କୋଭିଶିଲ୍ଡ ଟିକାର ଦ୍ୱିତୀୟ ଡୋଜ୍ ସମୟ ବଦଳିଲା, ଜାଣନ୍ତୁ କେତେଦିନ ବ୍ୟବଧାନରେ ନେବେ
ଭୁବନେଶ୍ୱର,୧୨।୫(ବ୍ୟୁରୋ): ଦେଶରେ ଦ୍ବିତୀୟ ଡୋଜ୍ କୋଭିଶିଲ୍ଡ ଟିକା ପାଇଁ କୋ-ଓ୍ବିନ୍ ପୋର୍ଟାଲରେ ପରିବର୍ତ୍ତନ କରାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ପରିବର୍ତ୍ତନ କରାଯାଇଥିବା ରାଜ୍ୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ମହାମାତ୍ର ସୂଚନା ଦେଇଛନ୍ତି। ସୂଚନାନୁଯାୟୀ, କୋଭିଶିଲ୍ଡ ଟିକାର ଦ୍ୱିତୀୟ…
କେବେ ଦ୍ୱିତୀୟ ଲହରରୁ ମିଳିବ ମୁକ୍ତି, ସୂଚନା ଦେଲେ ବୈଜ୍ଞାନିକ…
ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କେବେ ଦ୍ୱିତୀୟ ଲହରରୁ ଭାରତକୁ ମୁକ୍ତି ମିଳିବ ନେଇ ଅଶୋକ ବିଶ୍ୱବିଦ୍ୟାଳୟର ତ୍ରିବେଦି ସ୍କୁଲ୍ ଅଫ୍ ବାୟୋ ସାଇନ୍ସ୍ର ନିର୍ଦ୍ଦେଶକ ଖ୍ୟାତି ସମ୍ପନ୍ନ…
ଅଧିକ ଟିକାଦାନ କରାଯାଇଥିବା ଦେଶରେ ଦୁଇଗୁଣା ହେଲା ଆକ୍ରାନ୍ତଙ୍କ ସଂଖ୍ୟା…
ଭିକ୍ଟୋରିଆ,୧୨।୫: ସର୍ବାଧିକ ଟିକାଦାନ କରାଯାଇଥିବା ଆଫ୍ରିକୀୟ ଦେଶ ସେଶେଲ୍ସ୍ରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଠାତ୍ ବୃଦ୍ଧି ପାଇ ଦୁଇଗୁଣା ହୋଇଛି। ମେ’ ୭ ପରେ ଏଠାରେ ଲଗାତାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ବୋଲି ଦେଶର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…
୪୪ ଦେଶକୁ ବ୍ୟାପିଲା ଭାରତୀୟ ଭାରିଆଣ୍ଟ୍…
ଜେନେଭା,୧୨।୫: ଭାରତରେ ଦେଖା ଦେଇଥିବା କରୋନା ମହାମାରୀ ଭାରିଆଣ୍ଟ୍ ୪୪ ଦେଶକୁ ବ୍ୟାପିଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ଭାରତର କରୋନା ବିସ୍ଫୋରଣ ପାଇଁ କରୋନାର ବି.୧.୬୧୭ ଭାରିଆଣ୍ଟ୍ ଦାୟୀ। ଅକ୍ଟୋବରରେ କରୋନାର ବି.୧.୬୧୭ ଭାରିଆଣ୍ଟ୍ ଭାରତରେ ପ୍ରଥମେ ମିଳିଥିଲା।…
ଦିଲ୍ଲୀରୁ ଖୁସି ଖବର: ୨ ରୁ ୧୮ବର୍ଷ ପର୍ଯ୍ୟନ୍ତ ପିଲାଙ୍କଠାରେ ଟିକା ପରୀକ୍ଷା କରିବ ଭାରତ ବାୟୋଟେକ୍…
ନୂଆଦିଲ୍ଲୀ,୧୨।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ସଙ୍କଟ ଜନକ ହୋଇଛି। କରୋନା ଲଢ଼େଇ ବିରୋଧରେ ଟିକା ଏକମାତ୍ର ଅସ୍ତ୍ର ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ତେବେ ଭାରତରେ ସାର୍ବଜନୀକ ଟିକାଦାନ ଜାରି ରହିଛି। ଏପରିସ୍ଥଳେ ୨ ବର୍ଷ…
ପୁଣି ବଢ଼ିଲା ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା: ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୨୦୦ ଟପିଲା…
ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏହାଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍ଡାଉନ୍ ଯୋଗୁ ଆକ୍ରାନ୍ତଙ୍କ ସମେତ ମୃତକଙ୍କ ସଂଖ୍ୟା ସୋମବାର,…
