୨୦ରୁ ଶୀତ ଅଧିବେଶନ
ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଚଳିତମାସ ୨୦ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହେବ। ଏହା ୨୦ରୁ ଆରମ୍ଭ ହୋଇ ୩୧ ପର୍ଯ୍ୟନ୍ତ ଚାଲିବ। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ବଜେଟ୍ ଅଧିବେଶନ କାଣ୍ଟ୍ଛାଣ୍ଟ ହୋଇଥିଲା। ଏପରିକି ଅନେକ…
ଆମେରିକା ରାଷ୍ଟ୍ରପତି ନିର୍ବାଚନ: ଚାଲିଛି ଗଣତି, ଟ୍ରମ୍ପ୍-ବାଇଡେନ କଡ଼ା ଟକ୍କର
ଓ୍ବାଶିଂଟନ,୪ା୧୧: ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି କିଏ ହେବ ସେନେଇ ସମଗ୍ର ବିଶ୍ୱବାସୀଙ୍କ ନଜର ରହିଛି। ଆମେରିକାରେ ରାଷ୍ଟ୍ରପତି ହେବା ପାଇଁ ମୋଟ୍ ୨୭୦ ଇଲେକ୍ଟୋରାଲ ଭୋଟ୍ ଆବଶ୍ୟକ। ତେବେ ଏନେଇ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବାଇଡେନଙ୍କ ମଧ୍ୟରେ କଡ଼ା ଟକ୍କର…
ରାଜଧାନୀରେ ଖସୁଛି କରୋନା ଗ୍ରାଫ୍: ଆଜି ୭୫ ଚିହ୍ନଟ, ସୁସ୍ଥ ହେଲେ ୧୪୨
ଭୁବନେଶ୍ୱର,୪ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ବୁଧବାର ରାଜଧାନୀରୁ ୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୪ ଜଣ ଚିହ୍ନଟ…
ମହାକାଶରୁ ଶତ୍ରୁ ଉପରେ କଡ଼ା ନଜର ରଖିବ ଇସ୍ରୋର ଉପଗ୍ରହ: ଚାଇନା-ପାକିସ୍ତାନର ବଢ଼ିଲା ଚିନ୍ତା
ବେଙ୍ଗାଲୁରୁ,୪।୧୧: ଏଣିକି ଉପଗ୍ରହ ସହାୟତାରେ ଭାରତ ସୀମାରେ ଶତ୍ରୁ ଉପରେ କଡ଼ା ନଜର ରଖିବାକୁ ସକ୍ଷମ ହେବ। ନଭେମ୍ବର ୭ରେ ଇସ୍ରୋ ପକ୍ଷରୁ ଇଓଏସ୍-୦୧ ଉପଗ୍ରହକୁ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍ ସେଣ୍ଟରରୁ ମହାକାଶକୁ ଅପରାହ୍ନ ୩ଟା ୨ରେ ପ୍ରେରଣ କରାଯିବ।…
ଏ ମାସରେ ଖୋଲିବ ସ୍କୁଲ
ଭୁବନେଶ୍ୱର, ୪।୧୧(ବ୍ୟୁରୋ): ନଭେମ୍ବର ମାସରେ ହିଁ ରାଜ୍ୟରେ ଖୋଲିବ ସ୍କୁଲ। ୫ଟି ବର୍ଗର ଅଂଶୀଦାରଙ୍କ ସହ ଆଲୋଚନା ପରେ ବୁଧବାର ଏହି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ତେବେ ସ୍କୁଲ ଖୋଲିବା ନେଇ ଏସ୍ଓପି ଏବେ ଡ୍ରାଫ୍ଟ ଷ୍ଟେଜ୍ରେ…
କରୋନାରେ ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ: ରାଜ୍ୟରେ ମୃତକଙ୍କ ସଂଖ୍ୟା ପହଞ୍ଚିଲା ୧୩୬୪ରେ
ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନୀତ ମୃତ୍ୟୁ ସଂଖ୍ୟା ୧୩୬୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 2.A…
CORONAVIRUS UPDATE: ରାଜ୍ୟରେ ପୁଣି ୧୪୭୪ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୨,୯୫,୮୮୯ରେ
ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୪୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୫,୮୮୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ…
ସଙ୍କଟରେ ମୁମ୍ବାଇ: ୨୬ ଡିସେମ୍ବରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ !
ମୁମ୍ବାଇ,୪।୧୧: ମୁମ୍ବାଇ ପାଇଁ ସଙ୍କଟ ଦେଖାଦେଇଛି। ୨୬ ଡିସେମ୍ବରରେ ଏଠାରେ ଆତଙ୍କବାଦୀ ଆକ୍ରମଣ ହେବାର ଆଶଙ୍କା ରହିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ମୁମ୍ବାଇକୁ ହାଇ ଆଲର୍ଟରେ ରଖାଯାଇଛି। ଆତଙ୍କବାଦୀମାନେ ବିମାନବନ୍ଦର…
ମ୍ୟାଜିକ୍ ନମ୍ବର ମୁହାଁ ବାଇଡେନ୍
ଓ୍ବାଶିଂଟନ,୪।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଏବେ ରୋଚକ ମୋଡ଼ରେ ପହଞ୍ଚିଛି। ଇତିମଧ୍ୟରେ ୫୦ ରାଜ୍ୟ ମଧ୍ୟରୁ ୪୧ ରାଜ୍ୟର ଫଳାଫଳ ମିଳିଛି। ମିଳିଥିବା ଫଳାଫଳ ଅନୁସାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ପଛରେ ପକାଇ ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍ ଆଗୁଆ…
ଅର୍ଣ୍ଣବଙ୍କୁ ଉଠାଇ ନେଲା ମୁମ୍ବାଇ ପୋଲିସ
ମୁମ୍ବାଇ, ୪।୧୧: ରିପବ୍ଲିକ ଟିଭି ମୁଖ୍ୟ ଅର୍ଣ୍ଣବ ଗୋସ୍ବାମୀଙ୍କୁ ବୁଧବାର ସକାଳେ ଜୋରଜବରଦସ୍ତ ମୁମ୍ବାଇ ପୋଲିସ ଉଠାଇ ନେଇଛି। ଅର୍ଣ୍ଣବଙ୍କ ମୁମ୍ବାଇସ୍ଥିତ ବାସଭବନରେ ପଶି ପୋଲିସ ତାଙ୍କୁ ଉଠାଇ ନେଇଥିବା ଜଣାପଡ଼ଛି। ଏଥିସହ ପୋଲିସ ତାଙ୍କୁ ମାଡ଼ ମାରିଥିବା ଅଭିଯୋଗ କରିଛନ୍ତି…
ଦୀପାବଳି: ବିକ୍ରି, ଫୁଟାଇବା ନିଷିଦ୍ଧ
ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଆସନ୍ତା ୧୪ ତାରିଖରେ ଦୀପାବଳି ପାଳିତ ହେବ। ଆଲୋକର ଏହି ପର୍ବରେ ବାଣ ବିକ୍ରି କିମ୍ବା ଫୁଟାଇବାକୁ ନିଷେଧ କରାଯାଇଛି। ନଭେମ୍ବର ୧୦ରୁ ୩୦ ଯାଏ ବାଣ ବିକ୍ରି କିମ୍ବା ଫୁଟାଯିବ ନାହିଁ। କରୋନା ସଂକ୍ରମଣ ତଥା ଜନସ୍ବାର୍ଥକୁ ଦୃଷ୍ଟିରେ…
ବାଲେଶ୍ୱର ଉପନିର୍ବାଚନ: ୭୦ ପ୍ରତିଶତ ମତଦାନ: ତିର୍ତ୍ତୋଲ
ଭୁବନେଶ୍ୱର,୪ା୧୧(ବ୍ୟୁରୋ): ତିର୍ତ୍ତୋଲ ଏବଂ ବାଲେଶ୍ୱର ବିଧାନସଭା ଉପନିର୍ବାଚନ ମଙ୍ଗଳବାର ଶେଷ ହୋଇଛି। ଉଭୟ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍ରେ ସିଲ୍ ହୋଇଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ…
Archives


