Home Middle

ଟାଇମ୍ସ୍‌ ରିପୋର୍ଟ ନେଇ ଭାରତ ସରକାରଙ୍କ ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ,୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଖ୍ୟାତି ସମ୍ପନ୍ନ ଅନ୍ତର୍ଜାତୀୟ ପତ୍ରିକା ଟାଇମ୍ସ୍‌ରେ ପ୍ରକାଶିତ ଏକ ସର୍ଭେ ରିପୋର୍ଟ ନେଇ ଭାରତ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଜଳବାୟୁ ପରିବର୍ତ୍ତନର ପ୍ରଭାବ…

ଲୋକଙ୍କ ଜୀବନ ଯାଉ ପଛେ, ସରକାରଙ୍କ ଜିଏସ୍‌ଟି ରହୁ: ରାହୁଲ…

ନୂଆଦିଲ୍ଲୀ,୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। କରୋନା ଭାକ୍ସିନ୍‌ ଦାମ୍‌ ନେଇ କିଛି ଦିନ ତଳେ ବେଶ୍‌ ସରଗରମ ଚର୍ଚ୍ଚା ହୋଇଥିଲା। ଏବେ ଭାକ୍ସିନ୍‌ ଉପରେ ଲାଗୁ ହେଉଥିବା ଜିଏସ୍‌ଟି ନେଇ…

ଭାକ୍ସିନ୍‌ ବୋହିନେବ ଡ୍ରୋନ୍‌: ମିଳିଲା ମଞ୍ଜୁରୀ…

ହାଇଦ୍ରାବାଦ୍‌,୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ତାଣ୍ଡବ ରଚିିଛି। ଏପରିସ୍ଥଳେ ଭାକ୍ସିନ୍‌ ଯୋଗାଣ କାର୍ଯ୍ୟ ଡ୍ରୋନ୍‌ ଦ୍ୱାରା କରାଯିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସ୍ବୀକୃତି ପ୍ରଦାନ କରାଯାଇଛି। ତେଲଙ୍ଗାନାରେ ଏଭଳି ଭାକ୍ସିନ୍‌ ଯୋଗାଣ କରାଯିବ…

ତୃତୀୟ ଲହର ଲାଗି ଯୋଜନାବଦ୍ଧ ଲଢ଼େଇ ଅପରିହାର୍ଯ୍ୟ…

ନୂଆଦିଲ୍ଲୀ,୮।୫: ଦେଶରେ କରୋନାର ତାଣ୍ଡବ ଜାରି ରହିଛି। ଦ୍ୱିତୀୟ ଲହରର ତାଣ୍ଡବ ଦେଶରୁ ନ ଯାଉଣୁ ଏବେ ତୃତୀୟ ଲହର ଆସିବା ନେଇ ସତର୍କ ସୂଚନା ଜାରି କରିଛନ୍ତି ବୈଜ୍ଞାନିକ। କଡ଼ା ପଦକ୍ଷେପ ଗ୍ରହଣ କରି ତୃତୀୟ ଲହର ସହିତ ଲଢ଼େଇ…

ପୁଣି ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ମୃତ୍ୟୁ ସଂଖ୍ୟା ୪୦୦୦ ଟପିଲା…

ନୂଆଦିଲ୍ଲୀ,୮।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା…

ଦ୍ୱିତୀୟ ଡୋଜ୍‌ ଗ୍ରହୀତାଙ୍କୁ ଅଗ୍ରାଧିକାର ଦିଅ

ନୂଆଦିଲ୍ଲୀ,୮ା୫: ଦେଶରେ କରୋନା ଭାକ୍ସିନ ନିଅଣ୍ଟ ହୋଇଥିବାବେଳେ ଦ୍ୱିତୀୟ ଡୋଜ୍‌ ଟିକା ନେବାକୁ ଥିବା ଗ୍ରହୀତାଙ୍କୁ ଅଗ୍ରାଧିକାର ଦେବା ପାଇଁ ଶୁକ୍ରବାର ରାଜ୍ୟଗୁଡ଼ିକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏହାସହ କେନ୍ଦ୍ରୀୟ କୋଟାରୁ ମିଳୁଥିବା ଟିକାକୁ ୭୦:୩୦ ଅନୁପାତରେ ଦ୍ୱିତୀୟ ଓ…

କଠୋର ହେବାକୁ ବାଧ୍ୟ କରନାହିଁ

ନୂଆଦିଲ୍ଲୀ,୮ା୫: ଅଦାଲତ ଅର୍ଡର ସତ୍ତ୍ୱେ କେନ୍ଦ୍ର ୭୦୦ ମେଟ୍ରିକ୍‌ ଟନ୍‌ ଅକ୍ସିଜେନ ଯୋଗାଇ ଦେଉନାହିଁ ବୋଲି ଦିଲ୍ଲୀ ସରକାର ଅଭିଯୋଗ ଆଣିଛନ୍ତି। ଆମକୁ କଠୋର ହେବାକୁ ବାଧ୍ୟ କରନାହିଁ ବୋଲି ଶୁକ୍ରବାର ସୁପ୍ରିମକୋର୍ଟ ଚେତାବନୀ ଦେଇଛନ୍ତି। କର୍ତ୍ତୃପକ୍ଷ ଦିଲ୍ଲୀକୁ ଦୈନିକ ୭୦୦…

ଓଡ଼ିଶାରୁ ଅକ୍ସିଜେନ ନେଇ ନିଖୋଜ ଥିବା ଟ୍ୟାଙ୍କର ମିଳିଲା

ଅମରାବତୀ, ୭।୫: ଓଡ଼ିଶାରୁ ଅକ୍ସିଜେନ୍‌ ନେଇ ନିଖୋଜ ହୋଇଯାଇଥିବା ଏକ ଟ୍ୟାଙ୍କରକୁ ଆନ୍ଧ୍ରପ୍ରଦେଶ ପୋଲିସ ଠାବ କରିଛି। ଫଳରେ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ପାଖାପାଖି ୪୦୦ ଗୁରୁତର ଆକ୍ରାନ୍ତ। ଓଡ଼ିଶାରୁ ୧୮ ଟନ୍‌ ଅକ୍ସିଜେନ୍‌ ନେଇ ଟ୍ୟାଙ୍କରଟି ବିଜୟଓ୍ବାଡ଼ା ଯାଉଥିବାବେଳେ…

ଧାର୍ଯ୍ୟ ହେଲା ମାଟ୍ରିକ ପରୀକ୍ଷା ଫଳ ପଦ୍ଧତି

ଭୁବନେଶ୍ୱର,୭।୫: ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଶୁକ୍ରବାର ଏକ ନୂତନ ଗାଇଡ୍‌ଲାଇନ ଜାରି କରାଯାଇଛି। ଗାଇଡ୍‌ଲାଇନରେ ଜୁନ ୩୦ ତାରିଖ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି। ପରୀକ୍ଷାର କେଉଁ ଭଳି ମୂଲ୍ୟାଙ୍କନ ହେବ ତାହା…

ଦୁଗ୍ଧ ସଂଗ୍ରହ କମ୍‌ କରିବାକୁ ଓମଫେଡର ନିର୍ଦ୍ଦେଶ

ଭଭୁବନେଶ୍ୱର,୭।୫(ବ୍ୟୁରୋ): ଲକଡାଉନ ଯୋଗୁ ଦୁଗ୍ଧ ବିକ୍ରୟ କମ୍‌ ହେଉଥିବାରୁ ଓମଫେଡ ପକ୍ଷରୁ ସମସ୍ତ ୟୁନିଅନକୁ ଦୁଗ୍ଧ ସଂଗ୍ରହ କମ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମେ ମାସରେ ଦୁଗ୍ଧ ସଂଗ୍ରହ କମାଇବାକୁ ଓମଫେଡ ପକ୍ଷରୁ ଜାରି ହୋଇଛି ନିର୍ଦ୍ଦେଶନାମା। ଲକଡାଉନ ଯୋଗୁଁ ଦୁଗ୍ଧ…

କରୋନାରେ ଆଶୁ ଗର୍ଗଙ୍କ ପରଲୋକ

ନୂଆଦିଲ୍ଲୀ,୭।୬: କରୋନା ଯୋଗୁ ଦେଶରେ ଅନେକ ବଡ଼ ବଡ଼ ସେଲିବ୍ରିଟିଙ୍କ ପରଲୋକ ଘଟିଛି। ଏହି କ୍ରମରେ ଶୁକ୍ରବାର ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ ରେଜିଷ୍ଟ୍ରାର୍‌ ଜେନେରାଲ ଆଶୁ ଗର୍ଗଙ୍କ ଜୀବନ ନେଇଛି କରୋନା। ପ୍ରଶାସନିକ ସିଭିଲ୍‌ ଜଜ୍‌ ଶିରିଶ ଅଗ୍ରଓ୍ବାଲ ଏନେଇ ସୂଚନା…

ମାଡି ଚାଲିଛି କରୋନା: ରାଜ୍ୟରେ ଆଜି ୧୨,୨୩୮ ସଂକ୍ରମିତ ଚିହ୍ନଟ: ସୁନ୍ଦରଗଡରୁ ସର୍ବାଧିକ

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୧୨,୨୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬,୯୧୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୫୩୨୪ଟି ହେଉଛି ଲୋକାଲ କେସ। ଅପରପକ୍ଷେ, ସୁନ୍ଦରଗଡ ଜିଲାରୁ ସର୍ବାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?