Home Middle

ଦିନକୁ ଦିନ କମୁଛି ଟିକାଦାନ ସଂଖ୍ୟା: ଗତ ୭ ଦିନରେ ଦିଆଯାଇଛି ୭୮ ଲକ୍ଷ ଡୋଜ୍‌…

ନୂଆଦିଲ୍ଲୀ,୨୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ଭାକ୍ସିନ୍‌ ଅଭାବକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କରୋନା ଦେଶରେ ତାଣ୍ଡବ ରଚିଥିବାବେଳେ ଲଗାତାର ୫ ଦିନ ଧରି ଟିକାଦାନ ସଂଖ୍ୟା ୧୫ ଲକ୍ଷରୁ କମ୍‌ ରହିଛି। ଦେଶର ୪୩…

କମୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହେଲେ, ଶ୍ମଶାନ ଆଗରେ ଏବେ ବି ଧାଡ଼ିଧାଡ଼ି ମୃତଦେହ…

ନୂଆଦିଲ୍ଲୀ,୨୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛି। ଗତ…

ଦିନେ ବଢ଼ୁଛି ଦିନେ କମୁଛି: ରାଜ୍ୟରେ ପୁଣି ୧୧,୧୦୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ଶୁକବ୍ରାର କରୋନା ମିଟର ଉପରମୁହାଁ ହୋଇଥିବା ବେଳେ ଶନିବାର ଏଥିରେ ସାମାନ୍ୟ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧୧,୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶନିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬,୨୧୯ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା…

ଟିକା ଟେଣ୍ଡର ସର୍ତ୍ତାବଳୀ କୋହଳ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ମହାମାରୀ କୋଭିଡ୍‌-୧୯ର ମୁକାବିଲା ପାଇଁ ୧୮ରୁ ୪୪ ବର୍ଷ ବର୍ଗର ବ୍ୟକ୍ତିଙ୍କୁ ମାଗଣାରେ ଟିକା ଯୋଗାଇ ଦିଆଯିବ। ଏହି ଲକ୍ଷ୍ୟ ହାସଲ କରିବାକୁ ରାଜ୍ୟ ସରକାର ବିଶ୍ୱ ବଜାରରୁ ଟିକା କ୍ରୟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଡକାଯାଇଥିବା ଟେଣ୍ଡର…

ବଳ ଗୋଟାଉଛି ୟାସ୍‌

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଶନିବାର ଏହା ଲଘୁଚାପରେ ପରିଣତ ହେବ। ଧୀରେ ଧୀରେ ଘନୀଭୂତ ହୋଇ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୪ ତାରିଖରେ ଲଘୁଚାପ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହା ଉତ୍ତର-ପଶ୍ଚିମ…

ମମତାଙ୍କ ପାଇଁ ବାଟ ଛାଡ଼ିଲେ ଭବାନୀପୁର ବିଧାୟକ

କୋଲକାତା,୨୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଇଁ ବିଧାନସଭା ଉପ-ନିର୍ବାଚନ ଲାଗି ଏବେ ରାସ୍ତା ସଫା ହୋଇଯାଇଛି। କାରଣ ରାଜ୍ୟର ଶାସକ ଦଳ ତୃଣମୂଳ କଂଗ୍ରେସର ନେତା ଶୋଭନ ଦେବ ଚାଟାର୍ଜୀ ବିଧାୟକ ପଦରୁ ଶୁକ୍ରବାର ଇସ୍ତଫା ଦେଇଛନ୍ତି। ସେ ଭବାନୀପୁର…

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ସରକାରଙ୍କ ପ୍ରସ୍ତୁତି

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଉତ୍ତର ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ଉତ୍ତର ଓ ଓ ସୁନ୍ଦରବନ ମଧ୍ୟରେ ସ୍ଥଳଭାଗ ଛୁଇଁବ। ତେବେ ତା’ର ଗତି, ବେଗ ଏବଂ ତୀବ୍ରତା କେତେ ରହିବ ତାହା ସ୍ପଷ୍ଟ…

ଆଜି କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟା ସାଢ଼େ ୫ଟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫେରେନ୍ସିଂ ଜରିଆରେ ଏହି ବୈଠକ ଅନୁଷ୍ଠିତ ହେବ। ବିଶେଷକରି ରାଜ୍ୟ ସରକାର କରୋନା ମୁକାବିଲା ଏବଂ ଟିକାକରଣ ଉପରେ ଗୁରୁତ୍ୱାରୋପ…

ବାୟୁସେନା ଯୁଦ୍ଧ ବିମାନ ମିଗ -୨୧ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍‌ ମୃତ

ଚଣ୍ଡିଗଡ଼,୨୧।୫: ପଞ୍ଜାବର ମୋଗା ନିକଟରେ ଭାରତୀୟ ବାୟୁସେନା ଏକ ଯୁଦ୍ଧ ବିମାନ ମିଗ -୨୧ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରଶିକ୍ଷଣ ସମୟରେ ପ୍ରାପ୍ତ ସୂଚନା ଅନୁଯାୟୀ, ପାଇଲଟ ଅଭିନାଭ ରାଜସ୍ଥାନର ସୁରତଗଡରୁ ମିଗ -୨୧ର ଉଡାଣ କରିଥିଲେ। ଏହି ସମୟରେ ବାଘପୁରାନା ନିକଟରେ…

୨୬ରେ ଆସୁଛି ‘ୟାସ୍‌’

ଭୁବନେଶ୍ୱର, ୨୧ା୫(ବ୍ୟୁରୋ): ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ‘ୟାସ୍‌’କୁ ନେଇ ପଶିଲାଣି ଛନକା। ଆସନ୍ତା ୨୨ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଧୀରେ ଧୀରେ ଘନୀଭୂତ ହୋଇ ୨୪ ତାରିଖରେ ସାମୁଦ୍ରିକ ଘୂର୍ଣ୍ଣିଝଡ଼ରେ ପରିଣତ ହେବ।…

୨୬ ସକାଳେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା ‘ୟାସ’

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଆସନ୍ତା ୨୨ ତାରିଖରେ ପୂର୍ବ କେନ୍ଦ୍ରୀୟ ବାଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଘନୀଭୂତ ହୋଇ ୨୪ ତାରିଖରେ ସାମୁଦ୍ରିକ ଝଡରେ ପରିଣତ ହେବ। ବାତ୍ୟା ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ…

‘ ଏବେ ବି ୫୦ ପ୍ରତିଶତ ଲୋକ ପିନ୍ଧୁ ନାହାନ୍ତି ମାସ୍କ ’

ନୂଆଦିଲ୍ଲୀ, ୨୦।୫ : ଏବେ ମଧ୍ୟ ୫୦ ପ୍ରତିଶତ ଲୋକେ ପିନ୍ଧୁ ନାହାନ୍ତି ମାସ୍କ। ଆଉ ବାକି ୫୦ ପ୍ରତିଶତରୁ ୬୪ ପ୍ରତିଶତ ଲୋକେ କେବଳ ନା’କୁ ମାତ୍ର ମାସ୍କ ପିନ୍ଧୁଛନ୍ତି ଅର୍ଥାତ ନାକକୁ ଘୋଡ଼ାଉ ନାହାନ୍ତି। ଏକ ଅନୁଧ୍ୟାନରୁ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?