Home Middle

କରୋନାରେ ଅଜିତ୍‌ ସିଂଙ୍କ ପରଲୋକ…

ନୂଆଦିଲ୍ଲୀ,୬।୫: ରାଷ୍ଟ୍ରୀୟ ଲୋକଦଳ ମୁଖ୍ୟ ତଥା ପୂର୍ବ କେନ୍ଦ୍ରୀୟ ମନ୍ତ୍ରୀ ଚୌଧୁରୀ ଅଜିତ୍‌ ସିଂଙ୍କର ଗୁରୁବାର ସକାଳ ୬ଟାରେ ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଗତ ମଙ୍ଗଳବାର ରାତ୍ରରେ…

ତୃତୀୟ ଲହର: ଜଣାନାହିଁ କେବେ, ନିଶ୍ଚିତ ଆସିବ

ନୂଆଦିଲ୍ଲୀ, ୬।୫: ଦେଶରେ କରୋନା ସଂକ୍ରମଣର ତୃତୀୟ ଲହର ଅବଶ୍ୟମ୍ଭାବୀ ବୋଲି କେନ୍ଦ୍ର ସରକାରଙ୍କ ପ୍ରମୁଖ ବୈଜ୍ଞାନିକ ପରାମର୍ଶଦାତା ଡ. କେ. ବିଜୟରାଘବନ ବୁଧବାର ସତର୍କ କରାଇ ଦେଇଛନ୍ତି। ତେବେ କେବେଠାରୁ ତୃତୀୟ ଲହର ଆରମ୍ଭ ହେବ ସେ ନେଇ କୌଣସି…

ସୁରକ୍ଷାକର୍ମୀଙ୍କୁ ସଫଳତା: ଟଳିଲେ ୩ ଆତଙ୍କବାଦୀ

ଶ୍ରୀନଗର,୬।୫: ଜମ୍ମୁ-କଶ୍ମୀରର ଶୋପିଆନ ଜିଲାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ତିନିଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହାସହ ଜଣେ ଆତଙ୍କବାଦୀ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ତୌସିଫ ଅହମ୍ମଦ। ଶୋପିଆନର କନିଗାମରେ ଏହି ଏନକାଉଣ୍ଟର ହୋଇଥିଲା। ପୂର୍ବରୁ…

ସବୁ ରେକର୍ଡ ଭାଙ୍ଗିଲା କରୋନା: ରାଜ୍ୟରେ ଆଜି ୧୦,୫୨୧ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଗୁରୁବାର ରାଜ୍ୟରେ ୧୦,୫୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫,୯୪୫ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪,୫୭୬ଟି ହେଉଛି ଲୋକାଲ କେସ। ଅପରପକ୍ଷେ, ଲଗାତାର କିଛି ଦିନ…

ଦିଦି ନେଲେ କଡ଼ା ପଦକ୍ଷେପ: ଡିଜିପି-ଏଡିଜିଙ୍କୁ କଲେ ବଦଳି…

କୋଲକାତା,୫।୫: ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ମମତା ବାନାର୍ଜୀ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ସେ ଡିଜିପି ଏବଂ ଏଡିଜିଙ୍କୁ ବଦଳି କରିବା ସହିତ କରୋନା ସଂକ୍ରମଣକୁ ରୋକିବା ଲାଗି ରାଜ୍ୟରେ କଟକଣା…

ଦିଲ୍ଲୀ ସରକାରଙ୍କର ମୁମ୍ବାଇଠାରୁ ଶିଖିବାର ଆବଶ୍ୟକତା ରହିଛି…

ନୂଆଦିଲ୍ଲୀ,୫।୫: ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ଅକ୍ସିଜେନ୍‌ ଅଭାବ ନେଇ ସୁପ୍ରିମ୍‌କୋର୍ଟ ଦିଲ୍ଲୀ ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ମୁମ୍ବାଇ ସରକାରଙ୍କଠାରୁ ଦିଲ୍ଲୀ ସରକାର ଶିଖିବା ଆବଶ୍ୟକ ବୋଲି କୋର୍ଟ କହିଛନ୍ତି। କୌଣସି ଅଧିକାରୀଙ୍କ ବିରୋଧରେ ଅବମାନନା ଅଭିଯୋଗ ଆଣିବା କୋର୍ଟ ଚାହୁଁ ନାହାନ୍ତି…

ପଶ୍ଚିମବଙ୍ଗ ହିଂସା ପାଇଁ ନିର୍ବାଚନ ଆୟୋଗ ଦାୟୀ: ମମତା…

କୋଲକାତା,୫।୫: ପଶ୍ଚିମବଙ୍ଗରେ ଘଟିଥିବା ହିଂସା ପାଇଁ ନିର୍ବାଚନ ଆୟୋଗ ଦାୟୀ ବୋଲି ମୁଖ୍ୟମନ୍ତ୍ରୀ ମମତା ବନାର୍ଜୀ ରାଜ୍ୟପାଳ ଜଗଦୀପ୍‌ ଧାନଖାରଙ୍କୁ କହିଛନ୍ତି। ରାଜ୍ୟପାଳଙ୍କ ଏକ ପ୍ରଶ୍ନର ଉତ୍ତରରେ ମମତା ଏଭଳି ପ୍ରକାଶ କରିଛନ୍ତି। ରାଜ୍ୟର ସମସ୍ତ ପ୍ରଶାସନିକ ବ୍ୟବସ୍ଥା ଗତ ୩…

ରିଜର୍ଭ ବ୍ୟାଙ୍କର ବଡ଼ ଘୋଷଣା: ସ୍ବାସ୍ଥ୍ୟ ସୁବିଧା ଲାଗି ୫୦ ହଜାର କୋଟିର ଋଣ…

ନୂଆଦିଲ୍ଲୀ,୫।୫: ଦେଶରେ ଜାରି ରହିଥିବା କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଅର୍ଥବ୍ୟବସ୍ଥା ପ୍ରଭାବିତ ହୋଇଥିବା ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାଶ ବୁଧବାର ଏକ ଗଣମାଧ୍ୟମ ସମ୍ମିଳିନୀରେ ସୂଚନା ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ୨୦୨୨ ମାର୍ଚ୍ଚ ପର୍ଯ୍ୟନ୍ତ ସ୍ବାସ୍ଥ୍ୟ…

ତୃତୀୟ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମମତା …

କୋଲକାତା,୫।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ତୃଣମୂଳ କଂଗ୍ରେସ ଅଧ୍ୟକ୍ଷା ମମତା ବାନାର୍ଜୀ ତୃତୀୟ ଥର ପାଇଁ ବୁଧବାର ୧୦ଟା ୪୫ରେ ଶପଥ ଗ୍ରହଣ କରିଛନ୍ତି। ରାଜଭବନରେ ରାଜ୍ୟପାଳ ଜଗଦୀପ୍‌ ଧାନଖାର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। କରୋନା…

ପଞ୍ଚାୟତ ନିର୍ବାଚନ: ଏସ୍‌ପି ଆଗରେ, ଭାଜପା ପଛରେ…

ଲକ୍ଷ୍ନୌ,୫।୫: ଉତ୍ତରପ୍ରଦେଶ ପଞ୍ଚାୟତ ନିର୍ବାଚନରେ ଭାଜପାକୁ ସମାଜବାଦୀ ପାର୍ଟି (ଏସ୍‌ପି) ପଛରେ ପକାଇ ଆଗୁଆ ରହିଛି। ରାଜ୍ୟର ୭୫ ଜନପଦରେ ଥିବା ମୋଟ ୩୦୫୦ ଆସନ ମଧ୍ୟରୁ ଏସ୍‌ପି ଖାତାକୁ ୭୪୭ ଆସନ ଯାଇଛି। ସେହିପରି ଭାଜପା ୬୬୬ ଆସନରେ ବିଜୟୀ…

କରୋନା ତାଣ୍ଡବ: ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି…

ନୂଆଦିଲ୍ଲୀ,୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା…

ଏନ୍‌୪୪୦କେ ଭାରିଆଣ୍ଟ ୧୫ଗୁଣ ଅଧିକ ପ୍ରାଣଘାତୀ

ହାଇଦ୍ରାବାଦ, ୫।୫: ବିଭିନ୍ନ ଦେଶରେ ସାର୍ସ-କୋଭ୍‌-୨ ଭୂତାଣୁର ବିଭିନ୍ନ ଭାରିଆଣ୍ଟ ଦେଖିବାକୁ ମିଳୁଛି। ଭୂତାଣୁର ନୂଆ ରୂପ ଅଧିକ ଭୟଙ୍କର ହେଉଛି। ଭାରତର ଦକ୍ଷିଣ ଭାଗରେ କେତେକ ସ୍ଥାନରେ ଏନ୍‌୪୪୦କେ ଭାରିଆଣ୍ଟ ଚିହ୍ନଟ ହୋଇଛି, ଯାହା ପୂର୍ବ ଭୂତାଣୁ ଅପେକ୍ଷା ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?