ଆରବ ସାଗରରେ ବାତ୍ୟା ‘ତାଉକ୍ତାଏ’
ଭୁବନେଶ୍ୱର,୧୨ା୫(ବ୍ୟୁରୋ):ଆସନ୍ତା ୧୬ ତାରିଖରେ ଆରବ ସାଗରରେ ବାତ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୧୪ ତାରିଖରେ ଦକ୍ଷିଣ-ପୂର୍ବ ଆରବ ସାଗରରେ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ଅଛି । ସକାଳେ ଲଘୁଚାପ ଅଧିକ…
୨୦୦ ମାଓବାଦୀ କରୋନାରେ ଆକ୍ରାନ୍ତ: ୧୦ ଜଣଙ୍କର ଘଟିଲାଣି ମୃତ୍ୟୁ…
ବସ୍ତର,୧୧।୫: ଜଙ୍ଗଲରେ ବିନା ସ୍ବାସ୍ଥ୍ୟ ସୁରକ୍ଷାରେ ଥିବା ମାଓବାଦୀଙ୍କ ମଧ୍ୟରୁ ପ୍ରାୟ ୨୦୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବସ୍ତର ଜିଲାର ଏସ୍ପି ଅଭିଷେକ ପଲ୍ଲବ ସୂଚନା ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ଇତି ମଧ୍ୟରେ ୧୦ ଜଣଙ୍କ ମୃତ୍ୟୁ ଘଟି ସାରିଛି।…
ଗାଁ ପାଲଟୁଛି କରୋନା ହଟ୍ସ୍ପଟ୍: ସଚେତନତା ଅଭାବରୁ ବଢୁଛି ସଂକ୍ରମଣ…
ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ସଙ୍କଟ ସୃଷ୍ଟି କରିଛି। ବିଭିନ୍ନ ସହରାଞ୍ଚଳରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହୋଇଥିବାବେଳେ ଧୀରେଧୀରେ ଏଭଳି ସ୍ଥିତି ଗ୍ରାମାଞ୍ଚଳରେ ଦେଖିବାକୁ ମିଳୁଛି। ସହରରେ କରୋନା ମାର୍ଗଦର୍ଶିକା ପାଳନ ପାଇଁ ପ୍ରଶାସନ…
ଟିକା ନେବା ପରେ ୭ ଜଣରେ ଜଣେ ହସ୍ପିଟାଲ କର୍ମଚାରୀ ହେଉଛନ୍ତି କରୋନାରେ ଆକ୍ରାନ୍ତ…
ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସାଧାରଣ ଲୋକଙ୍କ ସହିତ ହସ୍ପିଟାଲ କର୍ମଚାରୀମାନେ ମଧ୍ୟ କରୋନାରେ ଆକ୍ରାନ୍ତ ହେବାରେ ଲାଗିଛନ୍ତି। ତେବେ ଟିକା ନେବା ପରେ ପ୍ରତି ୭ ଜଣରେ ଜଣେ ହସ୍ପିଟାଲ କର୍ମଚାରୀ କରୋନାରେ ଆକ୍ରାନ୍ତ…
ଜୁଲାଇ ସୁଦ୍ଧା ୩୦ କୋଟିଙ୍କୁ ଟିକାଦାନ କଷ୍ଟକର…
ନୂଆଦିଲ୍ଲୀ,୧୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ସଙ୍କଟ ଜନକ ହୋଇଛି। କରୋନା ଲଢ଼େଇ ବିରୋଧରେ ଟିକା ଏକମାତ୍ର ଅସ୍ତ୍ର ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ତେବେ ଭାରତରେ ସାର୍ବଜନୀକ ଟିକାଦାନ ଯୋଗୁ ଇତିମଧ୍ୟରେ ୧୭ କୋଟି ୧…
୧୨ରୁ ୧୫ ବର୍ଷ ବୟସ୍କ ପିଲାଙ୍କୁ କରୋନା ଟିକା: ସରକାର ଦେଲେ ମଞ୍ଜୁରୀ…
ଓ୍ବାଶିଂଟନ,୧୧।୫: କରୋନା ଭୂତାଣୁ ଦ୍ୱାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ବୟସ୍କଙ୍କ ପାଇଁ କରୋନା ଟିକା ଉପଲବ୍ଧ ଥିବାବେଳେ ଛୋଟ ପିଳାଙ୍କ ଲାଗି ଟିକା ନ ଥିବାରୁ ସମସ୍ୟା ସୃଷ୍ଟି ହୋଇଥିଲା। ତେବେ ଏବେ ଏହି ସମସ୍ୟାର ସମାଧାନ ଆମେରିକାରେ ହେବାକୁ…

