Home Middle

ସବୁ ରେକର୍ଡ ଭାଙ୍ଗିଲା କରୋନା: ଏବେ ୪ ଲକ୍ଷ ମୁହାଁ…

ନୂଆଦିଲ୍ଲୀ,୨୯।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେଲଗାମ୍‌ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଲଗାତାର ୮ ଦିନ ଧରି ଦେଶରେ…

ଆଜି ବି ୬ ହଜାର ଉପରେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଗୁରୁବାର ରାଜ୍ୟରେ ୬୯୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ, ଲଗାତାର କିଛି ଦିନ ଧରି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୧୯…

ଶୁଖିବାକୁ ବସିଛି କାନଝରୀ ଡ୍ୟାମ୍‌

କେନ୍ଦୁଝର, ୨୯।୪ (ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାନଝରୀ ଜଳସେଚନ ପ୍ରକଳ୍ପ ବିଭିନ୍ନ କାରଣରୁ ଶୁଖିବାକୁ ବସିଛି। ବର୍ଷା ଅଭାବରୁ କାନଝରୀ ନଦୀର ଜଳସ୍ରୋତ ପ୍ରବାହ ବନ୍ଦ ହୋଇ ଯାଇଥିବାରୁ ବନ୍ଧକୁ ଜଳ ପ୍ରବେଶ କରୁନାହିଁ। ଫଳରେ ଡ୍ୟାମର ଜଳଧାରଣ…

୫ ଜଣ ଏକାଠି ହେଲେ କାର୍ଯ୍ୟାନୁଷ୍ଠାନ

କେନ୍ଦୁଝର, ୨୯।୪ (ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାରେ କରୋନାର ଦ୍ୱିତୀୟ ଲହରରେ ସ୍ଥିତି ଗୁରୁତର ହୋଇ ପଡୁଛି। ବିଶେଷ କରି ସହରାଞ୍ଚଳରେ କରନା ସଂଖ୍ୟା ଅଧିକ ଥିବାରୁ ଏହାର ସ୍ଥିତି ଅଧିକ ଗୁରୁତର ହୋଇ ପଡୁଛି। ଏଥିପାଇଁ ଜିଲାପାଳ ଆଶିଷ ଠାକରେ ଏକ…

ସଙ୍ଗିନ ହେଉଛି ସ୍ଥିତି

ଅନୁଗୋଳ ଅଫିସ, ୨୯।୪: ଅନୁଗୋଳ ଜିଲାରେ କରୋନା ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଗତ ଦୁଇଦିନ ଭିତରେ ସଂକ୍ରମଣ ୭୦୦ ପାର୍‌ କରିଛି। ମଙ୍ଗଳବାର ୨ୟ ଲହରରେ ରେକର୍ଡ ସଂଖ୍ୟକ ସଂକ୍ରମିତ (୩୯୩) ଚିହ୍ନଟ ହୋଇଥିବାବେଳେ ବୁଧବାର ୩୩୬ ଜଣ ପଜିଟିଭ୍‌…

ଜୀବନ ବଞ୍ଚାଉଛି ଚୁଆପାଣି

କପ୍ତିପଦା,୨୯ା୪(ଡି.ଏନ୍‌.ଏ.)- ମୟୂୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଶରତ ପଞ୍ଚାୟତର ଅଶ୍ୱକୋଟୀ ସାରଜମଡ଼ି ଗ୍ରାମ ଏବେ ବି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଛି। ଏଠାରେ ବାସ କରୁଥିବା ଆଦିବାସୀ ସମ୍ପ୍ରଦାୟର ୩୦୦ ଊର୍ଦ୍ଧ୍ୱ ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

କମିଲା କରୋନା ଟିକାର ଦାମ୍‌

ନୂଆଦିଲ୍ଲୀ,୨୮।୪: ସିରମ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ ପକ୍ଷରୁ କୋଭିଶିଲ୍ଡ ଟିକାର ଦାମ୍‌କୁ ବୁଧବାର ହ୍ରାସ କରାଯାଇଛି। ଏନେଇ ଏକ ଟେଲିଭିଜନ ଚ୍ୟାନେଲକୁ ସାକ୍ଷାତକାର ଦେବା ଅବସରରେ କୋଭିଶିଲ୍ଟ ଟିକା କମ୍ପାନୀର ସିଇଓ ଅଦର ପୁନାୱାଲା ଏହି ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ…

