Home Middle

ତାରକା ହୋଟେଲରେ ଭାକ୍ସିନେଶନ ପ୍ୟାକେଜ୍‌: ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦ୍ରର ନିର୍ଦ୍ଦେଶ…

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ କେତେକ ଘରୋଇ ହସ୍ପିଟାଲ ପକ୍ଷରୁ ନାମିଦାମୀ ତାରକା ହୋଟେଲରେ ଭାକ୍ସିନେଶନ ପ୍ୟାକେଜ୍‌…

ବିପଦ ଉପରେ ବିପଦ: ଭିଏତ୍‌ନାମ୍‌ରେ ନୂଆ ଭାରିଆଣ୍ଟ୍‌, ତୀବ୍ର ବେଗରେ ବାୟୁରେ ବ୍ୟାପିବ…

ହନୋଇ,୩୦।୫: କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦ୍ୱିତୀୟ ଲହର ବିପଦ ପରେ ପୁଣି ବିପଦ ମାଡ଼ି ଆସୁଛି। କରୋନାର ନୂଆ ଭାରିଆଣ୍ଟ୍‌ ଏବେ ଆତଙ୍କ ସୃଷ୍ଟି କରୁଛି। ଭିଏତ୍‌ନାମ୍‌ରେ କରୋନାର ଏକ ନୂଆ ଭାରିଆଣ୍ଟ୍‌ ଚିହ୍ନଟ ହୋଇଛି। ଏନେଇ…

ଚାଇନାରୁ ଭୁବନେଶ୍ୱର ଆସିଲା ଅକ୍ସିଜେନ ସିଲିଣ୍ଡର, ଯାହାକି ଦେଶରେ ପ୍ରଥମ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଚାଇନାରୁ ରବିବାର ଭୁବନେଶ୍ୱରରେ ଆସି ପହଞ୍ଚିଛି ଅକ୍ସିଜେନ ସିଲିଣ୍ଡର। ଏକ ସ୍ବତନ୍ତ୍ର ବିମାନ ଯୋଗେ ଏହି ଅକ୍ସିଜେନ ସିଲିଣ୍ଡର ସିଧାସଳଖ ଭୁବନେଶ୍ୱରରେ ଆସି ପହଞ୍ଚିଛି। ଯାହାକି ଦେଶରେ ପ୍ରଥମ। ଏନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି, ପଶ୍ଚିମ ଓଡ଼ିଶା ବିକାଶ…

୭ ବର୍ଷରେ ଭାଜପା ସରକାର: ୭୩ ବର୍ଷ ମଧ୍ୟରେ କେନ୍ଦ୍ରରେ ରହିଛି ଦୁର୍ବଳ ସରକାରଙ୍କ ଶାସନ, କହିଲା କଂଗ୍ରେସ …

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ମଧ୍ୟରେ ଭାଜପା ସରକାର କେନ୍ଦ୍ରରେ ୭ ବର୍ଷ ପୂରଣ କରିଛନ୍ତି। କଂଗ୍ରେସ ପକ୍ଷରୁ ଭାଜପା ସରକାରଙ୍କୁ ଟାର୍ଗେଟ୍‌ କରାଯାଇଛି। କଂଗ୍ରେସ ରାଷ୍ଟ୍ରୀୟ ପ୍ରବକ୍ତା ରଣଦୀପ୍‌ ସୁର୍ଜଓ୍ବୋଲା ଏକ ଗଣମାଧ୍ୟମ ସମ୍ମିଳନୀରେ କହିଛନ୍ତି ଯେ,…

ତୃତୀୟ ଲହର ଯୋଗୁ ରାଜଧାନୀରେ ଆତଙ୍କ ସୃଷ୍ଟି ହେବା ଆଶଙ୍କା: ଅକ୍ସିଜେନ୍‌ ଷ୍ଟକ୍‌ ଲାଗି ପରାମର୍ଶ …

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ରାଜଧାନୀ ଦିଲ୍ଲୀରେ ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଅକ୍ସିଜେନ୍‌ ଅଭାବ ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି। ଏପରିସ୍ଥଳେ ଦେଶରେ ତୃତୀୟ ଲହରର ଆଶଙ୍କା ନେଇ…

କରୋନା ଭଳି ବଡ଼ ଆହ୍ବାନ ଲାଗି ବୃହତ୍‌ ସଂକଳ୍ପ ଗ୍ରହଣ କରିଛି ଭାରତ: ମୋଦି…

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ମହାମାରୀ ସହିତ ଲଢ଼େଇ ଜାରି ରହିଛି। କରୋନା ଭଳି ବଡ଼ ଆହ୍ବାନ ଲାଗି ଦେଶ ବୃହତ୍‌ ସଂକଳ୍ପ ଗ୍ରହଣ କରିଛି। ଦିନରାତି ଦେଶର ଡାକ୍ତର, ନର୍ସ, ସ୍ବାସ୍ଥ୍ୟକର୍ମୀମାନେ ନିଜ ଚିନ୍ତା ନ କରି ଆକ୍ରାନ୍ତଙ୍କ ସେବା କରିବାରେ…

ଗ୍ରାମାଞ୍ଚଳରେ ମାଡୁଛି ଭୂତାଣୁ

ବଇଣ୍ଡା, ୩୦।୫(ଡି.ଏନ.ଏ.) ଶିଳ୍ପ ଜିଲା ଅନୁଗୋଳରେ କରୋନା ସଂକ୍ରମଣ ରେକର୍ଡ କଲାଣି। ପ୍ରଥମେ ସହର ପରେ ଏବେ ଗ୍ରାମାଞ୍ଚଳ ପାଲଟିଛି ଭୂତାଣୁର ହଟ୍‌ସ୍ପଟ୍‌। ପଞ୍ଚାୟତର ଘରେ ଘରେ ଉଭୟ ଲକ୍ଷଣ ଏବଂ ଲକ୍ଷଣ ବିହୀନ ରୋଗୀ ଥିବାବେଳେ ଅଧିକାଂଶ ଭୟରେ ପରୀକ୍ଷା…

୪୬ ଦିନରେ ନୂୂଆ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବନିମ୍ନ: ୨୪ ଘଣ୍ଟାରେ ୩,୪୬୦ ମୃତ…

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଲଗାତାର ୩ ଦିନ ଧରି ୨ ଲକ୍ଷରୁ କମ୍‌ ରହିଛି। ଶନିବାର…

କୋଭିଡ୍‌ ସଙ୍କଟ କେନ୍ଦ୍ରର ବଡ଼ ବିଫଳତା

ନୂଆଦିଲ୍ଲୀ, ୩୦।୫(ଆଇଏଏନ୍‌ଏସ୍‌): କୋଭିଡ୍‌ ସଙ୍କଟ ନରେନ୍ଦ୍ର ମୋଦଙ୍କ ଦ୍ୱିତୀୟ ପାଳି ସରକାରର ସବୁଠୁ ବଡ଼ ବିଫଳତା ବୋଲି ଏକ ସର୍ଭେରେ କୁହାଯାଇଛି। ମୋଦିଙ୍କ ୭ ବର୍ଷର ଶାସନରେ ପ୍ରଥମ ଥର ପାଇଁ ଅନୁମୋଦନ ରେଟିଂରେ ନାଲି ଗାର ଅତିକ୍ରମ କରିଛି। ଏବିପି-ସି…

କବରରେ ୨୧୫ ପିଲାଙ୍କ ଦେହାବଶେଷ

ଅଟାଓ୍ବା, ୩୦ା୫ :ଆଦିବାସୀଙ୍କ ଭାଷା, କଳା ସଂସ୍କୃତିକୁ ଧ୍ୱଂସ ଓ ସେମାନଙ୍କୁ ବିଲୁପ୍ତ କରିଦେବାକୁ ଚକ୍ରାନ୍ତ ହେଉଥିଲା। ଆଦିବାସୀ ପିଲାଙ୍କୁ ସେମାନଙ୍କ ଘରୁ ଜୋରଜବରଦସ୍ତ ନିଆଯାଇ ରେସିଡେନ୍ସିଆଲ ସ୍କୁଲରେ ଭର୍ତ୍ତି କରାଯାଉଥିଲା। ଛୋଟ ପିଲାମାନଙ୍କୁ ଶାରୀରିକ ନିର୍ଯାତନା ଏପରି କି ବଳାତ୍କାର…

ସ୍କୁଲ, କଲେଜ ପାଠ୍ୟକ୍ରମରେ ସାମିଲ ହେବ ବିପର୍ଯ୍ୟୟ ଓ ମହାମାରୀ ମୁକାବିଲା

ଭୁବନେଶ୍ୱର,୨୯।୫: ନବୀନ ସରକାରଙ୍କ ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ଶନିବାର ଅନୁଷ୍ଠିତ ମନ୍ତ୍ରୀ ପରିଷଦ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ସ୍କୁଲ ଏବଂ କଲେଜ ପାଠ୍ୟକ୍ରମରେ ବିପର୍ଯ୍ୟୟ ଏବଂ ମହାମାରୀ ମୁକାବିଲା ପାଇଁ ପ୍ରାକ ପ୍ରସ୍ତୁତିକୁ ବିଷୟ…

କରୋନାରେ ଅନାଥ ପିଲାଙ୍କୁ ମିଳିବ ମାଗଣା ଶିକ୍ଷା, ଆର୍ଥିକ ସହାୟତା

ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀରେ ମା’ ବାପାଙ୍କୁ ହରାଇ ଅନାଥ ହୋଇଥିବା ପିଲାଙ୍କ ପାଇଁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବଡ ଘୋଷଣା କରିଛନ୍ତି। ଅନାଥ ପିଲାଙ୍କୁ ପିଏମ୍‌ କେୟାର୍ସ ଫର୍‌ ଚିଲ୍‌ଡ୍ରେନ୍‌ ସ୍କିମ୍‌ରେ ମାଗଣା ଶିକ୍ଷା ଏବଂ ଆର୍ଥିକ ସହାୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?