Home Middle

କେନ୍ଦ୍ର କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ଜାଣନ୍ତୁ କେଉଁ ପ୍ରସ୍ତାବ ଉପରେ ଲାଗିଲା ମୋହର

ନୂଆଦିଲ୍ଲୀ,୬ା୮: ଦେଶରେ କମ୍ପ୍ରେସଡ୍‌ ବାୟୋଗ୍ୟାସ୍‌ (ସିବିଜି) ଉତ୍ପାଦନକୁ ତ୍ୱରାନ୍ବିତ କରିବା ଏବଂ ଜୀବାଶ୍ମ ଇନ୍ଧନ ଆମଦାନୀ ଉପରୁ ନିର୍ଭରଶୀଳତା ହ୍ରାସ କରିବା ପାଇଁ କେନ୍ଦ୍ର କ୍ୟାବିନେଟ ଗୁରୁବାର ୨୩,୭୩୧ କୋଟି ଟଙ୍କାର ଏକ ବୃହତ୍‌ ଜାତୀୟ ଯୋଜନାକୁ ମଞ୍ଜୁରୀ ଦେଇଛିି। କୃଷି…

ୟୁପିଆଇ ଉପରେ ଶୁଳ୍କ ଲାଗୁ ନେଇ ଲୋକ ସଭାରେ ବିଲ୍‌ ପାରିତ

ନୂଆଦିଲ୍ଲୀ, ୭ା୮(ପି.ଟି.): ଗୁରୁବାର ଅପରାହ୍ନ ୨ଟାରେ ଗୃହ କାର୍ଯ୍ୟ ପୁନଃ ଆରମ୍ଭ ହେବା ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ‘କର ଓ ଅନ୍ୟାନ୍ୟ ଆଇନ (ସଂଶୋଧନ) ବିଲ୍‌, ୨୦୨୬’ କୁ ଆଲୋଚନା ଓ ଅନୁମୋଦନ ପାଇଁ ଆଗତ କରିଥିଲେ। ଏହି ବିଲ୍‌ରେ…

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା। ରିଲ ଶେୟାର କରିବା ସମୟରେ, ପ୍ରଧାନମନ୍ତ୍ରୀ ମୋଦି ଉଲ୍ଲେଖ କରିଥିଲେ ଯେ ଅଗଷ୍ଟ…

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ସରକାର ରାଜ୍ୟ ସଭାକୁ ସୂଚନା ଦେଇଥିଲେ ଯେ 2026ରେ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୮: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ। ସେମାନେ ଦ୍ୱିପାକ୍ଷିକ ସମ୍ପର୍କ ଏବଂ ଦୁଇ ରାଷ୍ଟ୍ର ମଧ୍ୟରେ ରଣନୈତିକ ସହଭାଗୀତା ଉପରେ ଆଲୋଚନା…

ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି ଖବର: ଏତିକି ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ ବଢ଼ିଯିବ ଦରମା

ନୂଆଦିଲ୍ଲୀ,୬।୮: କେନ୍ଦ୍ର ସରକାରଙ୍କ ୧ କୋଟିରୁ ଅଧିକ କର୍ମଚାରୀ ଓ ପେନନସନଭୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତିର ଖବର ଆସିଛି। ଜୁଲାଇ ୨୦୨୬ରୁ ସେମାନଙ୍କ ମହଙ୍ଗା ଭତ୍ତା (DA) ବୃଦ୍ଧି ପାଇବାର ରାସ୍ତା ପ୍ରାୟ ସ୍ପଷ୍ଟ ହୋଇଯାଇଛି। ଲେବର ବ୍ୟୁରୋ ଜୁନ ୨୦୨୬ର…

କୋର୍ଟଙ୍କ ବଡ଼ ନିଷ୍ପତ୍ତି: ଏଣିକି ଟ୍ରେନ୍‌ରେ ଲଗେଜ୍‌ ଚୋରି ହେଲେ ଜରିମାନା ଦେବ ରେଳ ବିଭାଗ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ…

ନୂଆଦିଲ୍ଲୀ,୬ା୮: ଯଦି ଆପଣ ଟ୍ରେନରେ ଯାତ୍ରା କରୁଛନ୍ତି ଆଉ ଏହି ସମୟରେ ଆପଣଙ୍କ ବ୍ୟାଗ କିମ୍ବା ମୂଲ୍ୟବାନ ଜିନିଷ ଚୋରି ହୋଇଯାଉଛି, ତେବେ ଆଉ ଚିନ୍ତା ନାହିଁ। ଏଣିକି ଟ୍ରେନ୍‌ରେ ଲଗେଜ୍‌ ଚୋରି ହେଲେ ରେଳ ବିଭାଗ କ୍ଷତିପୂରଣ ଭରଣା କରିବ।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର ନୂଆ ଦର ମଧ୍ୟ ପ୍ରକାଶ ପାଇଛି। ଇରାନ ଯୁଦ୍ଧ କାରଣରୁ ସପ୍ଲାଇ ଚେନ୍‌ରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ ଆକାଶପଥରେ ଏକ ଯାତ୍ରୀବାହୀ ବିମାନର ଏକ ମାଇଲରୁ ମଧ୍ୟ କମ ଦୂରତାରେ ପହଞ୍ଚିଯାଇଥିଲା।…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ ସହରରେ ପେଟ୍ରୋଲ ଏବଂ ଡିଜେଲ ଦରରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଆଜି…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ସନ୍ଧ୍ୟା ୫ଟାରେ ରାଜ୍ୟ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି। ସରକାରୀ ସଂସ୍ଥାଗୁଡ଼ିକ ଉପରେ ଜନସାଧାରଣଙ୍କ ଆସ୍ଥା ହ୍ରାସ, ଇଥାନଲ ମିଶ୍ରିତ ଇନ୍ଧନ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?