର ନେଇଛି ୫୯୪ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ,୨।୬: କରୋନା ମହାମାରୀ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ହେବ ଦେଶରେ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ପୁରା ହଲାଇଦେଇଛି। ଏହି ମହାମାରୀ ଯୋଗୁ ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ କୋଟି କୋଟି ଲୋକ ଆକ୍ରାନ୍ତ ହୋଇସାରିଛନ୍ତି। ଏହି କଠିନ…

ସ୍ତନ୍ୟପାନ କରାଉଥିବା ମା’ଙ୍କୁ ମିଳୁ ଓ୍ବାର୍କ ଫ୍ରମ୍‌ ହୋମ୍‌ ସୁବିଧା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ପରାମର୍ଶ …

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସ୍ଥିତି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ନୂଆ ପରାମର୍ଶ ଦିଆଯାଇଛି। ସ୍ତନ୍ୟପାନ କରାଉଥିବା ମା’ଙ୍କୁ ଏକ ବର୍ଷ ପାଇଁ ଓ୍ବାର୍କ ଫର୍ମ ହୋମ୍‌…

ଅନୈତିକ ସମ୍ପର୍କ ରଖିଥିବା ମହିଳା ବି ହୋଇ ପାରିବେ ଜଣେ ଭଲ ମା’: ହାଇକୋର୍ଟ…

ଚଣ୍ଡିଗଡ଼,୨।୬: ଜଣେ ମହିଳା ଅନୈତିକ ସମ୍ପର୍କ ରଖିଥିଲେ ବି ସେ ଭଲ ମା’ ହୋଇପାରିବେ। ଅନୈତିକ ସମ୍ପର୍କ ଭଲ ମା’ ହେବାକୁ ପ୍ରଭାବିତ କରି ନ ଥାଏ ବୋଲି ପଞ୍ଜାବ ହରିୟାଣା ହାଇକୋର୍ଟ ପକ୍ଷରୁ ଏକ ମାମଲାର ଶୁଶାଣି ସମୟରେ ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?