Home Middle

ଓଡ଼ିଶାରେ ୧୮ରୁ ୪୪ ବୟସ୍କଙ୍କୁ ମିଳିବ ମାଗଣା ଟିକା

ଭୁବନେଶ୍ୱର,୨୫ା୪: ରାଜ୍ୟବାସୀଙ୍କୁ ସମ୍ବୋଧନ କରି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ସନ୍ଧ୍ୟାରେ ଏକ ବଡ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମେ’ ୧ ତାରିଖରେ ସାରା ଦେଶରେ ୧୮ରୁ ୪୪ ବର୍ଷ ବୟସର ସମସ୍ତ ନାଗରିକଙ୍କୁ କରୋନା ଟିକା ଦିଆଯିବ।…

କେବେ ମିଳିବ କରୋନାରୁ ମୁକ୍ତି, ବିଶେଷଜ୍ଞ କହିଲେ ଏଭଳି …

ନୂଆଦିଲ୍ଲୀ,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଅବସ୍ଥା ବେଲଗାମ୍‌ ହେବାରେ ଲାଗିଥିବାବେଳେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷରୁ ଅଧିକ ରହିବା ସହିତ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଏପରିସ୍ଥଳେ କରୋନା ମହାମାରୀରୁ କେବେ ମୁକ୍ତି ମିଳିବ ସେ…

ବଡ଼ ନିଷ୍ପତ୍ତି ନେଲେ ମୋଦି ସରକାର: ହସ୍ପିଟାଲରେ ନିର୍ମାଣ ହେବ ୫୫୧ ଅକ୍ସିଜେନ୍‌ ପ୍ଲାଣ୍ଟ୍‌…

ନୂଆଦିଲ୍ଳୀ,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଅବସ୍ଥା ଅଣାୟତ୍ତ ହେବାରେ ଲାଗିଥିବାବେଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ୍‌ ଅଭାବ ଯୋଗୁ କରୋନା ଆକ୍ରାନ୍ତଙ୍କ ସମେତ ଅନ୍ୟ ରୋଗୀଙ୍କ ମୃତ୍ୟୁ ଘଟୁଛି। ତେବେ ଅକ୍ସିଜେନ୍‌ ଯୋଗାଣ ତ୍ୱରାନ୍ବିତ ହେବା ଯୋଗୁ ଏବେ ସ୍ଥିତିରେ…

ପାର୍କରେ ହେବ ଅନ୍ତିମ ସଂସ୍କାର: ପ୍ରଶାସନର ନିଷ୍ପତ୍ତି…

ନୂଆଦିଲ୍ଳୀ,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଅବସ୍ଥା ଅଣାୟତ୍ତ ହେବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଶ୍ମଶାନରେ ମୃତକଙ୍କ ଅନ୍ତିିମ ସଂସ୍କାର କରିବା ଲାଗି ଘଣ୍ଟା ଘଣ୍ଟା…

କରୋନା ଲଢ଼େଇରେ ମହିଳା ଆଗରେ: ପୁରୁଷଙ୍କ ତୁଳନାରେ ଅଧିକ ଆଣ୍ଟିବଡ଼ି…

ନୂଆଦିଲ୍ଳୀ,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଅବସ୍ଥା ଅଣାୟତ୍ତ ହେବାରେ ଲାଗିଛି। ତେବେ କରୋନା ଲଢ଼େଇରେ ମହିଳା ଆଗରେ ରହିଛନ୍ତି। ମହିଳାଙ୍କ ତୁଳନାରେ ଅଧିକ ପୁରୁଷ କରୋନାରେ ଆକ୍ରାନ୍ତ ହୋଇଥାନ୍ତି ବୋଲି ମୁମ୍ବାଇ ମହାନଗର ନିଗମରେ ହୋଇଥିବା ଏକ ସେରୋ…

ରାଜଧାନୀରେ ପୁଣି ସପ୍ତାହେ ବଢ଼ିଲା ଲକ୍‌ଡାଉନ୍‌…

ନୂଆଦିଲ୍ଳୀ,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ରାଜଧାନୀ ଦିଲ୍ଲୀରେ ଅବସ୍ଥା ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଲାଗୁ ହୋଇଥିବା ଲକ୍‌ ଡ଼ାଉନ୍‌ ସମୟସୀମାକୁ ପୁଣି ସପ୍ତାହେ ପାଇଁ ବଢ଼ାଇବା ସମ୍ପର୍କରେ ରବିବାର ଘୋଷଣା କରିଛନ୍ତି। ଫଳରେ ଏଠାରେ…

ଧାଡ଼ିଧାଡ଼ି ମୃତଦେହ: କରୋନା ଲଢ଼େଇରେ ହାରି ଯାଉଛନ୍ତି ଆକ୍ରାନ୍ତ…

ଗାଜିଆବାଦ୍‌,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ କୋକୁଆ ଭୟ ଦେଖାଦେଇଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ମୃତକଙ୍କ ଅନ୍ତିମ ସଂସ୍କାର କରିବା ଏକ କଷ୍ଟକର ବ୍ୟାପାର ପାଲଟିଛି। ଉତ୍ତରପ୍ରଦେଶ ଗାଜିଆବାଦ୍‌ରେ ଶ୍ମଶାନ ନିକଟରେ ଥିବା ରାସ୍ତା କଡ଼ରେ…

ତାଣ୍ଡବ ରଚି ଆମର ଧର୍ଯ୍ୟ ପରୀକ୍ଷା କରୁଛି କରୋନା: ମୋଦି…

ନୂଆଦିଲ୍ଲୀ,୨୫।୪: କରୋନା ମହାମାରୀ ଘୂର୍ଣ୍ଣି ଝଡ଼ ଭଳି ଦେଶକୁ ବିପର୍ଯ୍ୟସ୍ତ କରି ଦେଇଛି। ଦେଶରେ ତାଣ୍ଡବ ରଚି କରୋନା ଆମର ଧର୍ଯ୍ୟ ପରୀକ୍ଷା କରୁଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୭୬ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଦେଶବାସୀଙ୍କ…

ଟଙ୍କା ଦେଇ ଟିକାକୁ ନା’

ଅନୁଗୋଳ ଅଫିସ, ୨୫।୪: କୋଭିଡ୍‌ରୁ ବର୍ତ୍ତିବା ପାଇଁ ଟିକା ନେବା ଜରୁରୀ। ଏ ନେଇ ସରକାରଙ୍କ ପକ୍ଷରୁ ଜନସାଧାରଣଙ୍କୁ ସଚେତନ କରାଯାଉଛି। କିପରି ଅଧିକରୁ ଅଧିକ ଲୋକଙ୍କୁ ଶୀଘ୍ର ଟିକାକରଣ କରାଯିବ ତାହା ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ସରକାରୀ…

ଏହି ଭାକ୍ସିନ୍‌ ନେଲେ ଆଉ ହେବନି କରୋନା…

ନୂଆଦିଲ୍ଳୀ,୨୫।୪: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିଛାଲିଛି। ଦେଶରେ ସାର୍ବଜନୀକ କରୋନା ଟିକାଦାନ ଜାରି ରହିଛି। ତେବେ ଟିକା ନେଇ ଥିବା ଲୋକେ ମଧ୍ୟ କରୋନାରେ ଆକ୍ରାନ୍ତ…

କରୋନାର ଦୋହରା ମାଡ଼: ଲଗାତାର ୪ ଦିନ ଧରି ୩ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୨୫।୪: ଦେଶରେ କରୋନା ସଂକ୍ରମଣ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଥିବାରୁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ…

ସାବାଳକଙ୍କୁ ଟିକା ପାଇଁ ଗାଇଡ୍‌ଲାଇନ

ନୂଆଦିଲ୍ଲୀ, ୨୫।୪: ଆସନ୍ତା ମାସ ୧ ତାରିଖରୁ ସମସ୍ତ ସାବାଳକଙ୍କୁ କୋଭିଡ୍‌ ଟିକା ଦିଆଯିବ। ତୃତୀୟ ପର୍ଯ୍ୟାୟ ଟିକାକରଣକୁ ସଫଳ କରାଇବା ପାଇଁ କେନ୍ଦ୍ର ସରକାର ଶନିବାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ପାଇଁ ଗାଇଡ୍‌ଲାଇନ ଜାରି କରିଛନ୍ତି। ୧୮ ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?