ରାଜନୈତିକ-ଧାର୍ମିକ କାର୍ଯ୍ୟକ୍ରମ ଯୋଗୁ ଭାରତରେ ବଢ଼ିଛି କରୋନା ସଂକ୍ରମଣ: ଡବ୍ଲ୍ୟୁଏଚ୍ଓ …
ଜେନେଭା/ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ମହାମାରୀ ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ପ୍ରତିଦିନ କାରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଦେଶର ଏଭଳି ସ୍ଥିତି ପାଇଁ ରାଜନୈତିକ ଏବଂ ଧାର୍ମିକ କାର୍ଯ୍ୟକ୍ରମ ଦାୟୀ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ)…
ଜୁନ୍ ୧ ପର୍ଯ୍ୟନ୍ତ ବଢ଼ିଲା ଲକ୍ଡାଉନ୍ …
ମୁମ୍ବାଇ,୧୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ପ୍ରତିଦିନ କାରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମହାରାଷ୍ଟ୍ରରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ସରକାରଙ୍କ ପକ୍ଷରୁ…
ଏଏମ୍ୟୁରେ କରୋନା ତାଣ୍ଡବ: ୨୨ ଦିନରେ ୧୯ ପ୍ରଫେସରଙ୍କ ମୃତ୍ୟୁ…
ଅଲିଗଡ଼,୧୩।୫: କକରୋନା ମହାମାରୀ ସଂକ୍ରମଣ ଯୋଗୁ ଅଲିଗଡ଼ ମୁସଲିମ୍ ୟୁନିଭରସିଟି(ଏଏମ୍ୟୁ)ରେ ଆତଙ୍କ ସୃଷ୍ଟି ହୋଇଛି। ଗତ ୨୨ ଦିନମଧ୍ୟରେ ୧୯ ଜଣ ପ୍ରଫେସରଙ୍କ ମୃତ୍ୟୁ କରୋନାରେ ହୋଇଛି। ସେହିପରି କରୋନାରେ ଆକ୍ରାନ୍ତ ହୋଇ ୟୁନିଭରସିଟିର କେତେକ କର୍ମଚାରୀଙ୍କର ମଧ୍ୟ ମୃତ୍ୟୁ ହୋଇଥିବା…
ବଢ଼ିବ କୋଭିଶିଲ୍ଡର ଦ୍ୱିତୀୟ ଡୋଜ୍ ସମୟ ସୀମା…
ନୂଆଦିଲ୍ଲୀ,୧୩।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ସଙ୍କଟ ଜନକ ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଦେଶରେ ଭାରତ ବାୟୋଟେକ୍ର କୋଭାକ୍ସିନ୍ ଏବଂ ସେରମ ଇନଷ୍ଟିଚ୍ୟୁଟର କୋଭିଶିଲ୍ଡ ଟିକା…
ପିଲାଙ୍କ ଉପରେ ହେବ କୋଭାକ୍ସିନ୍ ଟିକା ପରୀକ୍ଷା: ମିଳିଲା ଡିସିଜିଆଇ ମଞ୍ଜୁରୀ…
ନୂଆଦିଲ୍ଲୀ,୧୩।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ସଙ୍କଟ ଜନକ ହୋଇଛି। କରୋନା ଲଢ଼େଇ ବିରୋଧରେ ଟିକା ଏକମାତ୍ର ଅସ୍ତ୍ର ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ତେବେ ଭାରତରେ ସାର୍ବଜନୀକ ଟିକାଦାନ ଜାରି ରହିଛି। ଏପରିସ୍ଥଳେ ୨ ବର୍ଷ…
ଗଙ୍ଗାନଦୀ ବାଲିରେ ପୋତା ଯାଇଛି ମୃତଦେହ: ପ୍ରଶାସନର ଚିନ୍ତା ବଢ଼ିଲା…
ଉନ୍ନାଓ,୧୩।୫: ଗଙ୍ଗାନଦୀରେ ମୃତ ଦେହ ଭାସୁଥିବାରୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟିଥିବା ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର ନ କରି ମୃତଦେହଗୁଡ଼ିକୁ ନଦୀରେ ଭସାଇ ଦିଆଯାଇଥିବା କୁହାଯାଉଛି। ଏବେ ଉତ୍ତରପ୍ରଦେଶର ଉନ୍ନାଓରେ ଗଙ୍ଗାନଦୀ…
କରୋନା ସଂକ୍ରମଣ ପୁଣି ବଢ଼ିଲା: ଗୋଟିଏ ଦିନରେ ୩ ଲକ୍ଷ ୬୨ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୧୩।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୨ ହଜାର ୭୨୭ରେ ପହଞ୍ଚିଛି। ସେହିପରି…
ରାଜ୍ୟରେ ଆଜି ୧୦,୬୪୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଗୁରୁବାର ରାଜ୍ୟରେ ୧୦,୬୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫୯୬୫ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୪୬୮୪ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…
ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଧର୍ମେନ୍ଦ୍ର
ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଏପରିକି ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରାୟ ୧୦ ହଜାର ଉପରେ ରହୁଛି। ତେଣୁ କରୋନା ସ୍ଥିତି ଏବଂ ପରିଚାଳନା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କେନ୍ଦ୍ରମନ୍ତ୍ରୀ…
ଦେଶର ୭୧୮ଜିଲା ମଧ୍ୟରୁ ୫୩୩ରେ କରୋନା ପଜିଟିଭ୍..
ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦେଶର ୭୧୮ ଜିଲା ମଧ୍ୟରୁ ୫୩୩ରେ କରୋନା ପଜିଟିଭ୍ ରହିଥିବା ସରକାରୀ ରିପୋର୍ଟରେ ପ୍ରକାଶ ପାଇଛି।…
ପିଏମ୍ କେୟାର୍ସ ଫଣ୍ଡ୍ରୁ କିଣା ଯାଇଥିବା ୮୦ ଭେଣ୍ଟିଲେଟର ମଧ୍ୟରୁ ୭୧ ଅକାମି…
ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ପିଏମ୍ କେୟାର୍ସ ଫଣ୍ଡ୍ର କାର୍ଯ୍ୟକାରିତା ଉପରେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ପ୍ରଶ୍ନ ଉଠାଇ। ସମ୍ପ୍ରତି ପିଏମ୍ କେୟାର୍ସ ଫଣ୍ଡ୍ ପକ୍ଷରୁ ୮୦ ଟି…
ଘରେ ଘରେ ଟିକା ନ ପହଞ୍ଚିଲେ କରୋନା ସହ ଲଢ଼ିବା ଅସମ୍ଭବ…
ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଉଦ୍ୟମ କରାଯାଉଛି। କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଏବଂ…

