କରୋନାର ଦୋହରା ମାଡ଼: ପୁଣି ଲକ୍ଡାଉନ୍ !
ନୂଆଦିଲ୍ଲୀ/ଓ୍ବାଶିଂଟନ, ୧୯।୯: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏବେ କେତେକ ଦେଶରେ କରୋନାର ଦୋହରା ମାଡ଼ ଆରମ୍ଭ ହୋଇଛି। ଫଳରେ ପୁଣି ଲକ୍ଡାଉନ୍ ହେବାର ଆଶଙ୍କା ବଢ଼ିବାରେ ଲାଗିଛି। ଇସ୍ରାଏଲ୍ କରୋନା ସଂକ୍ରମଣ ପୁଣି ଫେରିଛି। ଏଠାରେ…
CORONAVIRUS UPDATE: ରାଜ୍ୟରେ ପୁଣି ୪ ହଜାରରୁ ଅଧିକ ନୂଆ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ୪୨୦୯ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା୧୭୫୫୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୪୧ ଜଣ…
ଜମ୍ମୁ-କଶ୍ମୀରରେ ୩ ଲଶ୍କର ଆତଙ୍କବାଦୀ ଗିରଫ: ଅସ୍ତ୍ରଶସ୍ତ୍ର ଜବତ
ଶ୍ରୀନଗର, ୧୯।୯: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷା ବଳଙ୍କ ସଫଳତା ମିଳିଛି। ଏଠାରେ ୩ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସ୍ଥାନୀୟ ରାଜୌରୀ ଜିଲାରୁ ଶନିବାର ଆତଙ୍କବାଦୀମାନଙ୍କୁ ଗିରଫ କରାଯାଇଛି। ସେମାନେ ବଡ଼ଧରଣର ଆକ୍ରମଣ ଷଡ଼ଯନ୍ତ୍ର ରଚିଥିଲେ। ମିଳିତ ସୁରକ୍ଷାକର୍ମୀଙ୍କୁ ଚଢ଼ାଉ ଯୋଗୁ…
ସହରରେ ପ୍ରବାସୀ ଶ୍ରମିକଙ୍କୁ ୨୫ ବର୍ଷ ପାଇଁ ଶସ୍ତାରେ ମିଳିବ ଘରଭଡ଼ା
ନୂଆଦିଲ୍ଲୀ, ୧୯।୯: ସହରରେ ପ୍ରବାସୀ ଶ୍ରମିକଙ୍କୁ ଶସ୍ତାରେ ଘର ଭଡ଼ା ଯୋଗାଇ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏହାର ଦୁଇଟି ମଡ୍ୟୁଲ ଉପରେ କାମ ଆରମ୍ଭ କରାଯାଇଛି। ଶସ୍ତାରେ ସହରକୁ କାମଧନ୍ଦା ପାଇଁ…
ଏଲ୍ଏସିରେ ଉତ୍ତେଜନା: ୪ଟି ସ୍ଥାନରେ ଭାରତ ଚାଇନା ମୁହାଁମୁହିଁ
ଲେହ, ୧୯।୯: ଏଲ୍ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ପୂର୍ବ ଲଦାଖରେ ପୋଙ୍ଗାଙ୍ଗ ହ୍ରଦ ନିକଟ ବର୍ତ୍ତୀ ଅଞ୍ଚଳରେ ୪ଟି ସ୍ଥାନରେ ଭାରତ ଯବାନ ଏବଂ ଚାଇନା ସୈନ୍ୟ ପରସ୍ପରର ରାଇଫଲ ରେଞ୍ଜ୍ ମଧ୍ୟରେ ରହିଛନ୍ତି। ଦୁଇପକ୍ଷଙ୍କ ମଧ୍ୟରେ…
ପଶ୍ଚିମବଙ୍ଗ, କେରଳରେ ଏନ୍ଆଇଏର ଚଢାଉ: ଅଲକାଏଦାର ୯ ଆତଙ୍କବାଦୀ ଗିରଫ
ମୁର୍ସିଦାବାଦ,୧୯ ।୯: ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନ୍ଆଇଏ)କୁ ଶନିବାର ବଡ ସଫଳତା ମିଳିଛି । ଏନ୍ଆଇଏ ପଶ୍ଚିମବଙ୍ଗର ମୁର୍ସିଦାବାଦ ଓ କେରଳର ଏର୍ନାକୁଲମରେ ଚଢାଉ କରିବା ଫଳରେ ଅଲକାଏଦା ଆତଙ୍କବାଦୀଙ୍କ ସମ୍ପର୍କରେ ବହୁ ତଥ୍ୟ ପାଇଛି । ଏହି ସମୟରେ ଏନ୍ଆଇଏ ଦ୍ୱାରା…
ରାଜ୍ୟରେ ସୁସ୍ଥ ହେଲେ ଆଉ ୪୧୦୧ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୧୮।୯(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୧୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୮୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୫୫୦, ପୁରୀରୁ ୨୯୮, ବଲାଙ୍ଗୀରରୁ ୧୯୩, ଯାଜପୁରରୁ ୧୬୯, କେନ୍ଦ୍ରାପଡାରୁ ୧୩୨, ସୋନପୁରରୁ ୧୨୧, ଜଗତସିଂହପୁରରୁ ୧୧୫, ନବରଙ୍ଗପୁରରୁ…
ଭୁବନେଶ୍ୱରରୁ ଆଜି ