Home Middle

ଧାମରା ନିକଟରେ ମାଡ଼ ହେବ ୟାସ୍‌

ଭୁବନେଶ୍ୱର,୨୫ା୫: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ମଙ୍ଗଳବାର ଅତି ଭୀଷଣ ବାତ୍ୟାର ରୂପ ନେଇଛି। ବୁଧବାର ମଧ୍ୟାହ୍ନରେ ‘ୟାସ’ ୧୫୫ରୁ ୧୬୫ କି.ମି. ବେଗରେ ସ୍ଥଳଭାଗକୁ ଛୁଇଁବ। ବାତ୍ୟା ଯେଉଁପଟ ଦେଇ ଯିବ ସେ ସବୁ ଅଞ୍ଚଳ ଛାରଖାର…

ପ୍ରତିଟି ମାନବ ଜୀବନ ଆମ ପାଇଁ ମୂଲ୍ୟବାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକରେ ପ୍ରସ୍ତୁତି ନେଇ ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଏବଂ ଏସ୍‌ଆର୍‌ସି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ଏହାପରେ ପ୍ରତିକ୍ରିୟା ରଖି ପ୍ରତିଟି…

କରୋନା ତୁଳନାରେ ଅଧିକ ମାରାତ୍ମକ ଭୂତାଣୁ ଆସିବା ଆଶଙ୍କା ରହିଛ: ଡବ୍ଲ୍ୟୁଏଚ୍‌ଓ ଦେଲା ଚେତାବନୀ…

ଜେନେଭା,୨୫।୫: ଏବେ କରୋନା ମହାମାରୀ ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଦେଖାଦେଇଛି। ତେବେ ଏହାଠାରୁ ଅଧିକ ମାରାତ୍ମକ ଭୂତାଣୁ ଆସିବାର ଆଶଙ୍କା ରହିଛି ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଚେତାବନୀ ଦିଆଯାଇଛି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ମୁଖ୍ୟ ଟ୍ରେଡୋସ୍‌ ଆଧାନୋମ୍‌ ଘେବ୍ରେୟିସସ୍‌ ପୃଥିବୀର…

ଘଣ୍ଟା ପ୍ରତି ୧୬ କିମି ବେଗରେ ଗତି କରୁଛି ୟାସ୍‌ : ପାରାଦୀପ ଠାରୁ ୨୮୦ କିମି ଦୂରରେ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ବଙ୍ଗୋପସାଗରରେ ୟାସ୍‌ ଭୀଷଣ ବାତ୍ୟା ରୂପ ନେଇ ମାଡ଼ି ଆସୁଛି। ଉତ୍ତର, ଉତ୍ତର-ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୧୬ କିମି ବେଗରେ ଗତି କରୁଛି। ପାରାଦୀପ ଠାରୁ ଦକ୍ଷିଣ, ଦକ୍ଷିଣ-ପୂର୍ବକୁ ୨୮୦ କିମି ଦୂରରେ ରହିଛି। ବାଲେଶ୍ୱର ଠାରୁ ଦକ୍ଷିଣ,…

କରୋନାକୁ ହରାଇ ପାରିବନି ଗୋଟିଏ ଦେଶ, ମିଳିତ ଲଢ଼େଇ ଆବଶ୍ୟକ: ଜାତିସଂଘ…

ଜୋନେଭା/ନୂଆଦିଲ୍ଲୀ,୨୫।୫: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ବିରୋଧରେ ଲଢ଼େଇ କରିବା କୌଣସି ଗୋଟିଏ ଦେଶ ପକ୍ଷେ ସମ୍ଭବ ନୁହେଁ। ଏହାଦ୍ୱାରା କରୋନାକୁ ହରାଇ ହେବନି। ଏକ୍ଷେତ୍ରରେ ପୃଥିବୀର ସମସ୍ତ ଦେଶ ପକ୍ଷରୁ ମିଳିତ…

୨୬ ମେ’ରୁ ଭାରତରେ ବନ୍ଦ ହେବ କି ଫେସବୁକ୍‌-ଟୁଇଟର-ଇନଷ୍ଟାଗ୍ରାମ୍‌ …

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାରତରେ କାରବାର କରୁଥିବା ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ପାଇଁ କେତେକ ନିୟମ ପାଳନ କରିବା ଲାଗି ମାର୍ଗଦର୍ଶିକା ଜାରି ହୋଇଥିଲା। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ୩ ମାସର ସମୟ ମଧ୍ୟ ଦିଆଯାଇଥିଲା।…

ଭୟଙ୍କର ହେଉଛି ‘ୟାସ୍‌’: ମୁକାବିଲା ପାଇଁ ଶକ୍ତିମନ୍ତ୍ରୀଙ୍କୁ ବାଲେଶ୍ୱର ପଠାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଭୟଙ୍କର ବେଗରେ ସ୍ଥଳ ଭାଗକୁ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ୟାସ୍‌’। ଆଜି ଅପରାହ୍ନରେ ଅତି ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ଅଛି। ଏହା ଧାମରା ବନ୍ଦର ନିକଟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ବାତ୍ୟା ମୁକାବିଲା ପାଇଁ…

କୋଭାକ୍ସିନ୍‌ ସମ୍ପର୍କିତ ୯୦ ପ୍ରତିଶତ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଡବ୍ଲ୍ୟୁଏଚ୍‌ଓରେ ଦାଖଲ ହୋଇଛି: ଭାରତ ବାୟୋଟେକ୍‌…

ନୂଆଦିଲ୍ଲୀ,୨୫।୫: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁ ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ଦେଶରେ ସେରମ୍‌ ଇନଷ୍ଟିଚ୍ୟୁଟ୍‌ର କୋଭିଶିଲ୍ଡ ଏବଂ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍‌ ଟିକାକୁ ସାର୍ବଜନୀକ ଟିକାକରଣ ଅଭିଯାନରେ ସାମିଲ କରାଯାଇଛି। ତେବେ ଭାରତ ବାୟୋଟେକ୍‌…

ନୂଆ ଆକାନ୍ତଙ୍କ ସଂଖ୍ୟା ୨ ଲକ୍ଷରୁ କମ୍‌: ମୃତ୍ୟୁ ସଂଖ୍ୟା ଯୋଗୁ ସ୍ଥିତି ଅସମ୍ଭାଳ…

ନୂଆଦିଲ୍ଲୀ,୨୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା କିନ୍ତୁ ବଢ଼ି ଚାଲିଛି। ଗତ ୨୪…

ଆଗକୁ ମାଡ଼ି ଆସୁଛି ୟାସ୍‌: ବର୍ତ୍ତମାନ ପାରାଦୀପରୁ ୩୬୦ କି.ମି. ଦୂରରେ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ବାତ୍ୟା ୟାସ୍‌ ସ୍ଥଳ ଭାଗକୁ ଆଡ଼କୁ ମାଡ଼ି ଆସୁଛି॥ ସିଭିୟର୍‌ ସାଇକ୍ଲୋନିକ ଷ୍ଟର୍ମ ଭୀଷଣକାୟ ରୂପ ନେଇ ମଙ୍ଗଳବାର ଅପରାହ୍ନରେ ଭେରି ସିଭିୟର୍‌ ସାଇକ୍ଲୋନିକ ଷ୍ଟ୍ରମ୍‌ରେ ପରିଣତ ହେବ। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଏହା ପାରାଦୀପରୁ ୩୬୦ କିଲୋମିଟର…

ମାଡ଼ି ଆସୁଛି ବାତ୍ୟା ‘ୟାସ’: ୪ମିଟର ଉଠିବ ସାମୁଦ୍ରିକ ଜୁଆର

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ(ଡିପ୍ରେଶନ) ସୋମବାର ଭୟଙ୍କର ବାତ୍ୟାରେ ପରିଣତ ହୋଇଛି। ଏହା ପାରାଦୀପଠାରୁ ପୂର୍ବ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୫୨୦ କିଲୋମିଟର ଏବଂ ବାଲେଶ୍ୱରର ଦକ୍ଷିଣ ଦକ୍ଷିଣ ପୂର୍ବ ଦିଗରେ ୬୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ…

ବାତ୍ୟା ଓଡ଼ିଶା ପାଇଁ ନୂଆ ନୁହେଁ, ତଥାପି ଆମକୁ ସାବଧାନ ହେବାକୁ ପଡ଼ିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ବାତ୍ୟା ୟାସ୍‌ ନେଇ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସମ୍ବୋଧନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମକୁ ଏକ ସମୟରେ ଦୁଇଟି ବଡ଼ ବିପଦର ମୁକାବିଲା କରିବାକୁ ପଡ଼ିବ। ଗତ ବର୍ଷ ଆମେ କୋଭିଡ୍‌ ସହ ଅମ୍ଫନ ବାତ୍ୟାକୁ ସାମ୍ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?