Home Middle

କରୋନା ଦ୍ୱିତୀୟ ଲହର: ଆକ୍ରାନ୍ତଙ୍କ ସଂଖ୍ୟା କମୁଛି, ମୃତକଙ୍କ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୧୬।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ବଢୁଛି। ଗତ ୨୪ ଘଣ୍ଟାରେ…

୧୦ ରାଜ୍ୟରେ ୮୫% ସଂକ୍ରମଣ

ନୂଆଦିଲ୍ଲୀ, ୧୬।୫(ପି.ଟି.): ମୋଟ କରୋନା ସଂକ୍ରମଣର ୮୫ ପ୍ରତିଶତ ୧୦ଟି ରାଜ୍ୟରେ ଦେଖିବାକୁ ମିଳିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ ୧୧ ରାଜ୍ୟରେ ସକ୍ରିୟ ମାମଲା ୧ ଲକ୍ଷରୁ ଅଧିକ ରହିଥିବାବେଳେ ୮ ରାଜ୍ୟରେ ୫୦,୦୦୦ରୁ ୧ ଲକ୍ଷ ମଧ୍ୟରେ…

ବାଲିରେ ପୋତିଥିଲେ ୨ ହଜାର ଶବ

ଲକ୍ଷ୍ନୌ/ନୂଆଦିଲ୍ଲୀ,୧୫ା୫: ଭାଜପା ଶାସିତ ଉତ୍ତରପ୍ରଦେଶରେ ପ୍ରବାହିତ ଗଙ୍ଗାନଦୀ କୂଳର ୧୧୪୦ କି.ମି. ଅଞ୍ଚଳରେ ୨ ହଜାରରୁ ଊର୍ଦ୍ଧ୍ୱ କୋଭିଡ୍‌ ରୋଗୀଙ୍କ ମୃତଦେହ ଠାବ କରାଯାଇଛି। ପ୍ରଥମେ ଉଭୟ କେନ୍ଦ୍ର ଓ ୟୁପି ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିଲେ। ମୃତଦେହଗୁଡ଼ିକ ଭାସି ଭାସି…

କରୋନା ମୁକାବିଲା ପାଇଁ ଉପଦେଷ୍ଟା କମିଟି ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇ ଚାଲିଥିବା ବେଳେ ୧୦ ଜିଲାରେ ସଂକ୍ରମଣ ହାର କମିଥିବା ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାମାତ୍ର ଶନିବାର ଅପରାହ୍ନରେ ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି। ବିଶେଷକରି ଆରମ୍ଭରୁ ଅଧିକ ପ୍ରଭାବିତ ଥିବା ପଶ୍ଚିମ…

ରାଜଧାନୀରେ ଆରମ୍ଭ ହେଲା ଅକ୍ସିଜେନ୍‌ ବ୍ୟାଙ୍କ୍‌: ୨ ଘଣ୍ଟାରେ ପହଞ୍ଚିବ ଘରେ …

ନୂଆଦିଲ୍ଲୀ,୧୫।୫: କରୋନା ଆକ୍ରାନ୍ତଙ୍କ ଅକ୍ସିଜେନ୍‌ ଅଭାବ ପୂରଣ କରିବା ଲାଗି ରାଜଧାନୀ ଦିଲ୍ଲୀରେ ଅକ୍ସିଜେନ୍‌ ବ୍ୟାଙ୍କ ଶନିବାରଠାରୁ ଆରମ୍ଭ କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ପକ୍ଷରୁ ସୂଚନା ଦିଆଯାଇଛି। ଘରେ କ୍ୱାରାଣ୍ଟାଇନ୍‌ରେ ଥିବା ଆକ୍ରାନ୍ତଙ୍କୁ ମାତ୍ର ୨ ଘଣ୍ଟାରେ…

ଚାଇନାକୁ ବଡ଼ ସଫଳତା: ମଙ୍ଗଳରେ ପହଞ୍ଚିଲା ଝୁରୋଙ୍ଗ ରୋଭର…

ବେଜିଂ,୧୫।୫: ମଙ୍ଗଳ ଯାତ୍ରାରେ ଚାଇନାକୁ ବଡ଼ ସଫଳତା ମିଳିଛି। ଚାଇନାର ଝୁରୋଙ୍ଗ ରୋଭର ଶେଷରେ ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶନିବାର ଭାରତୀୟ ସମୟ ସକାଳ ୭ଟା ୧୮ରେ ମଙ୍ଗଳରେ ପାଦ ଦେଇଛି। ଏହାଦ୍ୱାରା ମଙ୍ଗଳରେ ପହଞ୍ଚିବାରେ ଦ୍ୱିତୀୟ ଦେଶ…