ଏପ୍ରିଲ୍‌ ୨୯ ସନ୍ଧ୍ୟାରୁ ଲକ୍‌ଡାଉନ୍‌…

ପଣଜୀ,୨୮।୪: ଦେଶରେ କରୋନା ସଂକ୍ରମଣ ବଢୁଥିବାରୁ କେତେକ ରାଜ୍ୟରେ ଲକ୍‌ଡାଉନ୍‌ ଏବଂ କର୍ଫ୍ୟୁ ଘୋଷଣା କରାଯାଇଛି। ଏପରିସ୍ଥଳେ ଗୋଆରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ୬ ଦିନିଆ ଲକ୍‌ଡାଉନ୍‌ ଜାରି ସମ୍ପର୍କରେ ବୁଧବାର ଘୋଷଣା କରିଛନ୍ତି। ଏପ୍ରିଲ୍‌ ୨୯…

ସତର୍କ ରୁହନ୍ତୁ, ଆର୍‌ଟି-ପିସିଆର୍‌ ରିପୋର୍ଟ ନେଗେଟିଭ୍‌ ହେଲେ ବି ହେବ କରୋନା ସଂକ୍ରମଣ…

ନୂଆଦିଲ୍ଲୀ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। କରୋନା ଭୂତାଣୁ ସଂକ୍ରମଣ ରୋକିବା କଷ୍ଟକର ହୋଇପଡ଼ିଛି। ଏପରିସ୍ଥଳେ ଦିଲ୍ଲୀ ଏମ୍ସ୍‌ର ନିର୍ଦ୍ଦେଶକ ଡ. ରଣଦୀପ୍‌ ଗୁଲେରିଆ କହିଛନ୍ତି ଯେ, କରୋନାର ନୂଆ ଷ୍ଟ୍ରେନ୍‌ ଆର୍‌ଟି-ପିସିଆର୍‌…

ସାବଧାନ ! ବନ୍ଦ ଘରେ ଅଧିକ-ଖୋଲା ପବନରେ କମ୍‌ ସଂକ୍ରମଣ ଆଶଙ୍କା…

ଓ୍ବାଶିଂଟନ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। କରୋନା ଭୂତାଣୁ ସଂକ୍ରମଣ ବନ୍ଦ ଘରେ ଅଧିକ ହୋଇଥାଏ। ଅପରପକ୍ଷରେ ବାହାର ଖୋଲା ପବନରେ ସଂକ୍ରମଣ ଆଶଙ୍କା କମ୍‌ ରହିଥାଏ। ବନ୍ଦ ଘରେ ସଂକ୍ରମଣ ହେବା…

୧୫୦ ଜିଲାରେ ଜାରି ହେବ ଲକ୍‌ଡାଉନ୍‌: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦେଲା ପ୍ରସ୍ତାବ…

ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶର ୧୫୦ଟି ଜିଲାରେ ଲକ୍‌ଡାଉନ୍‌ ଜାରି କରିବା ଲାଗି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ୧୫ ପ୍ରତିଶତ…

୩୧ ମେ’ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ କ୍ଲାସ୍‌ ବନ୍ଦ…

ଭୋପାଳ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସମସ୍ତ ସ୍କୁଲ କଲେଜକୁ ବନ୍ଦ କରି ଦିଆଯାଇଛି। ଏପରିସ୍ଥଳେ ପ୍ରଥମରୁ ଆରମ୍ଭ କରି ନବମ ଏବଂ ଏକାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଅନ୍‌ଲାଇନ୍‌ କ୍ଲାସ୍‌ ଜାରି ରହିଛି। ତେବେ ମହାମାରୀ ସଙ୍କଟ ସମୟରେ ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?