Home Middle

ମେ’ ମାସ ସାଜିଲା ଘାତକ: ୯୯ ହଜାର ୬୮୦ କରୋନା ଆକ୍ରାନ୍ତଙ୍କ ଜୀବନ ନେଲା…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। ଏହି ମାସରେ ଦେଶରେ ସର୍ବାଧିକ ୯୯ ହଜାର ୬୮୦ କରୋନା ଆକ୍ରାନ୍ତ ଜୀବନ ଯାଇଛି। ଏହା ପୂର୍ବରୁ ୨୦୨୦…

ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା ପୁଣି କମିଲା…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଲଗାତାର ୫ ଦିନ ଧରି ୨ ଲକ୍ଷରୁ କମ୍‌ ରହିଛି। ଲକ୍‌ଡାଉନ୍‌…

୯ ଜିଲାରେ ବଜ୍ରପାତ ଆଶଙ୍କା

ଭୁବନେଶ୍ବର,୩୧।୫: ଆଗାମୀ ୪ ଦିନ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଥିବା ସୋମବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, କଳାହାଣ୍ଡି,…

ଅବସର ନେଲେ ଆଲାପନ ବନ୍ଦୋପାଧ୍ୟାୟ: ମିଳିଲା ନୂଆ ଦାୟିତ୍ୱ

କୋଲକାତା,୩୧।୫: ୩ ମାସ ବର୍ଦ୍ଧିତ କାର୍ଯ୍ୟକାଳ ସତ୍ତ୍ୱେ ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଆଲାପନ ବନ୍ଦୋପାଧ୍ୟାୟ ସୋମବାର ଅବସର ନେଇଛନ୍ତି। ବର୍ତ୍ତମାନ ସେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ କାର୍ଯ୍ୟ କରିବେ। ସେ ଏହି ପଦବୀରେ ୩ ବର୍ଷ…

ଚଳିତ ବର୍ଷ ଶେଷ ସୁଦ୍ଧା ସମସ୍ତ ୧୮ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କଙ୍କୁ ଟିକା: ସୁପ୍ରିମ୍‌କୋର୍ଟଙ୍କୁ କହିଲେ କେନ୍ଦ୍ର ସରକାର …

ନୂଆଦିଲ୍ଲୀ,୩୧।୫: କରୋନା ସଂକ୍ରମଣକୁ ନେଇ ବିଭିନ୍ନ ମାମଲାର ବିଚାର ସୁପ୍ରିମ୍‌କୋର୍ଟରେ ଜାରି ରହିଛି। ଏକ ମାମଲାର ଶୁଣାଣି ସମୟରେ କେନ୍ଦ୍ର ସରକାର ପକ୍ଷରୁ ସୁପ୍ରିମ୍‌କୋର୍ଟଙ୍କ ସମ୍ମୁଖରେ କୁହାଯାଇଛି ଯେ, ଚଳିତ ୨୦୨୧ ବର୍ଷ ଶେଷ ସୁଦ୍ଧା ଦେଶର ସମସ୍ତ ୧୮ ବର୍ଷରୁ…

ପଞ୍ଜାବ କଂଗ୍ରେସରେ ବିଦ୍ରୋହ: ୨୫ ବିଧାୟକ ଦିଲ୍ଲୀରେ…

ଚଣ୍ଡିଗଡ଼,୩୧।୫: ପଞ୍ଜାବରେ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ସରକାରଙ୍କ ଉପରେ ଏବେ ବିପଦ ଘନେଇବାରେ ଲାଗିଛି। ରାଜ୍ୟ କଂଗ୍ରେସରେ ବିଦ୍ରୋହ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ହାଇକମାଣ୍ଡଙ୍କ ପାଖରେ ଅଭିଯୋଗ କରିବା ପାଇଁ ୨୫ ବିଧାୟକ ଦିଲ୍ଲୀରେ ପହଞ୍ଚିଛନ୍ତି। ରାଜ୍ୟରେ ୨୦୨୨ରେ…

ମୁଖ୍ୟ ସଚିବଙ୍କୁ କାର୍ଯ୍ୟମୁକ୍ତ ନ କରିବାକୁ ମମତା ମୋଦିଙ୍କୁ ଲେଖିଲେ ଚିଠି…

କୋଲକାତା,୩୧।୫: ମୁଖ୍ୟ ସଚିବ ଅଲପନ ବନ୍ଦୋପାଧ୍ୟାୟଙ୍କୁ କାର୍ଯ୍ୟମୁକ୍ତ ନ କରିବାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟ ସରକାର ସମ୍ପ୍ରତି ସଙ୍କଟ ଜନକ ସ୍ଥିତିରେ ରହିଛନ୍ତି। ତେଣୁ ଅଲପନଙ୍କୁ ଏବେ କାର୍ଯ୍ୟମୁକ୍ତ କରିବା ସମ୍ଭବ ହେବ…

ଅଟକିବ ନାହିଁ ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ: ହାଇକୋର୍ଟ…

ନୂଆଦିଲ୍ଲୀ,୩୧।୫: ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ ଉପରେ ରୋକ ଲଗାଇବା ପାଇଁ ଦିଲ୍ଲୀ ହାଇକୋର୍ଟରେ କରାଯାଇଥିବା ଆବେଦନ ଖାଜର ହୋଇ ଯାଇଛି। ହାଇକୋର୍ଟ ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ ଅଟକିବ ନାହିଁ ବୋଲି କହିଛନ୍ତି। ଏହା ରାଷ୍ଟ୍ରୀୟ ମହତ୍ତ୍ୱ ରଖୁଥିବାରୁ ଏହାକୁ ରୋକା ଯାଇ…

ମୃତଦେହ ରଖିବାକୁ ମର୍ଚୁରି ନାହିଁ

କାମାକ୍ଷାନଗର, ୩୧।୫(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ମର୍ଚୁରି ନାହିଁ। ଫଳରେ ଅକସ୍ମାତ ମୃତ୍ୟୁ ଘଟୁଥିବା ରୋଗୀ ଏବଂ ପରିଚୟ ନ ଥିବା ମୃତଦେହଗୁଡ଼ିକ ଘଣ୍ଟାଘଣ୍ଟା ଧରି ବାହାରେ ପଡ଼ିରହୁଛି। ଏହାକୁ ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଥିବାବେଳେ ସ୍ବାସ୍ଥ୍ୟକେନ୍ଦ୍ରକୁ…

ତଳ ମୁହାଁ କରୋନା ଗ୍ରାଫ୍‌: କମିଲା ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୩୧।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତାର ୪ ଦିନ ଧରି ୨ ଲକ୍ଷରୁ କମ୍‌ ରହିଛି। ଗତ ୨୪ ଘଣ୍ଟାରେ…

ଚାଇନାରେ କରୋନା ଉତ୍ପତ୍ତି

ଲଣ୍ଡନ,୩୧ା୫: ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ପୃଥିବୀ ପାଇଁ ସବୁଠୁ ଘାତକ ସାବ୍ୟସ୍ତ ହୋଇଥିବା କୋଭିଡ୍‌-୧୯ ଭୂତାଣୁର ଉତ୍ପତ୍ତିକୁ ନେଇ ଖୋଳତାଡ଼ ଜାରି ରହିଥିବାବେଳେ ବ୍ରିଟେନର ଗବେଷକମାନେ ଏହା ଉପରୁ ପରଦା ହଟାଇଛନ୍ତି। ନୋଭେଲ କରୋନା ଭାଇରସ୍‌ର କୌଣସି ପୂର୍ବଜ ନାହିଁ। ଚାଇନା…

ରାଜ୍ୟରେ ଆଜି ୮,୩୧୩ ସଂକ୍ରମିତ ଚିହ୍ନଟ:ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ସଂକ୍ରମଣ କିଛିଟା କମିବାରେ ଲାଗିଛି। ସୋମବାର ରାଜ୍ୟରେ ୮,୩୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୬୫୫ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୩୬୫୮ ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?