Home Middle

ବିପଦ ପୁଣି ଘନେଇଲା: ଆଉ ନାହିଁ ନିସ୍ତାର…

ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ସଂକ୍ରମଣ ବେଲଗାମ୍‌ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ସଙ୍କଟ ବଢୁଛି। କରୋନା ସଂକ୍ରମଣ ଗତ ଥରର ସମସ୍ତ ରେକର୍ଡ ଭାଙ୍ଗି ଚାଲିିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨…

ଦ୍ୱିତୀୟ ଲହରରେ ବୟସ୍କ ଅଧିକ ଅସୁରକ୍ଷିତ

ନୂଆଦିଲ୍ଲୀ, ୨୦।୪(ପି.ଟି.): କରୋନାର ପ୍ରଥମ ଲହର ଭଳି ଦ୍ୱିତୀୟ ଲହର ମଧ୍ୟ ବୟସ୍କଙ୍କ ପାଇଁ ଅଧିକ ବିପଜ୍ଜନକ ସାବ୍ୟସ୍ତ ହୋଇଛି। କାରଣ ୭୦ ପ୍ରତିଶତରୁ ଉର୍ଦ୍ଧ୍ୱ କୋଭିଡ୍‌ ରୋଗୀଙ୍କ ବୟସ ୪୦ ବର୍ଷରୁ ଅଧିକ ବୋଲି ଜଣାପଡ଼ିଥିବା ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି।…

ଔଷଧ ଦୋକାନରେ ମିଳିବ କରୋନା ଟିକା

ନୂଆଦିଲ୍ଲୀ୧୯।୪: କେନ୍ଦ୍ର ସରକାର ଟିକା ନେଇ ସୋମବାର ବଡ ଘୋଷଣା କରିଛନ୍ତି। ମେ ୧ରୁ ୧୮ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଟିକା ଦିଆଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫାର୍ମା କମ୍ପାନୀଙ୍କ ସହ ବୈଠକ ପରେ ଏହି ନିଷ୍ପତ୍ତି ନେଇଛନ୍ତି। ଟିକାକରଣ ନେଇ ୩ଟି…

ଶନିବାର, ରବିବାର ଶଟ୍‌ଡାଉନ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୋମବାର ବଡ ଘୋଷଣା କରିଛନ୍ତି। ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍‌ଡାଉନ ଘୋଷଣା ହୋଇଛି। ଏହା ସବୁ ଶନିବାର…

ଟିକା ନେବା ପରେ ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନଙ୍କୁ କରୋନା

ନୂଆଦିଲ୍ଲୀ,୧୯।୪ : ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ କୋଭିଡ୍‌ ରିପୋର୍ଟ ପଜିଟିଭ ଆସିଛି। ତାଙ୍କୁ ଦିଲ୍ଲୀ ଏମ୍ସର ଟ୍ରମା ସେଣ୍ଟରରେ ଭର୍ତ୍ତି କରାଯାଇଛି। ଜ୍ୱରରେ ପୀଡ଼ିତ ଥିବାରୁ ଏହି ଭେଟେରାନ କଂଗ୍ରେସ ନେତାଙ୍କ କୋଭିଡ୍‌ ଟେଷ୍ଟ କରାଯାଇଥିଲା। ରିପୋର୍ଟ ପଜିଟିଭ ଆସିବା…

ଅସହ୍ୟ ଗରମ ଯୋଗୁ ଶୀଘ୍ର ବ୍ୟାପୁଛି କରୋନା: ଭାରତୀୟ ବୈଜ୍ଞାନିକଙ୍କ ଚାଞ୍ଚଲ୍ୟକର ତଥ୍ୟ…

ନୂଆଦିଲ୍ଲୀ,୧୯।୪: ଭାରତରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦିନକୁ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଖରା ଦିନରେ ହେଉଥିବା ଅସହ୍ୟ ଗରମ ଯୋଗୁ କରୋନା ଭୁତାଣୁ ସଂକ୍ରମଣ ଶୀଘ୍ର ବ୍ୟାପୁଥିବା ୧୭ ଜଣ…

ତାଣ୍ଡବ ରଚିବ ପ୍ରତିବର୍ଷ: ଏହି ଦୁଇ ମାସରେ ହେବ ବେଲଗାମ…

ନୂଆଦିଲ୍ଲୀ,୧୯।୪: ଭାରତରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ତେବେ ପ୍ରତିବର୍ଷ କରୋନା ସଂକ୍ରମଣର ନୂଆ ନୂଆ ଲହର ଏଭଳି ତାଣ୍ଡବ ରଚିବ ବୋଲି ଗବେଷକ ସୂଚନା…

ଏବେ ଧରିଲା ଭୟଙ୍କର ରୂପ…

ନୂଆଦିଲ୍ଲୀ,୧୯।୪: ଦେଶରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ଏପ୍ରିଲ୍‌ ୧୧ରୁ ୧୮ ମଧ୍ୟରେ ଗତ ସାତ…

ଅନିଶ୍ଚିତତା, ଆଶଙ୍କାରେ ବଜାର

ନୂଆଦିଲ୍ଲୀ: କୋଭିଡ୍‌ର ଦ୍ୱିତୀୟ ଲହର ଏବେ ବଢିଚାଲିଛି। ଦିନକୁ ଦିନ ଅଧିକ ଲୋକ ସଂକ୍ରମଣର ଶିକାର ହେବାରୁ ରାଜ୍ୟସ୍ତରରେ କୋଭିଡ୍‌ କଟକଣା ଜୋରଦାର ହୋଇଛି। କରୋନା ଲକ୍‌ଡାଉନ ଯୋଗୁ କ୍ଷତିଗ୍ରସ୍ତ ବଜାର ଧୀରେ ଧୀରେ ଟ୍ରାକ୍‌କୁ ଫେରୁଥିଲା। ଚଳିତ ବର୍ଷ ସବୁକିଛି…

ସପ୍ତାହେ ପର୍ଯ୍ୟନ୍ତ ଲୋକେ ଘରେ ବନ୍ଦୀ…

ନୂଆଦିଲ୍ଲୀ,୧୯।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ପକ୍ଷରୁ ଏଠାରେ ସାତ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲୋକେ ୨୬ ଏପ୍ରିଲ୍‌ ପର୍ଯ୍ୟନ୍ତ ଘରେ ବନ୍ଦୀ ରହିବେ। ଘରୁ…

ଏହି ରାଜ୍ୟରେ ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ୍‌…

ଜୟପୁର,୧୯।୪: କରୋନା ସଂକ୍ରମଣ ନେଇ ରାଜସ୍ଥାନରେ ସ୍ଥିତ ବେକାବୁ ହେବାରେ ଲାଗିଛି। ଏପରି ସ୍ଥଳେ ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ସରକାର ପକ୍ଷରୁ ରାଜ୍ୟରେ ୧୫ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପ୍ରିଲ୍‌ ୧୯ଠାରୁ ମେ’ ୩ ପର୍ଯ୍ୟନ୍ତ ରାଜ୍ୟରେ…

ଲକ୍‌ଡାଉନ୍‌ ଲାଗୁ କରିବା ଅଧିକାର ରାଜ୍ୟ ସରକାରଙ୍କର: ଶାହା

ନୂଆଦିଲ୍ଲୀ,୧୯।୪: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। କରୋନାର ଦ୍ୱିତୀୟ ଲହରରେ ଅଧିକ ସଂଖ୍ୟକ ଛୋଟ ପିଲା ଏବଂ ଯୁବବର୍ଗ ଆକ୍ରାନ୍ତ ହେବା ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେତେକ ରାଜ୍ୟ ସରକାର କରୋନା ସଂକ୍ରମଣକୁ ରୋକିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?