Home Middle

ପୁଣି ୩୧ ରୋଗୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୫।୪: ରାଜଧାନୀ ଦିଲ୍ଲୀ ସମେତ କେତେକ ରାଜ୍ୟର ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ ସଙ୍କଟ ଦେଖାଯାଇଛି। ଦିଲ୍ଲୀର ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଗତ ୫ ଦିନ ହେଲା ଅକ୍ସିଜେନ ଅଭାବରୁ ବହୁ ଚିକିତ୍ସାଧୀନ ରୋଗୀଙ୍କ ମୃତ୍ୟୁ ଘଟିଲାଣି। ସାର୍‌ ଗଙ୍ଗାରାମ ହସ୍ପିଟାଲ (ଏସ୍‌ଜିଆର୍‌ଏଚ୍‌)ରେ…

ରାଜ୍ୟକୁ ୬୦୦ ଟଙ୍କାରେ ମିଳିବ କୋଭାକ୍ସିନ

ନୂଆଦିଲ୍ଲୀ, ୨୪।୪: ଭାରତ ବାୟୋଟେକ୍‌ କୋଭାକ୍ସିନ ଟିକା ଦାମ୍‌ ଶନିବାର ଘୋଷଣା କରିଛି। ରାଜ୍ୟ ସରକାରଙ୍କୁ ଏହି ଭାକ୍ସିନ ଡୋଜ୍‌ ପ୍ରତି ୬୦୦ ଟଙ୍କାରେ ଯୋଗାଇ ଦିଆଯିବ। ଘରୋଇ ହସ୍ପିଟାଲଗୁଡ଼ିକ ୧,୨୦୦ ଟଙ୍କାରେ ଉକ୍ତ ଟିକା କିଣିପାରିବେ ବୋଲି କମ୍ପାନୀ ପକ୍ଷରୁ…

‘ଅକ୍ସିଜେନ ଦିଅ’ ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ହାତ ପାତିଲେ କେଜ୍ରିୱାଲ

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀରେ ଅକ୍ସିଜେନ ସଙ୍କଟ ଦେଖାଯାଇଛି। ଅକ୍ସିଜେନ ଅଭାବରୁ ବିଭିନ୍ନ ହସ୍ପିଟାଲରେ ରୋଗୀଙ୍କ ମୃତ୍ୟୁ ଘଟୁଛି। ଏଭଳି ସ୍ଥିତିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀବାସୀଙ୍କ ପାଇଁ ଅକ୍ସିଜେନ ଯୋଗାଇ ଦେବାକୁ ଦେଶର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଶନିବାର ଚିଠି ଲେଖିଛନ୍ତି।…

ଅକ୍ସିଜେନ୍‌ ଯୋଗାଣରେ ବାଧା ଦେଲେ ଦିଆଯିବ ଲଟକାଇ : ହାଇକୋର୍ଟ…

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ପ୍ରତିଦିନ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ ଅଭାବ ଯୋଗୁ କରୋନା ଆକ୍ରାନ୍ତଙ୍କ ସମେତ ଅନ୍ୟ…

ଛିଣ୍ଡିଯାଉଛି ଜୀବନ ଡୋର: ମିଳୁନି ଅକ୍ସିଜେନ୍‌ …

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏପରିସ୍ଥଳେ ଦେଶରେ ଦେଖାଦେଇଥିବା ଅକ୍ସିଜେନ ଅଭାବ ଯୋଗୁ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇ ଦେଶବ୍ୟାପୀ…

ଭାରତ ସହିତ ଛିଡ଼ା ହୋଇଛି ପାକିସ୍ତାନ, କରୋନାକୁ ଦିଆଯିବ ଜବାବ: ଇମ୍ରାନ୍‌…

ନୂଆଦିଲ୍ଲୀ/ଇସଲାମାବାଦ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏପରିସ୍ଥଳେ ପାକିସ୍ତାନ ଭାରତ ସହିତ ଛିଡ଼ାହୋଇଛି। ପଡ଼ୋଶୀ ଦେଶରେ ଜାରି ରହିଥିବା ମହାମାରୀ ସଙ୍କଟର…

ଦେଶ ଛାଡୁଛନ୍ତି ଧନୀ ଭାରତୀୟ: ୧୦ ଗୁଣା ଦାମରେ କିଣୁଛନ୍ତି ଟିକଟ…

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଦେଶର ବିଭିନ୍ନ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ପାଇଁ ଅକ୍ସିଜେନ୍‌ର ଘୋର ଅଭାବ ଦେଖାଦେଇଛି। ଏପରିସ୍ଥଳେ…

ମେ’ ୧୫ ଯାଏ ବନ୍ଦ ହେଲା ଜଗା ଦର୍ଶନ

ପୁରୀ ଅଫିସ,୨୪।୪: କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଉପରେ କଟକଣା ଲାଗିଛି। ମେ’ ୧୫ ଯାଏ ଶ୍ରଦ୍ଧାଳୁଙ୍କ ସାଧାରଣ ଦର୍ଶନ ଉପରେ କଟକଣା ଲାଗିଥିବା ନେଇ ଶନିବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।…

୪୮ ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କଲେ ରମନା…

ନୂଆଦିଲ୍ଲୀ,୨୪।୪: ସୁପ୍ରିମ୍‌କୋର୍ଟର ୪୮ ତମ ପ୍ରଧାନ ବିଚାରପତି ଭାବେ ବିଚାରପତି ଏନ୍‌.ଭି. ରମନା ଶନିବାର ଶପଥ ଗ୍ରହଣ କରିଛନ୍ତିି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଊତ୍ସବରେ ତାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସେ…

ଛଟପଟ ହୋଇ ୨୦ ଆକ୍ରାନ୍ତଙ୍କ ମୃତ୍ୟୁ: ମିଳିଲାନି ଅକ୍ସିଜେନ୍‌..

ନୂଆଦିଲ୍ଲୀ,୨୪।୪: କରୋନା ମହାମାରୀ ସଂକ୍ରମଣ ସମୟରେ ଅକ୍ସିଜେନ୍‌ ଅଭାବ ଯୋଗୁ ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଦିଲ୍ଲୀର ରୋହିଣୀ ଅଞ୍ଚଳରେ ଥିବା ଜୟପୁର ଗୋଲ୍ଡେନ୍‌ ହସ୍ପିଟାଲରେ ଅକ୍ସିଜେନ୍‌ ନ ମିଳିବାରୁ ଛଟପଛ ହୋଇ ୨୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ…

ରେକର୍ଡ ଭାଙ୍ଗିଲା କରୋନା: ମୃତ୍ୟୁ ସଂଖ୍ୟା ଗୋଟିଏ ଦିନରେ ଟପିଲା ୨୬୦୦…

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବରୁ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ…

ଭାରତକୁ ଚେତାବନୀ: ମେ’ ବେଳକୁ ଦୈନିକ ମୃତ୍ୟୁ ସଂଖ୍ୟା ଛୁଇଁବ ୫୬୦୦, କହିଲା ଆଇଏଚ୍‌ଏମ୍‌ଇ…

ଓ୍ବାଶିଂଟନ/ନୂଆଦିଲ୍ଳୀ,୨୪।୪: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିଛାଲିଛି। କରୋନା ସଂକ୍ରମଣ ପୂର୍ବରୁ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?