କରୋନା ମହାମାରୀ ସଙ୍କଟ ପରେ ବୈଷୟିକ ଜ୍ଞାନକୌଶଳର ଭୂମିକା ହେବ ଗୁରୁତ୍ୱପୂର୍ଣ୍ଣ: ମୋଦି
ନୂଆଦିଲ୍ଲୀ,୭।୧୧: କରୋନା ମହାମାରୀ ସଙ୍କଟ ପରେ ବୈଷୟିକ ଜ୍ଞାନକୌଶଳର ଭୂମିକା ଗୁରୁତ୍ୱପୂର୍ଣ୍ଣ ହେବ। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ପ୍ରାଦ୍ୟୋଗିକ ସଂସ୍ଥାନ(ଆଇଆଇଟି)ର ୫୧ତମ ଦୀକ୍ଷାନ୍ତ ସମାରୋହରେ ଯୋଗଦେଇ ଶିକ୍ଷାର୍ଥୀଙ୍କ ଉଦ୍ଦେଶ୍ୟରେ ଏଭଳି କହିଛନ୍ତି। କରୋନା ମହାମାରୀ ପୃଥିବୀରେ ବଡ଼ ପରିବର୍ତ୍ତନ…
ଚାଇନାର ଠକାମୀ ପଡ଼ିଲା ଧରା: ୪ ବନ୍ଧୁଦେଶଙ୍କୁ ବିକ୍ରି କରିଛି ନକଲି ଅସ୍ତ୍ରଶସ୍ତ୍ର
ବେଜିଂ,୭।୧୧: ଚାଇନାକୁ ବିଶ୍ୱାସ କରିଥିବା ଦେଶ ଏବେ ପଶ୍ଚାତାପ କରୁଛନ୍ତି। ବନ୍ଧୁ ବୋଲି କହି ଚାଇନା ସେମାନଙ୍କୁ ଠକି ଦେଇଛି। ୪ଟି ବନ୍ଧୁଦେଶକୁ ଚାଇନା ନକଲି ଅସ୍ତ୍ରଶସ୍ତ୍ର ବିକ୍ରି କରିଛି। ଏବେ ଏହି ଘଟଣା ଧରା ପଡ଼ିଛି। ବାଂଲାଦେଶ, ନେପାଳ, ପାକିସ୍ତାନ…
ରାଜ୍ୟରେ ପୁଣି ୧୩୭୨ ପଜିଟିଭ୍ ଚିହ୍ନଟ: ୩ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଛି। କିଛି ଦିନ ହେବ କରୋନା ଗ୍ରାଫ୍ ତଳକୁ ଖସୁଥିବା ବେଳେ ତାହା ବି ସନ୍ତୋଷଜନକ ନୁହେଁ। ଶନିବାର ରାଜ୍ୟରେ ପୁଣି ୧୩୭୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା…
ମାନକୋଟ୍ରେ ଅସ୍ତ୍ରବିରତି ଉଲ୍ଲଂଘନ: ପାକିସ୍ତାନୀ ଫରଓ୍ବାର୍ଡ ପୋଷ୍ଟ୍ରୁ ମୋର୍ଟାର ଶେଲିଂ ମାଡ଼
ଶ୍ରୀନଗର,୭।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ଏଠାରେ ପାକିସ୍ତାନ ପକ୍ଷରୁ ଜାଣିଶୁଣି ବାରମ୍ବାର ଅସ୍ତ୍ର ବିରତି ଉଲ୍ଲଂଘନ କରାଯାଉଛି। ଶନିବାର ଭୋର ୨ଟା ୩୦ରେ ପୁଞ୍ଚ୍ ଜିଲାର ମାନକୋଟ୍ ସେକ୍ଟରରେ ପାକିସ୍ତାନୀ ଫରଓ୍ବାର୍ଡ ପୋଷ୍ଟ୍ରୁ…
ଉପଗ୍ରହ ଇଓଏସ୍-୦୧ ଉତ୍କ୍ଷେପଣ ପାଇଁ କାଉଣ୍ଟଡାଉନ୍ ଆରମ୍ଭ
ହାଇଦ୍ରାବାଦ୍,୭।୧୧: ଇସ୍ରୋ ପକ୍ଷରୁ ଇଓଏସ୍-୦୧ ଉପଗ୍ରହକୁ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍ ସେଣ୍ଟରରୁ ମହାକାଶକୁ ଶନିବାର ଅପରାହ୍ନ ୩ଟା ୨ରେ ପ୍ରେରଣ କରାଯିବ। ଏନେଇ କାଉଣ୍ଟଡାଉନ ଆରମ୍ଭ ହୋଇସାରିଛି। ପିଏସ୍ଏଲ୍ଭି-ସି୪୯ ରକେଟ ଦ୍ୱାରା ଏହାକୁ ମହାକାଶକୁ ପଠାଯିବ। ଏହା ସହିତ ଆମେରିକାର…
ବିହାର ବିଧାନସଭାର ୭୮ ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ
ପାଟନା,୭ ।୧୧: ବିହାର ବିଧାନସଭାର ୭୮ ଆସନ ପାଇଁ ତୃତୀୟ ବା ଚୁଡାନ୍ତ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି । ୧୬ ଜିଲାରେ ହେଉଥିବା ଏହି ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇଛି । ଏଥର ପାଖାପାଖି ୨.୩୫…
ଡିସେମ୍ବର ୩୧ ଯାଏଁ ସ୍କୁଲ ବନ୍ଦ
ଭୁବନେଶ୍ୱର,୬।୧୧(ବ୍ୟୁରୋ)-କରୋନା ମହାମାରୀର ଦିତୀୟ ଲହରର ଆଶଙ୍କାକୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ବର୍ଷ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭିନ୍ନ…
ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ
ଭୁବନେଶ୍ୱର,୬।୧୧(ବ୍ୟୁରୋ)-ଚଳିତ ବର୍ଷର ଓଜେଇଇ ରେଜଲ୍ଟ ଶୁକ୍ରବାର ପ୍ରକାଶ ପାଇଛି। ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀଙ୍କ ଦ୍ୱାରା ଓଜେଇଇ ରେଜଲ୍ଡ ପ୍ରକାଶିତ ହୋଇଛି। ପରୀକ୍ଷା ଦେଇଥିବା ୪୯,୨୬୭ ଜଣ ଛାତ୍ରଙ୍କୁ ମିଳିଛି ୟେଲୋ ରାଙ୍କ। ଶୋଭିତ ପଟଲେ ବି.ଟେକ ଏବଂ…
କରୋନା ମୃତ୍ୟୁସଂଖ୍ୟା ପୁଣି ଉପରମୁହାଁ: ଆଜି ନେଲା ଆଉ ୧୫ ଜୀବନ
ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୯୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ଖୋର୍ଦ୍ଧା ଏବଂ…
ଆଜି ରାଜ୍ୟରେ ୧୪୯୪ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଶୁକ୍ରବାର ୩୦ ଜିଲାରୁ ୧୪୯୪ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୮,୭୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୮୬୭ ଜଣ ଚିହ୍ନଟ…
ଏବେ ଖୋଲିବନି ସ୍କୁଲ: ମନ୍ତ୍ରୀ
ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଚଳିତମାସରେ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ଯେଉଁ ନିଷ୍ପତ୍ତି ହୋଇଥିଲା ତାକୁ ରାଜ୍ୟ ସରକାର ସାମୟିକ ଭାବେ ସ୍ଥଗିତ ରଖିଛନ୍ତି। ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।…
ଟ୍ରମ୍ପ୍ ଯୁଗର ଅବସାନ
ଓ୍ବାଶିଂଟନ,୬ା୧୧:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ତାଙ୍କ ଡେମୋକ୍ରାଟିକ୍ ଚ୍ୟାଲେଞ୍ଜର ଜୋଶେଫ୍ ଆର୍ ବାଇଡେନ୍ ଜୁନିୟରଙ୍କଠାରୁ ପରାସ୍ତ ହୋଇଛନ୍ତି। ସମ୍ପୂର୍ଣ୍ଣ ଫଳାଫଳ ଆସିବା ବାକି ଥିଲେ ମଧ୍ୟ ଟ୍ରମ୍ପ୍ ଯେଉଁ ସ୍ଥିତିରେ ରହିଛନ୍ତି, ସେଠାରୁ ଉଠି ନିର୍ବାଚନ ଜିତିବା ଏକପ୍ରକାର ଅସମ୍ଭବ ମନେହେଉଛି।…
Archives


