Home Middle

ନୌଗାମ୍‌ ସେକ୍ଟରରେ ପାକିସ୍ତାନର ମୋର୍ଟାର ଶେଲିଂ ମାଡ଼: ୨ ଯବାନ ଶହୀଦ୍‌, ୪ ଆହତ

ଶ୍ରୀନଗର, ୧।୧୦: ଜମ୍ମୁ-କଶ୍ମୀରରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଉତ୍ତର କଶ୍ମୀରର କୁପଓ୍ବାର ଜିଲାର ନୌଗାମ୍‌ ସେକ୍ଟରରେ ଭାରତୀୟ ପୋଷ୍ଟ ଏବଂ ସୀମାବର୍ତ୍ତୀ ଗାଁଗୁଡ଼ିକ ଉପରେ ପାକିସ୍ତାନ ମୋର୍ଟାର ଶେଲିଂ ମାଡ଼ କରିଛି। ଏଥିରେ ୨ ଜଣ ଭାରତୀୟ ଯବାନ…

ପ୍ରାକୃତିକ ପରିବେଶର ସଂରକ୍ଷଣ କଲେ ହିଁ କରୋନା ଭଳି ମହାମାରୀ ହଟିବ

ଜେନେଭା, ୧।୧୦: ପ୍ରାକୃତିକ ପରିବେଶର ସଂରକ୍ଷଣ କଲେ ହିଁ କରୋନା ଭଳି ମହାମାରୀ ପୃଥିବୀରୁ ହଟିପାରିବ। ଏନେଇ କେନ୍ଦ୍ରୀୟ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭେଡ୍‌କର ଜାତିସଂଘର ଜୈବ ବିବିଧତା ଶିଖର ସମ୍ମିଳନୀରେ ଯୋଗଦେଇ ମତପୋଷଣ କରିଛନ୍ତି। ମଣିଷ ନିଜ ସୁବିଧା ପାଇଁ…

ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର,୧ା୧୦(ଡି.ଏନ୍‌.ଏ.): ଦୀର୍ଘ ୭ ମାସ ପରେ ଗୁରୁବାରଠାରୁ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିଛି। ମାତ୍ର ଏବେ ସମସ୍ତ ପର୍ଯ୍ୟଟକଙ୍କୁ ଭିତରକନିକା ମଧ୍ୟକୁ ପ୍ରବେଶ ଅନୁମତି ମିଳିବ ନାହିଁ। କେବଳ ରାତ୍ରିଯାପନ ପାଇଁ ଆସୁଥିବା ପର୍ଯ୍ୟଟକଙ୍କୁ ଏହି ଅନୁମତି ମିଳିବ ବୋଲି ପ୍ରଶାସନ…

CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୩୬୧୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୩୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୧୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୯୭ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

ଦିଲ୍ଲୀ-ପଞ୍ଜାବ-କେରଳରେ କରୋନାର ଦୋହରା ମାଡ଼: ପାର୍ବଣଋତୁରେ ଅଧିକ ସଂକ୍ରମଣ ଆଶଙ୍କା

ନୂଆଦିଲ୍ଲୀ, ୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଇତିମଧ୍ୟରେ ଦିଲ୍ଲୀ, ପଞ୍ଜାବ ଏବଂ କେରଳରେ କରୋନାର ଦୋହରା ମାଡ଼ ଆରମ୍ଭ ହୋଇଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୩ ଲକ୍ଷ ୧୨ ହଜାର ୫୮୫ରେ ପହଞ୍ଚିଛି।…

ଏଲ୍‌ଓସିରେ ଅସ୍ତ୍ରବିରତି ଉଲ୍ଲଂଘନ: ଜଣେ ଲାନ୍ସ୍‌ ନାଏକ ଶହୀଦ୍‌

ଶ୍ରୀନଗର, ୧।୧୦: ଜମ୍ମୁ-କଶ୍ମୀରସ୍ଥିତ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି। ଏଲ୍‌ଓସିର ପୁଞ୍ଚ୍‌ ଜିଲାର ମାନକୋଟ ସେକ୍ଟର ଏବଂ କ୍ରିଷ୍ଣାଘାଟି ସେକ୍ଟରଠାରେ ଥିବା ଭାରତୀୟ ଫରଓ୍ବାର୍ଡ ପୋଷ୍ଟକୁ ଲକ୍ଷ୍ୟ କରି ପାକିସ୍ତାନ ପଟୁ ମୋର୍ଟାର ଶେଲିଂ ମାଡ଼…

