ସଂସଦ ଢାଞ୍ଚାରେ ଚାଲିବ ବିଧାନସଭା
ଭୁବନେଶ୍ୱର, ୨୩।୯(ବ୍ୟୁରୋ):କୋଭିଡ୍-୧୯ ମହାମାରୀକୁ ଦୃଷ୍ଟିରେ ରଖି ଏଥର ସଂସଦୀୟ ଢାଞ୍ଚାରେ ବିଧାନସଭା ମୌସୁମୀ ଅଧିବେଶନ ଚାଲିବ। ଏ ନେଇ ମଙ୍ଗଳବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି। କେବଳ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମକୁ ଛାଡି ବିଧାନସଭା କାର୍ଯ୍ୟାବଳୀ ଅନୁଯାୟୀ ସମସ୍ତ କାର୍ଯ୍ୟ ସମ୍ପାଦନ…
ବେକାବୁ ହେଉଛି ପିଆଜ ଦର
ଭୁବନେଶ୍ୱର, ୨୩।୯(ବ୍ୟୁରୋ):ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତ୍ୟେକ ଦିନ ଦର ବଢି ବଢି ଚାଲଛି। ବଜାରରେ ଏହାର ଖୁଚରା ଦର ୪୫ ଟଙ୍କା ଛୁଇଁଲାଣି। ଗତ ୨ ସପ୍ତାହ ମଧ୍ୟରେ…
କୋଇଲା ଖଣି ନିଲାମ ୩ ମାସ ଘୁଞ୍ଚାଅ
ଭୁବନେଶ୍ୱର, ୨୩।୯(ବ୍ୟୁରୋ):କୋଭିଡ୍-୧୯ ଯେ କେବଳ ସ୍ବାସ୍ଥ୍ୟକୁ ପ୍ରଭାବିତ କରି ନାହିଁ, ଆର୍ଥିକ ମେରୁଦଣ୍ଡକୁ ମଧ୍ୟ ଦୋହଲାଇ ଦେଇଛି। ଏହି ମହାମାରୀ କୋଇଲା ବଜାରକୁ ପ୍ରଭାବିତ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର କୋଇଲା ଖଣି ନିଲାମ ପ୍ରକ୍ରିୟାକୁ ସାମୟିକ ଭାବେ ସ୍ଥଗିତ…
ତୃତୀୟ କୃଷି ବିଧେୟକକୁ ରାଜ୍ୟ ସଭାରେ ମଞ୍ଜୁରୀ
ନୂଆଦିଲ୍ଲୀ, ୨୨।୯: ନିଲମ୍ବିତ ଏମ୍ପିଙ୍କୁ ବିରୋଧୀ ଦଳ ସଦସ୍ୟ ମଙ୍ଗଳବାର ଗୃହତ୍ୟାଗ କରିବା ପରେ ତୃତୀୟ କୃଷି ବିଧେୟକକୁ ଧ୍ୱନି ମତରେ ମଞ୍ଜୁରୀ ମିଳିଛି। ଶାସକ ଦଳ ଏଭଳି ସୁଯୋଗକୁ ହାତଛଡ଼ା ନ କରି ଗୃହରେ ଉପସ୍ଥିତ ଥିବା ସଦସ୍ୟଙ୍କ ଦ୍ୱାରା…
ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ପୁଣି ଚା’ ଚର୍ଚ୍ଚା: କପ୍ ଧରିଲେ ହରିବଂଶ
ନୂଆଦିଲ୍ଲୀ, ୨୨।୯: ଆଗକୁ ବିହାର ବିଧାନସଭା ନିର୍ବାଚନ। ଏପରିସ୍ଥଳେ ମୌସୁମୀ ଅଧିବେଶନରେ ରାଜ୍ୟ ସଭାରେ ହୋଇଥିବା ହଙ୍ଗାମାରେ ୮ ଏମ୍ପିଙ୍କୁ ନିଲମ୍ବିତ କରାଯିବା ପରେ ଘଟଣା ନୂଆ ମୋଡ ନେଇଛି। ଉପ ବାଚସ୍ପତି ବିହାର ଜନସାଧାରଣଙ୍କ ପାଇଁ ବେଶ୍ ଗୁରୁତ୍ୱ ବହନ…
ଜାତିସଂଘରେ ଭାରତର କଡ଼ା ଜବାବ: ଆତଙ୍କବାଦୀଙ୍କୁ ଶହୀଦ୍ କହୁଛି ପାକିସ୍ତାନ
ଜେନେଭା, ୨୨।୯: ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ଜାତିସଂଘର ୭୫ ବର୍ଷପୂର୍ତ୍ତିି ଅବସରରେ ଆୟୋଜିତ ଏକ ବୈଠକରେ ଭାରତର ସ୍ଥାୟୀ ମିଶନର ପ୍ରଥମ ସଚିବ ବିଦିଶା ମୈତ୍ରା ପାକିସ୍ତାନ ଆତଙ୍କବାଦୀଙ୍କୁ ଶହୀଦ୍ କହୁଥିବା ପ୍ରକାଶ କରିଛନ୍ତି।…
ପୁଣି ରାଜ୍ୟରେ ୧୧ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୧ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୨୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୧…
ରାଜ୍ୟ ସଭା ଅଚଳ: ବିରୋଧୀ କଲେ ଗୃହ ତ୍ୟାଗ, ଉପବାସ ପାଇଁ ଅନୁମତି ଲୋଡ଼ିଲେ ହରିବଂଶ
ନୂଆଦିଲ୍ଲୀ, ୨୨।୯: ରାଜ୍ୟ ସଭାରେ ୮ ଏମ୍ପିଙ୍କୁ ନିଲମ୍ବିତ କରାଯିବା ଘଟଣା ନେଇ ଏବେ ଗୃହ ଅଚଳ ହୋଇପଡ଼ିଛି। କଂଗ୍ରେସ ସମତେ ଅନ୍ୟ ବିରୋଧୀ ଦଳ ମଙ୍ଗଳବାର ଗୃହ ତ୍ୟାଗ କରିଛନ୍ତି। ନିଲମ୍ବନ ଆଦେଶ ଉଠାଇ ନେବାକୁ ବିରୋଧୀ ସଦସ୍ୟ ଦାବି…
CORONAVIRUS UPDATE: ରାଜ୍ୟରେ ୪୧୮୯ ନୂଆ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରେ ୭୦୦ ପାର
ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୧୮୯ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୩୧୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୫୩…
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର: ଜଣେ ଆତଙ୍କବାଦୀ ମୃତ
ଶ୍ରୀନଗର, ୨୨।୯: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ମଙ୍ଗଳବାର ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ୯୨-ବେସ୍ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ବୁଦଗାମ୍ର ଚରାର-ଇ-ଶରିଫ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ଥିବା…
୨୪ ଘଣ୍ଟାରେ ଲକ୍ଷେରୁ ଅଧିକ ସୁସ୍ଥ
ନୂଆଦିଲ୍ଲୀ, ୨୨।୯: ଭାରତ ପୃଥିବୀରେ ରେକର୍ଡ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଦେଶରେ ଲକ୍ଷେ ଏକ ହଜାର ୪୬୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏସମ୍ପର୍କରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୩୭୦୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୧।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୭୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୯୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୨୦, ପୁରୀରୁ ୨୫୬, ଝାରସୁଗୁଡାରୁ ୧୫୧, କେନ୍ଦ୍ରାପଡାର ୧୪୭, ବଲାଙ୍ଗୀରରୁ ୧୩୬, ସୁନ୍ଦରଗଡରୁ ୧୩୬, ବରଗଡରୁ ୧୩୨, ମୟୂରଭଞ୍ଜରୁ…
Archives


