Home Middle

‘ଭାଜପାକୁ ରାଜନୈତିକ ଅମ୍ଳଜାନ ଆବଶ୍ୟକ’

କୋଲକାତା, ୫।୫: ପଶ୍ଚିମବଙ୍ଗ ଜନସାଧାରଣ ଭାଜପାକୁ ପ୍ରତ୍ୟାଖ୍ୟାନ କରିଥିବା ନିର୍ବାଚନ ଫଳାଫଳରୁ ସ୍ପଷ୍ଟ ହୋଇଛି। ଭାଜପାକୁ ଏବେ ରାଜନୈତିକ ଅମ୍ଳଜାନ ଆବଶ୍ୟକ ବୋଲି ତୃଣମୂଳ କଂଗ୍ରେସ ନେତ୍ରୀ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ଭାଜପା ହାରିପାରେ ନିର୍ବାଚନ ଫଳାଫଳ ତାହା…

ଭୂତାଣୁଠୁ ଅଧିକ ଲକ୍‌ଡାଉନ୍‌ ଭୟ

ନୂଆଦିଲ୍ଲୀ,୫ା୫: ଦେଶରେ ଥମୁନାହିଁ କରୋନା ଭାଇରସ୍‌ ତାଣ୍ଡବ। ପ୍ରତିଦିନ ଲକ୍ଷ ଲକ୍ଷ ନୂଆ ମାମଲା ସାମ୍ନାକୁ ଆସୁଥିବାବେଳେ ମୃତ୍ୟୁସଂଖ୍ୟାରେ ମଧ୍ୟ ରୋକ ଲଗାଯାଇ ପାରୁନାହିଁ। ଭୂତାଣୁ ସଂକ୍ରମଣ ରୋକିବା ଲାଗି କେତେକ ରାଜ୍ୟରେ ଆଂଶିକ, ସପ୍ତାହାନ୍ତ କିମ୍ବା ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଜାରି…

ଅଷ୍ଟ୍ରିଚ୍‌ ଭଳି ତୁମେ ମୁହଁ ପୋତିପାରିବ

ନୂଆଦିଲ୍ଲୀ,୫ା୫: ତୁମେ ଅଷ୍ଟ୍ରିଚ୍‌ (ଓଟପକ୍ଷୀ) ଭଳି ବାଲିରେ ମୁଣ୍ଡ ପୋତିପାରିବ। କିନ୍ତୁ ଆମେ ପାରିବୁ ନାହିଁ ବୋଲି ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି ଦିଲ୍ଲୀ ହାଇକୋର୍ଟ। ଦିଲ୍ଲୀରେ ମେଡିକାଲ ଅକ୍ସିଜେନ ଅଭାବରୁ ଚିକିତ୍ସାଧୀନ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ…

ରାଜ୍ୟରେ ଆଜି ୯,୮୮୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ମଙ୍ଗଳବାର ରାଜ୍ୟରେ ୯,୮୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫,୬୧୧ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪,୨୭୮ଟି ହେଉଛି ଲୋକାଲ କେସ। ଅପରପକ୍ଷେ, ଲଗାତାର କିଛି ଦିନ…

ଆଜିଠୁ ରାଜ୍ୟରେ ଲକ୍‌ଡାଉନ: ସାଧାରଣ ଯାତାୟାତ ଉପରେ କଟକଣା

ଭୁବନେଶ୍ୱର,୫/୫(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ବେଳକୁ ବେଳ ମାଡ଼ି ଚାଲିଛି। କିଛିଦିନ ହେବ ରାଜ୍ୟରେ ଦୈନିକ ସଂକ୍ରମଣ ହାର ୮ହଜାର ଉପରେ ରହୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାରଠାରୁ ମେ’ ୧୯ତାରିଖ ସକାଳ ୫ଟା ଯାଏ ସମଗ୍ର ରାଜ୍ୟରେ ଲକ୍‌ଡାଉନ…

ନିର୍ବାଚନ ସରିଲା, ତେଲ ଦର ବଢ଼ିଲା

ଭୁବନେଶ୍ୱର,(ବ୍ୟୁରୋ) ନୂଆଦିଲ୍ଲୀ,୫ା୫: ଦେଶବାସୀ ଯାହା ଆଶଙ୍କା କରୁଥିଲେ ତାହା ବର୍ତ୍ତମାନ ସତ ହୋଇଛି। ପଶ୍ଚିମବଙ୍ଗ ସମେତ ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ବିଧାନସଭା ନିର୍ବାଚନ ପାଇଁ ଦେଶ ମଧ୍ୟରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଥିଲା।…

‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବା ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୫(ବ୍ୟୁରୋ): ଯଶସ୍ବୀ ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡ଼ିଆ ସାହିତି୍ୟକମାନଙ୍କୁ ଏହି…

ବିସିସିଆଇ ନେଲା ବଡ଼ ନିଷ୍ପତ୍ତି: ଆଇପିଏଲ୍‌ ସ୍ଥଗିତ

ନୂଆଦିଲ୍ଲୀ,୪।୫: କରୋନା ସଙ୍କଟ ମଧ୍ୟରେ ଆଇପିଏଲ୍‌ ସ୍ଥଗିତ ରଖିଛି ବିସିସିଆଇ। ଗତ କିଛିଦିନ ହେବ ଅଧିକାଂଶ ଟିମ୍‌ର ଖେଳାଳି କରୋନା ଆକ୍ରାନ୍ତ ହୋଇଥିଲେ। ଏହାପରେ ଏଭଳି ନିଷ୍ପତ୍ତି ନେଇଛି ବିସିସିଆଇ। ଆଇପିଏଲ୍‌ର ୧୪ତମ ସିଜିନର ୨୯ଟି ମ୍ୟାଚ୍‌ ସଫଳତାର ସହ ଖେଳାଯାଇଛି।…

କମୁନି କରୋନା ଗ୍ରାଫ୍‌: ରାଜ୍ୟରେ ଆଜି ୮,୨୧୬ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ମଙ୍ଗଳବାର ରାଜ୍ୟରେ ୮,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪,୬୮୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୩,୫୩୨ଟି ହେଉଛି ଲୋକାଲ କେସ। ଅପରପକ୍ଷେ, ଲଗାତାର କିଛି ଦିନ…

୨ କୋଟି ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ଦିନକରେ ୩.୫୭ ଲକ୍ଷ ସଂକ୍ରମିତ, ୩,୪୪୯ ମୃତ

ନୂଆଦିଲ୍ଲୀ,୪।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର…

ବିଲ୍ ଗେଟ୍ସ-ମିଲିଣ୍ଡା ଗେଟ୍ସ ଅଲଗା ହେଲେ

ୱାଶିଂଟନ, ୪ ।୫: ମାଇକ୍ରୋସଫ୍ଟ କର୍ପୋରେଶନର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ଏବଂ ତାଙ୍କ ସ୍ତ୍ରୀ ମିଲିଣ୍ଡା ଗେଟ୍ସ ଙ୍କ ଦୀର୍ଘ ୨୭ ବର୍ଷର ଦାମ୍ପତ୍ୟ ଜୀବନରେ ଶେଷରେ ଭଟ୍ଟା ଆସିଛି। ଉଭୟ ପରସ୍ପରଠାରୁ ଅଲଗା ହେବା ସମ୍ପର୍କରେ ଘୋଷଣା କରିଛନ୍ତିି।…

ପିପିଲି ଉପନିର୍ବାଚନ ସ୍ଥଗିତ

ଭୁବନେଶ୍ୱର,୩।୫: ପିପିଲି ଉପନିର୍ବାଚନକୁ ସୋମବାର ସ୍ଥଗିତ ରଖାଯାଇଛି। ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ରିପୋର୍ଟ ଆଧାରରେ ରାଜ୍ୟରେ କୋଭିଡ୍‌ ଲକ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ଭାରତୀୟ ନିର୍ବାଚନ କମିଶନ ପିପିଲି ଉପନିର୍ବାଚନକୁ ସ୍ଥଗିତ କରିଛନ୍ତି। ମେ ୧୬ରେ ପିପିଲି ଉପନିର୍ବାଚନ ହେବାର ଥିଲା। ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?