ପରିଚୟ ହରାଇବ ହୋମିଓପ୍ୟାଥିକ ମେଡିକାଲ କଲେଜ

ବାରିପଦା ଅଫିସ,୧।୧୦-କେନ୍ଦ୍ର ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଭିତ୍ତିଭୂମିର ଅଭାବ ଥିବା ଦର୍ଶାଇ ବେସରକାରୀ ହୋମିଓପ୍ୟାଥିକ ଭେଷଜ ମହାବିଦ୍ୟାଳୟରେ ଆଡମିଶନ ବନ୍ଦ କରି ଦିଆଯାଇଛି। ଏହାକୁ ପୁନର୍ବାର ଚାଲୁ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ଅଣ୍ଡଟେକିଙ୍ଗ ଦେବା ପାଇଁ ଆୟୁଷ ମନ୍ତ୍ରଣାଳୟ…

ଅନ୍‌ଲକ-୫ ଗାଇଡଲାଇନ ଜାରି: ଅକ୍ଟୋବର ୧୫ରୁ ଖୋଲିବ ସିନେମା ହଲ

ନୂଆଦିଲ୍ଲୀ,୩୦।୯- କେନ୍ଦ୍ର ସରକାର ବୁଧବାର ଅନ୍‌ଲକ-୫ ଗାଇଡଲାଇନ ଜାରି କରିଛନ୍ତି। ସ୍କୁଲ ଖୋଲିବା ସମ୍ପର୍କରେ ରାଜ୍ୟ ସରକାରମାନେ ନିଷ୍ପତ୍ତି ନେଇପାରିବେ ବୋଲି ଅନୁମତି ଦିଆଯାଇଛି। ସେହିପରି ଅକ୍ଟୋବର ୧୫ରୁ ସିନେମା ହଲ ଓ ଥିଏଟର ଖୋଲିବା ପାଇଁ କେନ୍ଦ୍ର ସରକାର ଅନୁମତି…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୨୧୯ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୩୦।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୨୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୯୪, ପୁରୀରୁ ୨୬୪, ଝାରସୁଗୁଡାରୁ ୨୩୨, ଅନୁଗୋଳରୁ ୨୦୯, ଜଗତସିଂହପୁରରୁ ୧୬୩, କେନ୍ଦ୍ରାପଡାରୁ ୧୬୧, ମୟୂରଭଞ୍ଜରୁ ୧୫୩, ରାୟଗଡାରୁ…

ରାଜଧାନୀରୁ ଆଜି ୩୬୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୩୦।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୭୫ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୯୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଶେଷ ଦିନରେ ଶେଷ ରାୟ ଦେଲେ ବିଚାରପତି ସୁରେନ୍ଦ୍ର: ହୋଇ ନ ଥିଲା ଷଡ଼ଯନ୍ତ୍ର, ସମସ୍ତ ଅଭିଯୁକ୍ତ ଖଲାସ

ନୂଆଦିଲ୍ଲୀ, ୩୦।୯: ଗତ ୨୮ ବର୍ଷ ତଳେ ଘଟିଥିବା ବାବ୍ରି ମସଜିଦ୍‌ ଭଙ୍ଗା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ମସଜିଦ୍‌ ଭଙ୍ଗା ପାଇଁ ଷଡ଼ଯନ୍ତ୍ର ହୋଇଥିଲା ନା କରସେବକଙ୍କ ମଧ୍ୟରେ ଦୀର୍ଘଦିନ ଧରି ସୃଷ୍ଟି ହୋଇଥିବା କ୍ରୋଧ ଯୋଗୁ ଏଭଳି…

CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୩୪୪୩ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୯(ବ୍ୟୁରୋ): ରାଜ୍ୟରେ ପୁଣି ୩୪୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୨୬ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri