Home Middle

ଭୁବନେଶ୍ୱରରୁ ଆଜି ୫୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ। ସାଢ଼େ ୪ କୋଟି ଓଡ଼ିଆଙ୍କ ହୃଦୟର ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପାଠ ପଢୁଥିବା…

ଆଜି ଆଉ ୧୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୪୯୫କୁ ବୃଦ୍ଧି

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୨ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୯୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ…

ଆଜି ରାଜ୍ୟରେ ୧୦୧୮ ପଜିଟିଭ୍‌ ଚିହ୍ନଟ: ରାୟଗଡ଼ାରେ ଶୂନ, ୨୯ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଶୁକ୍ରବାର ୨୯ ଜିଲାରୁ ୧୦୧୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୭୦୦୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୮୫ ଜଣ ଚିହ୍ନଟ…

ଏଣିକି ମ୍ୟାଲେରିଆ ପୂର୍ବାନୁମାନ କରିବ ପାଣିପାଗ ବିଭାଗ

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ)- ଏଣିକି ମ୍ୟାଲେରିଆ ସଂକ୍ରମଣର ପୂର୍ବାନୁମାନ କରିବ ପାଣିପାଗ ବିଭାଗ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓ ଭାରତୀୟ ପାଣିପାଗ ବିଭାଗର ମିଳିତ ଉଦ୍ୟମରେ ଏହି ପ୍ରକଳ୍ପ ହାତକୁ ନିଆଯାଇଛି। ଆସନ୍ତା ମୌସୁମୀରୁ ମ୍ୟାଲେରିଆଜନିତ ପୂର୍ବାନୁମାନ କରାଯିବ ବୋଲି ପାଣିପାଗ ବିଭାଗର ମହାନିର୍ଦ୍ଦେଶକ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୬୪ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୧୨୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୬୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୧୧୦, ସୁନ୍ଦରଗଡରୁ ୭୯, ବାଲେଶ୍ୱରରୁ ୭୬, ବଲାଙ୍ଗୀରରୁ ୭୬, କଟକରୁ ୭୪, ମୟୂରଭଞ୍ଜରୁ ୬୫, ନୂଆପଡାରୁ ୬୧, ଜଗତସିଂହପୁରରୁ…

ସ୍ବାଭାବିକ ହେବ ଅର୍ଥନୀତି: ଆତ୍ମନିର୍ଭର ଭାରତ ୩.୦ ପ୍ୟାକେଜ୍‌ ଘୋଷଣା

ନୂଆଦିଲ୍ଲୀ,୧୨।୧୧: କରୋନା ମହାମାରୀରେ ଦେଶର ଅର୍ଥ ବ୍ୟବସ୍ଥା ସଙ୍କଟ ଦେଇ ଗତି କରୁଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସହାୟତା ପ୍ୟାକେଜ୍‌ ଘୋଷଣା ଜାରି ରହିଛି। ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦେଶର ଅଥିନୀତିକୁ ସ୍ବାଭାବିକ କରିବା ଲାଗି…

୨୦୨୧ରେ ୫ ରାଜ୍ୟରେ ନିର୍ବାଚନ: ୪ ରାଜ୍ୟ ଉପରେ ଭାଜପାର ଲକ୍ଷ୍ୟ

ନୂଆଦିଲ୍ଲୀ,୧୨।୧୧: ଦେଶର ୫ ରାଜ୍ୟରେ ଆସନ୍ତା ବର୍ଷ ୨୦୨୧ରେ ବିଧାନସଭା ନିର୍ବାଚନ ହେବ। ଏନେଇ ଭାଜପା ପକ୍ଷରୁ ୪ ରାଜ୍ୟରେ କ୍ଷମତା ହାସଲ ପାଇଁ ରଣନୀତି ପ୍ରସ୍ତୁତ କରାଯାଉଛି। ବିହାରରେ ଭାଜପାର ସ୍ଥିତି ସୁଦୃଢ଼ ହେବା ପରେ ଅନ୍ୟ ରାଜ୍ୟ ବିଜୟ…

ରାଜୌରୀ-ପୁଞ୍ଚ୍‌ରେ ମୋର୍ଟାର ଶେଲିଂ ମାଡ଼ କଲା ପାକିସ୍ତାନ

ଶ୍ରୀନଗର,୧୨।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଜାଣିଶୁଣି ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ଗୁରୁବାର ପୂର୍ବାହ୍ନ ୯ଟାରେ ପୁଞ୍ଚ୍‌ ଏବଂ ରାଜୌରୀ ଜିଲାରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ପୁଞ୍ଚ୍‌ ଜିଲାର ଶାହପୁର, କେର୍ନି…

ସ୍ବୀକାର କଲା ପାକିସ୍ତାନ: ୨୬/୧୧ ମୁମ୍ବାଇ ଆକ୍ରମଣରେ ଥିଲେ ୧୧ ଲଶ୍କର ଆତଙ୍କବାଦୀ

ନୂଆଦିଲ୍ଲୀ/ଇସଳାମାବାଦ୍‌,୧୨।୧୧: ମୁମ୍ବାଇରେ ହୋଇଥିବା ୨୬/୧୧ ଆକ୍ରମଣରେ ୧୧ ଜଣ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସାମିଲ୍‌ ଥିଲେ। ଏସମ୍ପର୍କରେ ପ୍ରଥମ ଥର ପାଇଁ ପାକିସ୍ତାନ ସ୍ବୀକାର କରିଛି। ଏନେଇ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ କୁହାଯାଇଛି। ଗତ କିଛି ବର୍ଷ ଧରି ଭାରତ…

କଠୋର ନୁହେଁ କୋହଳ କର

ଅନୁଗୋଳ ଅଫିସ, ୧୨ା୧୧: କୋଭିଡ୍‌ କଟକଣା ମଧ୍ୟରେ ରାଜ୍ୟରେ ଉପନିର୍ବାଚନ ହେଲା। ଧାଡ଼ିରେ ଠିଆ ହୋଇ ଲକ୍ଷାଧିକ ଭୋଟର ଭୋଟ ଦେଲେ। ତେଣୁ ପୋଲିସ ଓ ମନ୍ଦିର ପରିଚାଳନା କମିଟି ସହଯୋଗରେ ଏଣିକି ଧର୍ମାନୁଷ୍ଠାନ ଖୋଲାଯାଉ। ଭକ୍ତମାନେ ଧାଡ଼ିରେ ଯାଇ ଦିଅଁ ଦର୍ଶନ…

ଗିନିଜ୍‌ ରେକର୍ଡରେ କଳାହାଣ୍ଡିର ଯୋଗବ୍ୟାସ

କେସିଙ୍ଗା, ୧୨।୧୧ (ଡି.ଏନ.ଏ.): ଓଡ଼ିଶାର ୩ୟ ଏଭରେଷ୍ଟ ପର୍ବତାରୋହୀ ଭାବେ କଳାହାଣ୍ଡି ଜିଲା କେସିଙ୍ଗାର ଯୋଗବ୍ୟାସ ଭୋଇ ଗିନିଜ୍‌ ରେକଡର୍ର ଅଧିକାରୀ ହୋଇଛନ୍ତି। ସେ ୧ ଘଣ୍ଟା ମଧ୍ୟରେ ସର୍ବାଧିକ ପର୍ବତାରୋହଣ ଫଟୋ ଫେସ୍‌ବୁକ୍‌ରେ ପୋଷ୍ଟ କରି ଏହି ରେକର୍ଡ ହାସଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri