ଗୋଟିଏ ପରିବାରର ୬ ଭଉଣୀ ବୈଜ୍ଞାନିକ, ବିଦେଶରେ ୪ ଜଣ ଭାରତକୁ ଦେଇଛନ୍ତି ଗୌରବ
ବର୍ତ୍ତମାନ ସମୟରେ ଝିଅମାନେ ପୁଅମାନଙ୍କଠାରୁ କୌଣସି କ୍ଷେତ୍ରରେ କମ୍ ନୁହନ୍ତି। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ଗୋଟିଏ ପରିବାରର ୬ ଭଉଣୀ। ଜାଣି ଆଶ୍ଚର୍ଯ୍ୟ ହେବେ ଉକ୍ତ ପରିବାରର ଜଣେ କି ଦୁଇଜଣ ନୁହନ୍ତି, ୬ ଝିଅ ହେଉଛନ୍ତି ବୈଜ୍ଞାନିକ। ଏମାନଙ୍କ…
ଏଲ୍ଓସିରେ ପାକିସ୍ତାନୀ କ୍ୱାଡ଼କୋପ୍ଟର: ଗୁଳି କରି ଖସାଇଲେ ଭାରତୀୟ ଯବାନ
ଶ୍ରୀନଗର, ୨୪।୧୦: ଏଲ୍ଓସିରେ ପାକିସ୍ତାନ ପକ୍ଷରୁ ଜାଣିଶୁଣି ଉତ୍ତେଜନା ସୃଷ୍ଟି କରାଯାଉଛି। ଏଭଳି ସ୍ଥିତିରେ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ କରାଇବା ଲାଗି ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ସୀମାରେ ଆତଙ୍କାବାଦୀ ନିକଟରେ ଅସ୍ତ୍ରଶସ୍ତ୍ର ପହଞ୍ଚାଇବା ପାଇଁ ପାକିସ୍ତାନ ସୈନ୍ୟ ବାହିନୀ ପକ୍ଷରୁ କ୍ୱାଡ଼କୋପ୍ଟରର…
ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ୧୨୨୯ରେ ପହଞ୍ଚିଥିଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟରେ ଖସିଚାଲିଛି କରୋନା ଗ୍ରାମ୍। ୨୪ ଘଣ୍ଟା ମଧ୍ୟରେ ୧୬୯୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୫ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି ପାଇଛି। ଏ ନେଇ…
CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ୧୬୯୫ ପଜିଟିଭ, ୨୭୯୫୮୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ୩୦ ଜିଲାରୁ ପୁଣି ୧୬୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୯୫୮୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…
ଆର୍ଜେଡି ଜାରି କଲା ଘୋଷଣା ପତ୍ର: ୧୦ ଲକ୍ଷ ସ୍ଥାୟୀ ନିଯୁକ୍ତି, ଗାଁରେ ସିସିଟିଭି
ପାଟନା, ୨୪।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏନେଇ ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡ଼ି) ପକ୍ଷରୁ ଶନିବାର ଘୋଷଣା ପତ୍ର ଜାରି କରାଯାଇଛି। ରାଜଧାନୀ ପାଟନାରେ ତେଜସ୍ବୀ ଯାଦବ, ମନୋଜ ଝାଙ୍କ ସମେତ ଦଳର ଅନ୍ୟ ବରିଷ୍ଠ ସଦସ୍ୟଙ୍କ ଉପସ୍ଥିତିରେ ଘୋଷଣା…
୧୫ ଦିନରେ ବଢ଼ିଲାଣି ୪୦ ଟଙ୍କା
ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତ୍ୟେକ ଦିନ ଦର ବଢ଼ି ବଢ଼ି ଚାଲିଛି। ରାଜ୍ୟର ଅନେକ ସ୍ଥାନରେ ଏହାର ଖୁଚୁରା ଦର ୮୦ ଟଙ୍କା ଛୁଇଁଲାଣି। ଛୋଟ ପିଆଜ ୬୦ରୁ ୭୦…
ଭାକ୍ସିନ ନେଇ ୩୨ ମୃତ
ସିଓଲ୍,୨୪ା୧୦:ଦକ୍ଷିଣ କୋରିଆରେ ଫ୍ଲୁ’ଜନିତ ସ୍ବାସ୍ଥ୍ୟ ସଙ୍କଟ ଦୂର କରିବା ପାଇଁ ସରକାର ଟିକାକରଣ କାର୍ଯ୍ୟକ୍ରମ ଚଳାଇଥିବାବେଳେ ଆଉ ଏକ ବିପଦ ମାଡ଼ିଆସିଛି। ‘କୋଭିଡ୍-୧୯’ ଏବଂ ‘ଇନ୍ଫ୍ଳୁଏଞ୍ଜା’କୁ ଦେଶରେ ‘ଟ୍ବିନଡେମିକ୍’ ବା ଯଁାଳା ମହାମାରୀ ବୋଲି ଅଭିହିତ କରାଯାଉଛି। ଏହି ଟ୍ବିନଡେମିକ୍ର ଗୋଷ୍ଠୀ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୩୭୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୩।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୩୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୯୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୨୦୪, ବାଲେଶ୍ୱରରୁ ୧୬୨, ମୟୁରଭଞ୍ଜରୁ ୧୨୬, କଟକରୁ ୧୨୨, ସୁନ୍ଦରଗଡରୁ ୧୦୯, ଯାଜପୁରରୁ ୧୦୭, ବରଗଡରୁ ୮୮, ବଲାଙ୍ଗୀରରୁ…
ଆଜି ଆଉ ୧୮ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୨୦୦ ଟପିଲା
ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା, ଅନୁଗୋଳ, ଗଜପତି…
ରାଜ୍ୟରେ ଆଜି ୧୭୯୩ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍ ୩୦ ଜିଲାରୁ ୧୭୯୩ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୭,୮୮୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୦୩୧ ଜଣ…
ଅବପାତ ରୂପ ନେଲା ଲଘୁଚାପ
ଭୁବନେଶ୍ୱର,୨୩ା୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ଘନୀଭୂତ ହୋଇ ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଗଭୀର ଅବପାତ(ଡିପ୍ ଡିପ୍ରେଶନ)ରେ ପରିଣତ ହେବା ସମ୍ଭାବନା ରହିଛି। ତେବେ ଲଘୁଚାପ ବାତ୍ୟାରେ ପରିଣତ ହେବ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୨୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୨।୧୦(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୨୧୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୧୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୧୪୯, କଟକରୁ ୧୪୦, ସୁନ୍ଦରଗଡରୁ ୧୧୪, ବାଲେଶ୍ୱରରୁ ୧୦୪, ମୟୁରଭଞ୍ଜରୁ ୧୦୦, ନବରଙ୍ଗପୁରରୁ ୧୦୦, ନୂଆପଡାରୁ ୯୯, ଯାଜପୁରରୁ…
Archives