ରବିବାର ଡିଆର୍‌ଡିଓ ଯୋଗାଇବ ୧୦ ହଜାର ଡୋଜ୍‌ ୨-ଡିଜି…

ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ୍‌ ଅଭାବ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ସରକାର ଜରୁରୀକାଳୀନ ସ୍ଥିତିରେ ପ୍ରୟୋଗ କରିବା ଲାଗି ଡିଆର୍‌ଡିଓ ପକ୍ଷରୁ ବିକଶିତ କରାଯାଇଥିବା ନୂଆ ଔଷଧ…

୧୭୫ କିଲୋମିଟର ବେଗରେ ମାଡ଼ି ଆସୁଛି ବାତ୍ୟା ‘ତଉକତେ’…

ମୁମ୍ବାଇ,୧୫।୫: ଲାକ୍ଷାଦ୍ୱୀପ ଏବଂ ଆରବ ସାଗର ଉପର ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୁତ ହୋଇ ଡିପ୍‌ ଡିପ୍ରେସନ୍‌ରେ ପରିଣତ ହୋଇଛି। ଏହି ବାତ୍ୟାକୁ ଏକ ଛିଟିପିଟି ପ୍ରଜାତି ଅନୁସାରେ ‘ତଉକତେ’ ନାମ ଦିଆଯାଇଛି। ବାତ୍ୟା ଘଣ୍ଟାପ୍ରତି ୧୭୫ କିଲୋମିଟର ବେଗରେ ଉପକୂଳ…

ଦୁଇ ପ୍ରକାର ଭାକ୍ସିନ୍‌ ଡୋଜ୍‌ ନେଲେ ସ୍ବାସ୍ଥ୍ୟ ଉପରେ କିପରି ପଡ଼ିବ ପ୍ରଭାବ, ଏଭଳି ମତ ଦେଲେ ବୈଜ୍ଞାନିକ…

ଲଣ୍ଡନ/ନୂଆଦିଲ୍ଲୀ,୧୫।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଟିକା କରଣ ଅଭିଯାନ ଜାରି ରହିଛି। ତେବେ ବି କରୋନା ଥମିବାର ନାଁ ଧରୁନି। ଭାରତ ଭଳି କେତେକ ଦେଶରେ ଦ୍ୱିତୀୟ ଲହର ଯୋଗୁ ଆତଙ୍କ…

ଭାକ୍ସିନ୍‌ କିଣା-ଅକ୍ସିଜେନ୍‌ ପ୍ଲାଣ୍ଟ୍‌ ସ୍ଥାପନରେ ଖର୍ଚ୍ଚ ହେଉ ପିଏମ୍‌ କେୟାର୍ସ ଫଣ୍ଡ୍‌: ସୁପ୍ରିମ୍‌କୋର୍ଟରେ ଆବେଦନ…

ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଭାକ୍ସିନ୍‌ କିଣାଯାଇ ସମସ୍ତଙ୍କୁ ଟିକା ଦେବା ସହିତ ଦେଖାଦେଇଥିବା ଅକ୍ସିଜେନ ଅଭାବ ପୂରଣ ଲାଗି ପିଏମ୍‌ କେୟାର୍ସ ଫଣ୍ଡକୁ ଖର୍ଚ୍ଚ କରାଯାଉ ବୋଲି ସୁପ୍ରିମ୍‌କୋର୍ଟରେ ଏକ…

ପୃ୍‌ଥିବୀର ୫୦ ପ୍ରତିଶତ ଆକ୍ରାନ୍ତ ପ୍ରତିଦିନ ଭାରତରେ ହେଉଛନ୍ତି ଚିହ୍ନଟ: ଗୋଟିଏ ଦିନରେ ୩ ଲକ୍ଷ ୨୬ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୯୮ରେ ପହଞ୍ଚିଛି। ସେହିପରି…

ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ: ରାଜ୍ୟରେ ପୁଣି ୧୧,୮୦୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ ରାଜ୍ୟରେ କରୋନା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୮୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶନିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬,୬୧୧ କ୍ୱାରାଣ୍ଟାଇନ୍‌ର ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?