Home Middle

ଲକ୍‌ଡାଉନ୍‌ ପ୍ରଭାବ: ୧୦ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ପ୍ରତିଶତ ହ୍ରାସ…

ନୂଆଦିଲ୍ଲୀ,୧୭।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛିି। ମେ’…

ବିପଦରେ ଗ୍ରାମାଞ୍ଚଳ

ଭୁବନେଶ୍ୱର (ବ୍ୟୁରୋ)/ ରାୟଗଡ଼ା ଅଫିସ/ମାଲକାନଗିରି (ଡି.ଏନ୍‌.ଏ.)/ ଅନୁଗୋଳ ଅଫିସ,୧୭ା୫: କରୋନା ମହାମାରୀର ଦ୍ୱିତୀୟ ଲହର ସାରା ରାଜ୍ୟକୁ କବଳିତ କରିଛି। ଏଥର ଭୂତାଣୁ ସଂକ୍ରମଣ ଆଉ ସହରାଞ୍ଚଳରେ ସୀମିତ ହୋଇ ରହିନାହିଁ। ଗାଁ ଗହଳିରେ ମଧ୍ୟ ଏହାର ପ୍ରାଦୁର୍ଭାବ ଦେଖିବାକୁ ମିଳିଛି।…

ଜୁନ ୧୫ ପର୍ଯ୍ୟନ୍ତ ଶ୍ରୀମନ୍ଦିର ବନ୍ଦ

ପୁରୀ,୧୬।୫: ଜୁନ ୧୫ ତାରିଖ ପର୍ଯ୍ୟନ୍ତ ଜଗା ଦର୍ଶନ ମିଳିପାରିବ ନାହିଁ। କୋଭିଡ୍‌-୧୯ ସଂକ୍ରମଣ ହାର ବଢ଼ୁଥିବାରୁ ରବିବାର ଶ୍ରୀମନ୍ଦିର ଏବଂ ଜିଲା ପ୍ରଶାସନର ସମ୍ମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ସୀମିତ ସେବାୟତଙ୍କୁ ନେଇ ମହାପ୍ରଭୁଙ୍କ ନୀତିକାନ୍ତି ଜାରି…

ଫର୍ଚ୍ୟୁନ୍ସ୍‌ ତାଲିକାରେ ପ୍ରଥମ ସ୍ଥାନରେ ଜେସିଣ୍ଡା, ପୁନାଓ୍ବାଲା ଶ୍ରେଷ୍ଠ ୧୦ ମଧ୍ୟରେ…

ଓ୍ବାଶିଂଟନ,୧୬।୫: ଆମେରିକାର ବହୁ ରାଷ୍ଟ୍ରୀୟ ବ୍ୟବସାୟିକ ପତ୍ରିକା ଫର୍ଚ୍ୟୁନ୍ସ୍‌ ପକ୍ଷରୁ ପୃଥିବୀର ଶ୍ରେଷ୍ଠ ୫୦ ପ୍ରଭାବଶାଳୀ ବ୍ୟକ୍ତିଙ୍କ ତାଲିକା ପ୍ରକାଶ ପାଇଛି। ଏହାର ପ୍ରଥମସ୍ଥାନରେ ନ୍ୟୁଜିଲାଣ୍ଡର ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡେନ୍‌ ରହିଛନ୍ତି। ସେହିପରି ତାଲିକାର ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ଭାରତର…

ଡ୍ରାଗନର ଲାଲ୍‌ଆଖି: ରୁତୋଗ୍‌ରେ ଠୁଳ କରୁଛି ଯୁଦ୍ଧ ସରଞ୍ଜାମ…

ବେଜିଂ/ଲେହ,୧୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ଏପରିସ୍ଥଳେ ଚାଇନା ଗତବର୍ଷ ଭଳି ଚଳିତ ବର୍ଷ ଭାରତକୂ ଘେରିବା ଆରମ୍ଭ କରିଛି। ଶାନ୍ତିର କଥା ବିଷୟରେ କହି ବୁଲୁଥିବା ଡ୍ରାଗନ ପୁଣି ପୂର୍ବ ଲଦାଖ ଅଞ୍ଚଳରେ ସେନ୍ୟ…

ହସ୍ପିଟାଲରେ ବେଡ୍‌-ଅକ୍ସିଜେନ୍‌ ନାହିଁ: ଶ୍ମଶାନରେ କାଠ ଅଭାବ…

ନୋଏଡା,୧୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ଆକ୍ରାନ୍ତଙ୍କ ଲାଗି ହସ୍ପିଟାଲରେ ବେଡ୍‌ର ଅଭାବ ଦେଖାଦେଇଛି। ସେହିପରି ଅକ୍ସିଜେନ୍‌ ନ ଥିବାରୁ ବହୁ ଆକ୍ରାନ୍ତ ଛଟପଟ ହୋଇ ମରୁଛନ୍ତି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବୃଦ୍ଧି…

ନୂଆ ଭାରିଆଣ୍ଟ୍‌ ଆଗରେ ଅକାମୀ ହେଉଛି ଭାକ୍ସିନ୍‌, ବିଶେଷଜ୍ଞ ଦେଲେ ସୂଚନା…

ଲଣ୍ଡନ,୧୬।୫: କରୋନା ମହାମାରୀ ସଂକ୍ରମଣରେ ଭାକ୍ସିନ୍‌ ଏବେ ପ୍ରଭାବଶୂନ୍ୟ ହେବାରେ ଲାଗିଛି। ନୂଆ ବି-୧-୬୭୧-୨ ଭାରଆଣ୍ଟ୍‌ ବିରୋଧରେ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି କରିବା ନେଇ ଭାକ୍ସିନ୍‌ ଅକାମୀ ହୋଇଯାଉଥିବା ବ୍ରିଟେନ୍‌ର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ପ୍ରଫେସର ଆନ୍ଥୋନୀ ହାର୍ନଡେନ୍‌ ସୂଚନା…

ବନ୍ଦ ହେଲା ଧାରାବାହିକ, ଚଳଚ୍ଚିତ୍ର ଶୁଟିଂ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ଲକ୍‌ଡାଉନ୍‌ ସତ୍ତ୍ୱେ ବୋଲ ମାନୁନାହିଁ କରୋନା। ତେଣେ ଦିନକୁ ଦିନ ହୁ ହୁ ହୋଇ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଭଳିସ୍ଥିତିରେ ଜରୁରୀକାଳୀନ ସେବା ବ୍ୟତିତ ଅନ୍ୟ ସମସ୍ତ ସେବାକୁ ବନ୍ଦ କରିଦିଆଯାଇଥିବା ବେଳେ ରବିବାର ଏସ୍‌ଆର୍‌ସିଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ…

ଗୋଆରେ ପହଞ୍ଚିଲା ବାତ୍ୟା ‘ତଉକତେ’…

ମୁମ୍ବାଇ,୧୬।୫: ଲାକ୍ଷାଦ୍ୱୀପ ଏବଂ ଆରବ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ବାତ୍ୟା ‘ତଉକତେ’ ରବିବାର ଗୋଆର ଉପକୂଳବର୍ତ୍ତୀ ଅଞ୍ଚଳରେ ପହଞ୍ଚିଛି। ଏହାର ପ୍ରଭାବରେ ଗୋଆରେ ପ୍ରବଳ ବର୍ଷା ଲାଗେି ରହିଛି। ଧୀରେଧୀରେ ପବନର ବେଗ ବଢୁଥିବାରୁ ଗଛ ଭାଙ୍ଗି ପଡ଼ି ରାସ୍ତା…

ହସ୍ପିଟାଲରେ ମିଳୁନି ବେଡ୍‌: ଘରେ ମରୁଛନ୍ତି ଲୋକେ…

ବେଙ୍ଗାଲୁରୁ,୧୬।୫: କରୋନାରେ ମହାମାରୀ ସଂକ୍ରମଣ ଯୋଗୁ କର୍ନାଟକରେ ସ୍ଥିତି ଅସମ୍ଭାଳ ହୋଇଛି। ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢୁଥିବାରୁ ହସ୍ପିଟାଲରେ ବେଡ୍‌ ମିଳୁନି। ଏପରିସ୍ଥଳେ ଲୋକେ ଘରେ ରହି ଚିକିତ୍ସିତ ହୋଇ ଶେଷରେ ମରୁଛନ୍ତି। ଗତବର୍ଷ ବ୍ରିଟେନ୍‌ରେ ଦେଖାଦେଇଥିବା ସ୍ଥିତି କର୍ନାଟକରେ ସୃଷ୍ଟି…

ଭତ୍ତା ଚିନ୍ତାରେ ଭତ୍ତାଧାରୀ

ଭୁବନ, ୧୬।୫(ଡି.ଏନ.ଏ.) କରୋନାର ଦ୍ୱିତୀୟ ଲହର ରାଜ୍ୟବାସୀଙ୍କ ପାଇଁ ସତର୍କ ଘଣ୍ଟି ବଜାଇଛି। ପ୍ରତିକାରମୂଳକ ପଦକ୍ଷେପ ସ୍ବରୂପ ଧନଜୀବନ ସୁରକ୍ଷାକୁ ଅଗ୍ରାଧିକାର ଦେଉଛନ୍ତି ରାଜ୍ୟ ସରକାର। ପଞ୍ଚାୟତ, ଏନ୍‌ଏସି କାର୍ଯ୍ୟାଳୟରେ ଗହଳି ଏଡ଼ାଇବା ଏବଂ ଭତ୍ତା ବଣ୍ଟନରେ ସ୍ବଚ୍ଛତା ରକ୍ଷା ଲାଗି…

ଗରାଏ ପାଣି ପାଇଁ ଘଣ୍ଟାଏ

ବଇଣ୍ଡା, ୧୬।୫: ଗ୍ରାମାଞ୍ଚଳବାସୀଙ୍କୁ ହାତପାହାନ୍ତାରେ ବିଶୁଦ୍ଧ ପାଣି ଯୋଗାଇ ଦେବାକୁ ଅନେକ ଯୋଜନା କରିଛନ୍ତି ସରକାର। ପାନୀୟ ଜଳ ସମସ୍ୟାର ସ୍ଥାୟୀ ସମାଧାନ ଲାଗି ‘ବସୁଧା’ ଯୋଜନାରେ ପ୍ରକଳ୍ପ ନିର୍ମାଣ କରାଯାଉଛି। ପାଇପ୍‌ ପାଣି ଯୋଗାଣ ବ୍ୟବସ୍ଥାକୁ ସୁନିଶ୍ଚିତ କରିବାକୁ ଅଗ୍ରାଧିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?