ତିର୍ତ୍ତୋଲରେ ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ତିର୍ତ୍ତୋଲରେ ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପୁଣି ଆଗରେ ରହିଛି। ତିର୍ତ୍ତୋଲରେ ବିଜେଡିକୁ ୧୧,୪୦୪, ଭୋଟ ମିଳିଥିବା ବେଳେ ଭାଜପାକୁ ୬୯୫୯ ଓ…
ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ ଫଳାଫଳ: ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପୁଣି ଆଗରେ ରହିଛି। ବାଲେଶ୍ୱରେ ବିଜେଡିକୁ ୩୪୨୭ ଭୋଟ ମିଳିଥିବା ବେଳେ ଭାଜପାକୁ ୨୮୧୨ ଓ କଂଗ୍ରେସ…
ଭୋଟ ଗଣତି ଆରମ୍ଭ
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ଏଥିପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସକାଳ ୮ଟାରୁ ଭୋଟ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ ବାଲଟ୍ ଭୋଟ ଗଣନା କରାଯାଉଛି।…
ବିହାର ନିର୍ବାଚନ ଫଳାଫଳ: ଏନ୍ଡିଏକୁ ପଛରେ ପକାଇଲା ମହାମେଣ୍ଟ
ପାଟନା,୧୦।୧୧:ବିହାର ବିଧାନସଭା ନିର୍ବାଚନ ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରାରମ୍ଭିକ ଗଣତି ଅନୁଯାୟୀ, ନୀତିଶ ଓ ଏନଡିଏକୁ ପଛରେ ପକାଇ ଦେଇଛି ଆରଜେଡି ନେତୃତ୍ୱାଧୀନ ମହାମେଣ୍ଟ। ମହାମେଣ୍ଟ ୧୦୩ ଆସନରେ ଆଗରେ ଥିବାବେଳେ ଜେଡିୟୁ ନେତୃତ୍ୱାଧୀନ ଏନଡିଏ ୯୬ଟି ଆସନରେ ଆଗୁଆ…
ରାଜ୍ୟରେ ସୁସ୍ଥ ହେଲେ ୧୫୨୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୯ା୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୧୫୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୧୨୪, କଟକରୁ ୧୧୪, ଅନୁଗୋଳରୁ ୧୦୮, ମୟୁରଭଞ୍ଜରୁ ୯୫, ଜଗତସିଂହପୁରରୁ ୯୦, ନୂଆପଡାରୁ୮୧, କେନ୍ଦ୍ରାପଡାରୁ ୭୨, ଢେଙ୍କାନାଳରୁ ୬୮,…
ପରଲୋକରେ ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀ
ଭୁବନେଶ୍ୱର, ୯।୧୧(ବ୍ୟୁରୋ): ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। କଟକ ସିଡିଏ ସେକ୍ଟର-୬ ଘରେ ମୃତ୍ୟୁ ଘଟିଛି। ଏ ନେଇ ତାଙ୍କ ପୁଅ ରାଜ କୁମାର ପାଣିଗ୍ରାହୀ ସୂଚନା ଦେଇଛନ୍ତି।
ଚାଇନାର ନୂଆ ଷଡ଼ଯନ୍ତ୍ର: ବ୍ରହ୍ମପୁତ୍ରରେ ନିର୍ମାଣ କରିବ ନଦୀବନ୍ଧ
ନୂଆଦିଲ୍ଲୀ,୯।୧୧: ଲଦାଖରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଏପରିସ୍ଥଳେ ଚାଇନା ଅରୁଣାଚଳ ପ୍ରଦେଶ ନିକଟରେ ବ୍ରହ୍ମପୁତ୍ର ନଦୀର ନିମ୍ନ ଅବବାହିକାରେ ନଦୀବନ୍ଧ କରିବାକୁ ଷଡ଼ଯନ୍ତ୍ର ରଚିଛି। ଏନେଇ ଚାଇନାର କମ୍ୟୁନିଷ୍ଟ ସରକାର ଘୋଷଣା କରିଛନ୍ତି। ଏହି ପରିଯୋଜନା ନେଇ…
କିଏ ଛୁଇଁବ କୁହୁକ ସଂଖ୍ୟା ୧୨୨
ପାଟନା,୯।୧୧: ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ମଙ୍ଗଳବାର ଆରମ୍ଭ ହେବ। ରାଜ୍ୟର ମୋଟ ୨୪୩ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ଲାଗି କୁହୁକ ସଂଖ୍ୟା ୧୨୨ ରହିଛି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏହି କୁହୁକ ସଂଖ୍ୟା ଛୁଇଁବାକୁ…
ଆଜି ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୪୪୧କୁ ବୃଦ୍ଧି
ଭୁବନେଶ୍ୱର,୯ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୪୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ଖୋର୍ଦ୍ଧା ଏବଂ…
ଆଜି ରାଜ୍ୟରେ ୧୨୧୯ ପଜିଟିଭ୍ ଚିହ୍ନଟ, ୧୦୦ ଉପରେ ୩ ଜିଲା
ଭୁବନେଶ୍ୱର,୯ା୧୧(ବ୍ୟୁରୋ): ସୋମବାର ୩୦ ଜିଲାରୁ ୧୨୧୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୨୭୯୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୭୦୮ ଜଣ ଚିହ୍ନଟ…
ବାରାଣସୀକୁ ୬୧୪ କୋଟିର ଦୀପାବଳି ଉପହାର ଦେଲେ ମୋଦି
ବାରାଣସୀ,୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ସଂସଦୀୟ ଆସନ ବାରାଣସୀକୁ ସୋମବାର ୬୧୪ କୋଟି ଟଙ୍କାର ଦୀପାବଳି ଉପହାର ଦେଇଛନ୍ତି। ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ସେ ଏଠାରେ ୩୩ ପରିଯୋଜନାର ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି। ବାରାଣସୀକୁ ସ୍ମାର୍ଟ ସହର ଭାବେ…
ହକି ଖେଳାଳି ନମିତା ଟୋପ୍ପୋ ପାଇବେ ଏକଲବ୍ୟ ପୁରସ୍କାର
ଭୁବନେଶ୍ୱର,୮ା୧୧(ବ୍ୟୁରୋ)-ଅର୍ନ୍ତଜାତୀୟ ହକି ଖେଳାଳି ନମିତା ଟୋପ୍ପୋ ଚଳିତବର୍ଷ ପାଇବେ ସମ୍ମାନଜନକ ଏକଲବ୍ୟ ପୁରସ୍କାର। ତାଙ୍କୁ ୨୮ତମ ଏକଲବ୍ୟ ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ଜୁରୀ କମିଟି ବୈଠକ ସହମତିରେ ତାଙ୍କ ନାମ ଘୋଷଣା କରାଯାଇଛି। ପୁରସ୍କାର ବାବଦକୁ ତାଙ୍କୁ…
Archives


