Home Middle

ପୋଙ୍ଗୋଙ୍ଗରେ ଡ୍ରାଗନର ନଜର: ବ୍ୟବହାର କରୁଛି ହାଇସ୍ପିଡ୍‌ ପାଟ୍ରୋଲିଂ କ୍ରାଫ୍ଟ୍‌

ଲେହ, ୧୩।୧୦: ପୂର୍ବ ଲଦାଖର ଏଲ୍‌ଏସିରେ ଚାଇନା ଲଗାତାର ଉତ୍ତେଜନା ସୃଷ୍ଟି କରିବାରେ ଲାଗିଛି। ଭାରତୀୟ ସେନାର କଡ଼ା ଆଭିମୁଖ୍ୟକୁ ଦୃଷ୍ଟିରେ ରଖି ଚାଇନା ଏବେ ପୋଙ୍ଗୋଙ୍ଗ ହ୍ରଦରେ ଅଣ୍ଡର ଓ୍ବାଟର ଗତିବିଧିକୁ ଜୋରଦାର କରିଛି। ଚାଇନା ଏଠାରେ ହାଇସ୍ପିଡ୍‌ ପାଟ୍ରୋଲିଂ…

ତଙ୍ଗଧାରରେ ଅସ୍ତ୍ରଶସ୍ତ୍ର ଚୋରା କାରବାରର ପର୍ଦ୍ଦାଫାଶ୍‌

ଶ୍ରୀନଗର, ୧୩।୧୦: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ପାକିସ୍ତାନ ଲଗାତାର ଏଲ୍‌ଓସି ବାଟ ଦେଇ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣର ଉଦ୍ୟମ ଅବ୍ୟାହତ ରଖିଛି। ତଙ୍ଗଧାର ସେକ୍ଟରରେ ଅସ୍ତ୍ରଶସ୍ତ୍ର ଚୋରା କାରବାରର ପର୍ଦ୍ଦାଫାଶ୍‌ ହୋଇଛି। ଭାରତୀୟ ସେନା…

ତୀବ୍ର ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇଛି। ସୋମବାର ସନ୍ଧ୍ୟାସୁଦ୍ଧା ଏହା ଦକ୍ଷିଣ-ପୂର୍ବ ଦିଗରେ ବିଶାଖାପାଟଣାଠାରୁ ୨୫୦କିମି ଦୂରରେ ସକ୍ରିୟ ରହିଛି। ୬ କିମି ବେଗରେ ଗତି କରୁଥିବାବେଳେ ମଙ୍ଗଳବାର ସକାଳେ କାକିନାଡ଼ା ନିକଟରେ ଆନ୍ଧ୍ର…

ଉପନିର୍ବାଚନ ପାଇଁ କଂଗ୍ରେସର ପ୍ରାର୍ଥି ଘୋଷଣା: ବାଲେଶ୍ୱରରେ ମମତା, ତିର୍ତ୍ତୋଲରେ ହିମାଂଶୁ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ଆସନ୍ତା ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଏବଂତିର୍ତ୍ତୋଲ ଉପ ନିର୍ବାଚନ ପାଇଁ ସୋମବାର ପ୍ରାର୍ଥି ଘୋଷଣା କରିଛି କଂଗ୍ରେସ। ବାଲେଶ୍ୱର ସଦର ପାଇଁ ମମତା କୁଣ୍ଡୁଙ୍କୁ କଂଗ୍ରେସ ପ୍ରାର୍ଥି କରିଥିବାବେଳେ ତିର୍ତ୍ତୋଲ ପାଇଁ ହିମାଂଶୁ ଭୂଷଣ ମଲ୍ଲିକଙ୍କୁ ପ୍ରାର୍ଥି…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୫୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୨୪୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଯାଜପୁରରୁ ୧୩୭, ଖୋର୍ଦ୍ଧାରୁ ୧୨୪, ବାଲେଶ୍ୱର ଓ ସମ୍ବଲପୁରରୁ ୧୨୦ ଲେଖାଏ, କେନ୍ଦ୍ରାପଡ଼ା ଓ ପୁରୀରୁ ୧୧୪ ଲେଖାଏ, ସୁନ୍ଦରଗଡ଼ରୁ…

ପରପାରିରେ ପୂର୍ବତନ ବାଚସ୍ପତି ଶରତ କର

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କ ସୋମବାର ଅପରାହ୍ନରେ ପରଲୋକ ଘଟିଛି। ବାର୍ଦ୍ଧକ୍ୟରେ ପୀଡ଼ିତ କର ୮୧ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ  ମୃତ୍ୟୁ ବରଣ କରିଛନ୍ତି। ଏ ନେଇ ତାଙ୍କ ପୁଅ ସୁମନ କର…

କୃଷି ଆଇନ: କେନ୍ଦ୍ର ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ନୋଟିସ୍‌ ଜାରି, ୪ ସପ୍ତାହ ମଧ୍ୟରେ ଜବାବ ଦେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧୨।୧୦: କୃଷି ଆଇନ ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ସୋମବାର କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କରାଯାଇଛି। ଏହି ଆଇନର ବିରୋଧରେ ଦାଖଲ କରାଯାଇଥିବା ଆବେଦନର ବିଚାର କରି ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଡେଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ…

କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କ ପାଇଁ ଉପହାର: ଛୁଟି ବଦଳରେ ମିଳିବ ନଗଦ ଟଙ୍କା

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କ ପାଇଁ ସରକାର ଉପହାର ଘୋଷଣା କରିଛନ୍ତି। ଛୁଟି ବଦଳରେ କର୍ମଚାରୀଙ୍କୁ ନଗଦ ଟଙ୍କା ପ୍ରଦାନ କରାଯିବ। ଏନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୋମବାର ସୂଚନା ଦେଇଛନ୍ତି। ଏହା ସହିତ ସମସ୍ତ କର୍ମଚାରୀଙ୍କୁ ପାର୍ବଣ ଋତୁରେ…

ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ବାଲେଶ୍ୱରରେ ସ୍ବରୂପ, ତିର୍ତ୍ତୋଲରେ ବିଜୟ ଶଙ୍କର

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ସୋମବାର ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ତିର୍ତ୍ତୋଲରେ ବିଧାୟକ ସ୍ବର୍ଗତ ବିଷ୍ଣୁ ଦାସଙ୍କ ପୁୁଅ ବିଜୟ ଶଙ୍କର ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ…

ରାଜ୍ୟରେ କମୁନି କରୋନା: ଆଜି ଆଉ ୧୮ ଜୀବନ ନେଲା, ମୃତ୍ୟୁସଂଖ୍ୟା ୧୦୪୦କୁ ବୃଦ୍ଧି

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ କଟକ ଜିଲାରୁ…

ରାଜ୍ୟରେ ଆଜି ୨୪୨୩ ପଜିଟିଭ୍‌ ଚିହ୍ନଟ, ପୁଣି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୨୪୨୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪,୬୬୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୧୪୧୭ ଜଣ…

ଚାଇନା ସୀମାରେ ଭାରତର ୨୨ ପୋଲ: ଏଲ୍‌ଏସିରେ ଶୀଘ୍ର ପହଞ୍ଚିବ ଅସ୍ତ୍ରଶସ୍ତ୍ର

ନୂଆଦିଲ୍ଲୀ, ୧୨।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଏଣିକି ଭାରତୀୟ ଯବାନଙ୍କ ପାଖରେ ଶୀଘ୍ର ଆବଶ୍ୟକ ସହାୟତା ତଥା ଅସ୍ତ୍ରଶସ୍ତ୍ର ପହଞ୍ଚିପାରିବ। ଅରୁଣାଚଳଠାରୁ ଲଦାଖ ମଧ୍ୟରେ ସଡ଼କ ପଥର ବିକାଶ କାର୍ଯ୍ୟ ଅନ୍ତର୍ଗତ ୪୩ଟି ପୋଲ ନିର୍ମିତ ହୋଇଛି। ଏହି ପୋଲଗୁଡ଼ିକୁ ସୋମବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri