Home Middle

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧ା୧୦: ଆଜି ଦେଶ ପାଳୁଛି ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ। ଏହି ଅବସରରେ ଗୁଜରାଟର ଷ୍ଟାଚ୍ୟୁ ଅଫ ୟୁନିଟ୍‌ରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସର୍ଦ୍ଦାର ପଟେଲଙ୍କ ସ୍ମୃତିଚାରଣ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ମୁଁ ଲୌହମାନବ…

ରବିବାରଠାରୁ ରାଜ୍ୟରେ ପଡ଼ିବ ପହିଲି ଶୀତ: ଏସବୁ ଜିଲାରେ ଖସିବ ତାପମାତ୍ରା

ଭୁବନେଶ୍ୱର,୩୧।୧୦: ବାତ୍ୟାର ପ୍ରଭାବ କମିବା ପରେ ରାଜ୍ୟରେ ଉତ୍ତରା ପବନ ବହିବା ଆରମ୍ଭ ହୋଇଛି। ଫଳରେ ରବିବାରଠାରୁ ପହିଲି ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଶେଷଜ୍ଞ ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି। ନଭେମ୍ବର ୨ ତାରିଖ ଆଡ଼କୁ ସାରା ରାଜ୍ୟରେ…

ରାଧା ପାଦ ଦର୍ଶନ କଲେ କ’ଣ ମିଳିଥାଏ ଲାଭ ? କାହିଁକି ଭକ୍ତମାନେ ଏତେ ଆଗ୍ରହରେ କରନ୍ତି ଦର୍ଶନ?

ଶ୍ରୀରାଧାରାଣୀଙ୍କ ଚରଣଦର୍ଶନ ବୈଷ୍ଣବ ଧର୍ମରେ ସର୍ବୋଚ୍ଚ ପୁଣ୍ୟ ଓ ଦୁର୍ଲଭ ଅନୁଭବ। ଶ୍ରୀମଦ୍ ଭାଗବତ, ଚୈତନ୍ୟ ଚରିତାମୃତ ଓ ଗୋସ୍ୱାମୀ ଗ୍ରନ୍ଥଗୁଡ଼ିକ ଅନୁସାରେ ଏହା କେବଳ ଭାଗ୍ୟବାନ୍ ଭକ୍ତଙ୍କୁ ମିଳେ। ରାଧାଷ୍ଟମୀ ବର୍ଷସାରା ଏହି ଗୋଟିଏ ଦିନ ରାଧାବଲ୍ଲଭ, ରାଧାରମଣ ଓ…

ସେମିଫାଇନାଲ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ଐତିହାସିକ ବିଜୟ ସହ ଏକାଧିକ ବିଶ୍ୱ ରେକର୍ଡ ଭାଙ୍ଗିଲା ଭାରତ

ନବୀ ମୁମ୍ବାଇ,୩୧।୧୦: ଗୁରୁବାର ଡିୱାଇ ପାଟିଲ ଷ୍ଟାଡିୟମ୍‌ରେ ମହିଳା ବିଶ୍ୱକପ୍ ଦ୍ୱିତୀୟ ସେମିଫାଇନାଲ୍‌ରେ ଭାରତ ଅଷ୍ଟ୍ରେଲିଆକୁ ୫ ଉଇକେଟ୍ ଓ ୯ ବଲ୍ ବାକିଥାଇ ହରାଇ ରେକର୍ଡ ୩୩୯ ରନ୍ ଲକ୍ଷ୍ୟ ପୂରଣ କରି ଫାଇନାଲ୍‌କୁ ଯୋଗ୍ୟତା ଅର୍ଜନ କରିଛି। ରବିବାର…

“ପ୍ରତିଦିନ କାନ୍ଦୁଥିଲି”: ଭାରତକୁ ଐତିହାସିକ ବିଜୟ ଦେବା ପରେ ଭାବପ୍ରବଣ ହେଲେ ଜେମିମାହ ରଡ୍ରିଗ୍ସ

ନବୀ ମୁମ୍ବାଇ,୩୧।୧୦: ଡିୱାଇ ପାଟିଲ ଷ୍ଟାଡିୟମ୍‌ରେ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ସେମିଫାଇନାଲ୍‌ରେ ଭାରତ ରେକର୍ଡ ୩୩୯ ରନ୍ ଲକ୍ଷ୍ୟ ପିଛା କରି ୪୮.୩ ଓଭର୍‌ରେ ୫ ଉଇକେଟ୍ ହରାଇ ୩୪୧ ରନ୍ କରି ବିଜୟୀ ହୋଇ ମହିଳା ବିଶ୍ୱକପ୍ ଫାଇନାଲ୍‌କୁ ଯୋଗ୍ୟତା…

ଜେମିମାଙ୍କ ଦମ୍‌ଦାର ଶତକ: ଅଷ୍ଟ୍ରେଲିଆକୁ ଧୂଳିଚଟେଇ ବିଶ୍ୱକପ୍‌ ଫାଇନାଲ୍‌ରେ ଭାରତ

ନଭୀ ମୁମ୍ବାଇ,୩୦ା୧୦- ଚଳିତ ମହିଳା ଦିନିକିଆ କ୍ରିକେଟ ବିଶ୍ୱକପ୍‌ରେ ଗୁରୁବାର ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଭାରତ ଅଷ୍ଟ୍ରେଲିଆକୁ ୫ ଉଇକେଟ୍‌ରେ ପରାସ୍ତ କରିଛି। ଫଳରେ ତୃତୀୟଥର ଭାରତ ଦିନିକିଆ ବିଶ୍ୱକପ୍‌ର ଫାଇନାଲ୍‌କୁ ଯାଇଛି। ଟସ୍‌ ଜିତି ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ଫୋଏବେ…

ବଡ଼ ଘୋଷଣା: ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ହେବେ ଭାରତର ୫୩ତମ ସିଜେଆଇ

ନୂଆଦିଲ୍ଲୀ,୩୦ା୧୦(ପି.ଟି.):ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍‌ ସୂର୍ଯ୍ୟକାନ୍ତଙ୍କୁ ଗୁରୁବାର ଭାରତର ୫୩ତମ ପ୍ରଧାନ ବିଚାରପତି (ସିଜେଆଇ) ନିଯୁକ୍ତ କରାଯାଇଛି। ସେ ନଭେମ୍ବର ୨୪ରେ କାର୍ଯ୍ୟଭାର ଗ୍ରହଣ କରିବେ। କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତିରେ ନୂଆ ସିଜେଆଇ ନିଯୁକ୍ତି…

ଅଶ୍ୱିନ୍‌ ବୈଷ୍ଣବଙ୍କ ବଡ଼ ଘୋଷଣା: ଓଡିଶାରେ ହେବ….

ନୂଆଦିଲ୍ଲୀ/ଭୁବନେଶ୍ୱର,୩୦।୧୦: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନ୍‌ ବୈଷ୍ଣବ ଗୁରୁବାର ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ୯୨ଟି ରେଳ ଓଭର ବ୍ରିଜ ହେବ। ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବ ରେଳ ବିଭାଗ। ଏଥିପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟର ଅନୁମୋଦନ ମିଳିଛି…

ଦଶମ, ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ଚୂଡ଼ାନ୍ତ ତାରିଖ ପ୍ରକାଶ କଲା CBSE, ଏହି ଦିନଠୁ ପରୀକ୍ଷା ଆରମ୍ଭ

ନୂଆଦିଲ୍ଲୀ, ୩୦।୧୦: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ୨୦୨୬ ବୋର୍ଡ ପରୀକ୍ଷା ପାଇଁ ଚୂଡ଼ାନ୍ତ ତାରିଖ ପ୍ରକାଶ କରିଛି। CBSE ଦଶମ ଏବଂ ଦ୍ୱାଦଶ ପରୀକ୍ଷା ୧୭ ଫେବୃଆରୀ, ୨୦୨୬ ରେ ଆରମ୍ଭ ହେବ। ଦଶମ ଶ୍ରେଣୀ ପରୀକ୍ଷା ୧୭…

ଭାଜପା ନେତା ଶଙ୍କର ପରିଡ଼ାଙ୍କ ପରଲୋକ

ଭୁବନେଶ୍ୱର,୩୦।୧୦: ପ୍ରସିଦ୍ଧ କବି ତଥା ବରିଷ୍ଠ ଭାଜପା ନେତା ଶଙ୍କର ପରିଡ଼ା ପରଲୋକ। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଏନେଇ ଗୁରୁବାର ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ସେ ଅତୀତରେ ପୁରୀ ଜିଲା ଜିଲା ପରିଷଦ ଅଧ୍ୟକ୍ଷ…

ଋଷିଆକୁ ଜୋରଦାର ଝଟ୍‌କା ଦେଲା ଭାରତ, କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୧୦: ତୈଳ ଅନ୍ତର୍ଜାତୀୟ ରାଜନୀତିର ଚେସବୋର୍ଡରେ ଏକ ପ୍ରମୁଖ ମୁଦ୍ରା, ଏବଂ ଏହାର ପ୍ରଭାବ ଏବେ ଭାରତ-ରୁଷ ଶକ୍ତି ସମ୍ପର୍କରେ ସ୍ପଷ୍ଟ ଭାବରେ ଦେଖାଯାଉଛି। ପାଶ୍ଚାତ୍ୟ ଦେଶମାନଙ୍କ ଦ୍ୱାରା ରୁଷ ଉପରେ ଲାଗୁ ହୋଇଥିବା କଠୋର ଆର୍ଥିକ ପ୍ରତିବନ୍ଧକର କଠିନତା କଠିନ…

ଚାଇନା ଉପରୁ ଟାରିଫ୍‌ ହଟାଇଲେ ଟ୍ରମ୍ପ

ଓ୍ବାଶିଂଟନ,୩୦ା୧୦: ଚାଇନା ରାଷ୍ଟ୍ରପତି ଶି’ ଜିନପିଙ୍ଗଙ୍କ ସହ ସାକ୍ଷାତ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଚାଇନା ଉପରୁ ଟାରିଫ୍‌ ବା ଶୁଳ୍କ ହ୍ରାସ କରିଛନ୍ତି। ଗୁରୁବାର ଦକ୍ଷିଣ କୋରିଆର ବୁସାନରେ ଟ୍ରମ୍ପ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?