Home Middle

ଏଲ୍‌ଏସିରେ ଚାଇନାର ନୂଆ ସର୍ତ୍ତ: ଭାରତ କଲା ବିରୋଧ

ନୂଆଦିଲ୍ଲୀ, ୧୭।୧୦: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ସୀମା ବିବାଦ ଥମିବାର ନା ଧରୁନି। ଏପରିସ୍ଥଳେ ଚାଇନା ଭାରତ ସମ୍ମୁଖରେ ନୂଆ ସର୍ତ୍ତ ରଖିଛି। ଚାଇନା କହିଛି ଯେ, ପୋଙ୍ଗାଙ୍ଗ ହ୍ରଦର ଦକ୍ଷିଣ ଅଞ୍ଚଳର ଆଡଭାନ୍ସଡ୍‌ ପୋଜିଶନ୍‌ରୁ ଭାରତୀୟ…

କମିବାର ନାଁ ନେଉନି: ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୨୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ୧୭ ମୃତକଙ୍କ…

CORONAVIRUS UPDATE: ରାଜ୍ୟରେ ପୁଣି ୨୧୯୬ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୬୬୩୪୫ରେ ପହଞ୍ଚିଲା

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୨୧୯୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୬୩୪୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

ଅନନ୍ତନାଗରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୧୭।୧୦: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଶନିବାର ମିଳିତ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କର ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଛି। ସ୍ଥାନୀୟ ଲାରନୁ ଅଞ୍ଚଳରେ କେତେକ ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇଁ ଜମ୍ମୁ-କଶ୍ମୀର ପୋଲିସ ଏବଂ ସିଆର୍‌ପିଏଫ୍‌…

କରୋନା ସଂକ୍ରମଣରେ ଲାଗୁଛି ଲଗାମ୍‌: କମୁଛି ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଲଗାମ୍‌ ଲାଗିବାରେ ଲାଗିଛି। ଇତିମଧ୍ୟରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା କମି ୭ଲକ୍ଷ ୯୫ ହଜାର ୮୭ରେ ପହଞ୍ଚିଛି। ଅପରପକ୍ଷରେ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୬୫ ଲକ୍ଷ ୨୪…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮୫୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୮୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୬୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୮୪, ପୁରୀରୁ ୧୪୭, ଅନୁଗୋଳରୁ ୧୩୮, ସମ୍ବଲପୁରରୁ ୧୩୭, କେନ୍ଦ୍ରାପଡାରୁ ୧୩୩, ବରଗଡରୁ ୯୮, ନବରଙ୍ଗପୁରରୁ ୮୯, ଯାଜପୁରରୁ…

ଭୁବନେଶ୍ୱରରୁ ଆଜି ୨୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୧୭୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଓଡ଼ିଶାର ସୋଏବ ଅଫତାବ ହେଲେ ନିଟ୍‌ ଟପ୍ପର

ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ଇଇଟି)-୨୦୨୦ ଫଳ ଶୁକ୍ରବାର ପ୍ରକାଶ ପାଇଛି। ଓଡ଼ିଶାର ସୋଏବ ଅଫ୍‌ତାବ ଦେଶରେ ଟପ୍ପର ହୋଇଛନ୍ତି। ଦିଲ୍ଲୀର ଆକାଂକ୍ଷା ସିଂ ଦ୍ୱିତୀୟ ସ୍ଥାନରେ ରହିଥିବାବେଳେ ତେଲେଙ୍ଗାନାର ତୁମ୍ମଲା ସ୍ନିକିଠା…

ପୁଣି ରାଜ୍ୟରେ ୧୫ ମୁଣ୍ଡ ନେଲା କରୋନା: ମୃତକଙ୍କ ସଂଖ୍ୟା ଟପିଲା ୧୧ ଶହ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୦୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା…

CORONAVIRUS UPDATE: ରାଜ୍ୟରେ ପୁଣି ୨୧୩୮ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୬୪୧୪୯ରେ ପହଞ୍ଚିଲା

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ): ଶୁକ୍ରବାର ପୁଣି ୨୧୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୪୧୪୯ରେ ପହଞ୍ଚିଛି। ଏେ ନଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଶୁକ୍ରବାର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଅନେକ ପ୍ରଶଂସକ ତାଙ୍କୁ ଶୁଭେଚ୍ଛୀ ଜଣାଇଛନ୍ତି। ପ୍ରଧନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟୁଇଟରରେ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ତାଙ୍କ ଦୀର୍ଘ…

୭୫ରେ ନବୀନ: ଦୂରଦର୍ଶୀ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିଦ୍ୱନ୍ଦ୍ୱୀ ଓ ଅଦ୍ୱିତୀୟ। ସ୍ବଚ୍ଛ ଭାବମୂର୍ତ୍ତି ତାଙ୍କୁ ଓଡ଼ିଶା ରାଜନୀତିରେ ଜଣେ ଜନପ୍ରିୟ ନେତା ଭାବେ ପରିଚିତ କରାଇଛି। ଦୁଇ ଦଶନ୍ଧି ଧରି କ୍ଷମତାରେ ରହିବା ପରେ ମଧ୍ୟ ତାଙ୍କ ବ୍ୟକ୍ତିତ୍ୱ ଅକ୍ଷୁଣ୍ଣ ରହିଛି। ସ୍ବଚ୍ଛ ଶାସନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri