Home Middle

ଏସ୍‌ଆଇଟିକୁ ଝଟକା

ନୟାଗଡ଼ ଅଫିସ,୬ା୧: ବହୁ ଚର୍ଚ୍ଚିତ ନୟାଗଡ଼ ସଦର ଥାନା ପରୀ ହତ୍ୟା ଓ ବଳାକତ୍ାର ଘଟଣା ନୂଆ ମୋଡ଼ ନେଇଛି। ଅଭିଯୁକ୍ତ କଲେଜ ଛାତ୍ର ଜଣେ ନାବାଳକ ବୋଲି ମଙ୍ଗଳବାର ନୟାଗଡ଼ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ କହିଛନ୍ତି। ଏଥିସହ ଅଭିଯୁକ୍ତଙ୍କ ନାର୍କୋ…

୨୯ରୁ ବଜେଟ ଅଧିବେଶନ ଆରମ୍ଭ, ଏପ୍ରିଲ ୮ରେ ଶେଷ

ନୂଆଦିଲ୍ଲୀ,୫।୧: ଚଳିତ  ଜାନୁୟାରୀ ୨୯ରୁ ସଂସଦରେ ବଜେଟ ଅଧିବେଶନ ଆରମ୍ଭ ହେବ। ଏନେଇ ସଂସଦୀୟ ବ୍ୟାପାର କମିଟି(ସିସିପିଏ) ପକ୍ଷରୁ ସୁପାରିଶ କରାଯାଇଛି। ସଂସଦର ବଜେଟ ଅଧିବେଶନ ୨ଟି ଭାଗରେ ହେବ। ପ୍ରଥମ ଭାଗ ୨୯ ଜାନୁୟାରୀରୁ ଆରମ୍ଭ ହୋଇ ୧୫ ଫେବୃୟାରୀ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଆସନ୍ତା ୧୦ ଦିନ ମଧ୍ୟରେ ଟିକାକରଣ

ନୂଆଦିଲ୍ଲୀ,୫।୧: ଆଗାମୀ ୧୦ ଦିନ ମଧ୍ୟରେ ଟିକାକରଣ ଆରମ୍ଭ ହୋଇପାରେ। ଏନେଇ ଖବରଦାତା ସମ୍ମିଳନୀରେ କେନ୍ଦ୍ର ସ୍ବାସ୍ଥ୍ୟ ସଚିତ ରାଜେଶ ଭୂଷଣ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, କରୋନା ଟିକାକୁ ମଞ୍ଜୁରୀ ମିଳିବାର ୧୦ ଦିନ ପରେ ରୋଲ୍‌ଆଉଟ୍‌ ହୋଇପାରେ।…

ପରୀ ହତ୍ୟାକାଣ୍ଡ: ଗିରଫ ଅଭିଯୁକ୍ତ ନାବାଳକ ବୋଲି କହିଲେ ପୋକ୍ସୋ କୋର୍ଟ

ନୟାଗଡ଼ ଅଫିସ,୫।୧: ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାରେ ଜେଲରେ ଥିବା ଅଭିଯୁକ୍ତ ସାବାଳକ ନୁହନ୍ତି ବରଂ ନାବାଳକ। ଏହା କହିଛନ୍ତି ନୟାଗଡ଼ ପୋକ୍‌ସୋ କୋର୍ଟ। ମଙ୍ଗଳବାର କ୍ରାଇମ୍‌ବ୍ରାଞ୍ଚ ଏସ୍‌ଆଇଟି ପକ୍ଷରୁ ଅଭିଯୁକ୍ତଙ୍କ ନାର୍କୋ ଆନାଲିସିସ୍‌ ପାଇଁ କରାଯାଇଥିବା ଆବେଦନର ଶୁଣାଣି କରି…

ଦେଶର ବିକାଶ ପାଇଁ ମିଳିମିଶି କାମ କଲେ ଲକ୍ଷ୍ୟ ହେବ ସହଜ: ମୋଦି

ନୂଆଦିଲ୍ଲୀ,୫।୧: ଦେଶର ବିକାଶ ପାଇଁ ମିଳିମିଶି କାମ କରିବା ଅପରିହାର୍ଯ୍ୟ। ଏହାଦ୍ୱାରା ଲକ୍ଷ୍ୟ ହାସଲ କଠିନ ନ ହୋଇ ସହଜ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର କହିଛନ୍ତି। ଭିଡ଼ିଓ କନଫରେନ୍ସିଂରେ କୋଚି-ମାଙ୍ଗାଲୁରୁ ୪୫୦ କିଲୋମିଟର ଦୀର୍ଘ ପ୍ରାକୃତିକ ଗ୍ୟାସ୍‌…

କରୋନା ପ୍ରଭାବ: ଦେଶରେ ବର୍ଷକରେ ସୃଷ୍ଟି ହେବେ ୧୦ ଲକ୍ଷ ନୂଆ ଟିବି ରୋଗୀ

ନୂଆଦିଲ୍ଲୀ,୫।୧: କରୋନା ମହାମାରୀ ପ୍ରଭାବ ଯୋଗୁ ଦେଶରେ ନୂଆ ସଙ୍କଟ ଦେଖାଦେବାର ଆଶଙ୍କା ରହିଛି। ବର୍ଷକରେ ଦେଶରେ ୧୦ ଲକ୍ଷ ନୂଆ ଟିବି ରୋଗୀ ସୃଷ୍ଟି ହେବେ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନର ବରିଷ୍ଠ ବୈଜ୍ଞାନିକ ତଥା ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ ପରିଷଦ…

ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟକୁ ସୁପ୍ରିମ୍‌କୋର୍ଟ ମଞ୍ଜୁରୀ

ନୂଆଦିଲ୍ଲୀ,୫।୧: ଡିସେମ୍ବର ୨୦୨୦ରେ ନୂଆ ସଂସଦ ଭବନ ନିର୍ମାଣରେ ସୁପ୍ରିମ୍‌କୋର୍ଟ ପକ୍ଷରୁ ପରିବେଶ ସମ୍ପର୍କିତ କାରଣରୁ ବାଧା ସୃଷ୍ଟି କରାଯାଇଥିଲା। ତେବେ ମଙ୍ଗଳବାର ସୁପ୍ରିମ୍‌କୋର୍ଟ ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ କାମକୁ ମଞ୍ଜୁରୀ ଦେଇଛନ୍ତି। ଏହାଦ୍ୱାରା ପ୍ରକଳ୍ପ ବାଟରେ ଥିବା କଣ୍ଟା ହଟିଯାଇଛି।…

ଡ୍ରାଗନର ଯୁଦ୍ଧ ପ୍ରସ୍ତୁତି: ଏଲ୍‌ଏସିରେ ଟ୍ୟାଙ୍କ୍‌ ମୁତୟନ କଲା ଚାଇନା

ଲେହ,୫।୧: ଭାରତ ଚାଇନା ମଧ୍ୟରେ ପୂର୍ବ ଲଦାଖର ଏଲ୍‌ଏସିରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଚାଇନା ସୈନ୍ୟ ବାହିନୀ ପକ୍ଷରୁ ଭାରତ ସହିତ ଯୁଦ୍ଧ କରିବା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ଏଠାରେ ଚାଇନା ଟ୍ୟାଙ୍କ୍‌ ସମେତ ଅନ୍ୟ ଯୁଦ୍ଧ ସରଞ୍ଜାମ ଠୁଳ…

ଦେଶରେ ବାର୍ଡ ଫ୍ଲୁ ଆତଙ୍କ: କେରଳରେ ୪୦ ହଜାର କୁକୁଡାଙ୍କୁ କରାଯିବ ହତ୍ୟା

ନୂଆଦିଲ୍ଲୀ,୫।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମି ନ ଥିବା ବେଳେ ଏବେ ପୁଣି ନୂଆ ସଙ୍କଟ ଦେଖାଦେଇଛି। କେତେକ ରାଜ୍ୟରେ ବାର୍ଡ ଫ୍ଲୁ ଯୋଗୁ ସ୍ଥିତି ଅଣାୟତ ହେବାରେ ଲାଗିଛି। ପୂର୍ବରୁ ରାଜସ୍ଥାନ, କେରଳ ଏବଂ ମଧ୍ୟପ୍ରଦେଶରେ ବାର୍ଡ ଫ୍ଲୁ…

ଆଇନ ପ୍ରତ୍ୟାହାର ପାଇଁ ସୁପ୍ରିମକୋର୍ଟ ଯାଅ

ନୂଆଦିଲ୍ଲୀ, ୫।୧(ପି.ଟି.): କେନ୍ଦ୍ର ସରକାର ଆଣିଥିବା ୩ କୃଷି ଆଇନ ପ୍ରତ୍ୟାହାର ହେବନି। ସେଗୁଡ଼ିକର ପ୍ରତ୍ୟାହାର ଚାହୁଁଥିଲେ ଚାଷୀ ସୁପ୍ରିମକୋର୍ଟ ଯାଆନ୍ତୁ। ସୋମବାର ଆଲୋଚନା ବେଳେ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଏଭଳି କହିଥିବା କିଷାନ ମଜଦୁର ସଂଘର୍ଷ କମିଟି ନେତା…

କେନ୍ଦ୍ର – ଚାଷୀ ସଂଗଠନ ବୈଠକ: ହୋଇପାରିଲାନି ସମାଧାନ

ନୂଆଦିଲ୍ଲୀ,୪।୧: କେନ୍ଦ୍ର ସରକାର ଏବଂ ଚାଷୀ ସଂଗଠନ ମଧ୍ୟରେ ସୋମବାର ବସିଥିବା ସପ୍ତମ ପର୍ଯ୍ୟାୟ ବୈଠକରୁ କୌଣସି ସମାଧାନ ମିଳିପାରି ନାହିଁ। ଚାଷୀ ସଂଗଠନ ନୂଆ କୃଷି ଆଇନ ପ୍ରତ୍ୟାହାର କରିବା ଜିଦରେ ଅଟଳ ରହିଛି। ଅନ୍ୟପକ୍ଷରେ ବୈଠକରେ ସରକରଙ୍କ ପକ୍ଷରୁ…

ଦେଶରେ ବଢୁଛି ନୂଆ କୋଭିଡ୍‌ ଷ୍ଟ୍ରେନ

ନୂଆଦିଲ୍ଲୀ,୪।୧: ଦେଶର ବିଭିନ୍ନ ସ୍ଥାନରୁ ସୋମବାର କୋଭିଡ୍‌-୧୯ ନୂତନ ଷ୍ଟ୍ରେନର ୯ଟି ମାମଲା ସାମ୍ନାକୁ ଆସିଛି। ଏହାକୁ ମିଶାଇ ଦେଶରେ ନୂତନ ଷ୍ଟ୍ରେନ ସଂକ୍ରମିତଙ୍କ ସଂଖ୍ୟା ୩୮ରେ ପହଞ୍ଚିଛି। ୩୮ଟି ମାମଲା ମଧ୍ୟରୁ ୧୦ଟି ବେଙ୍ଗାଲୁରୁରେ ଚିହ୍ନଟ ହୋଇଥିବା ବେଳେ ୩ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri