Home Middle

ରାଜ୍ୟରେ ଆଜି ୧୧,୦୫୯ ସଂକ୍ରମିତ ଚିହ୍ନଟ:କଟକରୁ ସର୍ବାଧିକ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ସୋମବାର ରାଜ୍ୟରେ ୧୧,୦୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୧୯୩ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୮୬୬ ଟି ହେଉଛି ଲୋକାଲ କେସ। ଆଜି କଟକ ଜିଲାରୁ…

୪ ଜିଲାକୁ ବଡ଼ ବିପଦ

ଭୁବନେଶ୍ୱର,୨୪।୫(ବ୍ୟୁରୋ)ସାମୁଦ୍ରିକ ଝଡ଼ ୟାସ୍‌ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲା ପାଇଁ ବଡ଼ ବିପଦ ସାଜିପାରେ ବୋଲି ଆଶଙ୍କା କରାଯାଉଛି। ବାତ୍ୟା ପ୍ରଭାବରେ ୨୫ ତାରିଖ ରାତିରୁ ଉପରୋକ୍ତ ୪ ଜିଲା ସମେତ ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା ଜିଲାର କେତେକ…

ତୃତୀୟ ଲହରରେ ଶିଶୁ ଆକ୍ରାନ୍ତ ହେବା ଆଶଙ୍କା: ସମସ୍ତ ରାଜ୍ୟଠାରୁ ରିପୋର୍ଟ ଲୋଡ଼ିଲା ଏନ୍‌ସିପିସିଆର୍‌..

ନୂଆଦିଲ୍ଲୀ,୨୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ତୃତୀୟ ଲହର ଆଶଙ୍କା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ତୃତୀୟ ଲହରରେ ଶିଶୁ ଆକ୍ରାନ୍ତ ହେବାର ଆଶଙ୍କାକୁ ଦୃଷ୍ଟିରେ ରଖି ଜାତୀୟ…

ପାରାଦୀପ-ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ‘ୟାସ୍‌’

ଭୁବନେଶ୍ୱର,୨୩।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ସୋମବାର ସକାଳ ସୁଦ୍ଧା ବାତ୍ୟା ‘ୟାସ’ରେ ପରିଣତ ହେବ। ପ୍ରାରମ୍ଭିକ ଆକଳନ ଅନୁଯାୟୀ ସାମୁଦ୍ରିକ ଝଡ଼ ୨୬ ତାରିଖ ସନ୍ଧ୍ୟାରେ ପାରାଦୀପ ଏବଂ ସାଗର ଦ୍ୱୀପ ମଧ୍ୟରେ…

ଘରେ ରହି ପରୀକ୍ଷା ଦେବେ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର: ଏହି ରାଜ୍ୟ ସରକାର ନେଲେ ନିଷ୍ପତ୍ତି…

ରାୟପୁର,୨୩।୫: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ କିଛି ଦିନ ପାଇଁ ଘୁଞ୍ଚାଇ ଦିଆଯାଇଥିଲା। ତେବେ ସଂକ୍ରମଣ ଥମିବାର ନାଁ ଧରୁ ନ ଥିବାରୁ ଛତିଶଗଡ଼ ସରକାରଙ୍କ ପକ୍ଷରୁ…

ମେ’ ୩୧ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌, ଯୁଦ୍ଧ ଏବେ ବି ରହିଛି ବାକି, କହିଲେ ମୁଖ୍ୟମନ୍ତ୍ରୀ..

ନୂଆଦିଲ୍ଲୀ,୨୩।୫: ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ’ ୩୧ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ଦିଲ୍ଲୀରେ ଏପ୍ରିଲ୍‌ ୧୮ରୁ ଆରମ୍ଭ ହୋଇଥିବା…

ନୂଆ ଭାରିଆଣ୍ଟ୍‌ ପାଇଁ ଭାକ୍ସିନ୍‌ର ୨ଟି ଡୋଜ୍‌ ଜରୁରୀ…

ନୂଆଦିଲ୍ଲୀ/ଲଣ୍ଡନ,୨୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ଦ୍ୱିତୀୟ ଲହରରେ ସୃଷ୍ଟି ହୋଇଥିବା ନୂଆ ଭାରିଆଣ୍ଟ୍‌ ବି-୧-୬୭୧-୨ ଅଧିକ ବେଗରେ ଲୋକଙ୍କୁ ଆକ୍ରାନ୍ତ କରୁଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାକ୍ସିନ୍‌ର ୨ଟି ଡୋଜ୍‌ ଜରୁରୀ।…

ନାଜାଲ ଭାକ୍ସିନ୍‌ ଭାରତରେ ଛୋଟ ପିଲାଙ୍କୁ କରୋନାରୁ ଦେବ ସୁରକ୍ଷା: ବିଶ୍ୱସ୍ବାସ୍ଥ୍ୟ ସଂଗଠନ…

ଜେନେଭା/ନୂଆଦିଲ୍ଲୀ,୨୩।୫: ଭାରତରେ କରୋନାର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ତୃତୀୟ ଲହର ଆଶଙ୍କାକୁ ନେଇ ଦେଶ ସତର୍କ ରହିବା ଆବଶ୍ୟକ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ବାମୀନାଥନ୍‌ ସୂଚନା ଦେଇଛନ୍ତି। ତୃତୀୟ ଲହରରେ ଛୋଟ…

ସଂକ୍ରମଣରେ ଲାଗୁନି ବ୍ରେକ୍‌: ଆଜି ଚିହ୍ନଟ ହେଲେ ୧୨,୮୫୨ ଆକ୍ରାନ୍ତ; ଖୋର୍ଦ୍ଧା-କଟକରୁ ସର୍ବାଧିକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଲକ୍‌ଡାଉନ୍‌ ସତ୍ତ୍ୱେ ବେଲଗାମ ସ୍ଥିତିରେ କରୋନା। ଦୈନିକ ସଂକ୍ରମଣ ୧୦ ହଜାରରୁ କମିବାର ନା ନେଉନାହିଁ। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨,୮୫୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୧୯୫ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୫୬୫୭…

ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ତଳମୁହାଁ: ହେଲେ ବି ଲିଭୁନି ଜୁଇ…

ନୂଆଦିଲ୍ଲୀ,୨୩।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛି। ଗତ…

ବ୍ଲାକ୍‌ ଫଙ୍ଗସ୍‌ ଔଷଧ ଯୋଗାଅ

ନୂଆଦିଲ୍ଲୀ, ୨୩।୫(ପି.ଟି.): ବିଭିନ୍ନ ରାଜ୍ୟରେ କରୋନାରୁ ଆରୋଗ୍ୟ ହୋଇଥିବା ଅନେକଙ୍କଠାରେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଚିନ୍ତାର କାରଣ ପାଲଟିଛି। ଏହି ରୋଗର ଚିକିତ୍ସା ପାଇଁ ଆବଶ୍ୟକ ଔଷଧ ନ ମିଳିବା ସ୍ଥିତିକୁ ଆହୁରି ସଙ୍ଗିନ କରିଛି। ତେଣୁ ବ୍ଲାକ୍‌ ଫଙ୍ଗସ୍‌ ଚିକିତ୍ସା…

୬ ରାଜ୍ୟରେ ମୃତ୍ୟୁ ସଂଖ୍ୟା ଅଧିକ

ନୂଆଦିଲ୍ଲୀ, ୨୩।୫(ପି.ଟି.): ଭାରତରେ ଦୈନିକ ସଂକ୍ରମଣ କ୍ରମାଗତ ୬ ଦିନ ହେଲା ୩ ଲକ୍ଷ ତଳେ ରହିଛି। ଶନିବାର ସକାଳ ୮ଟା ସୁଦ୍ଧା ଗତ ୨୪ ଘଣ୍ଟା ମଧ୍ୟରେ ୨.୫୭ ଲକ୍ଷ କରୋନା ଆକ୍ରାନ୍ତ ହୋଇଥିବାବେଳ ୪,୧୯୪ ଜଣଙ୍କର ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?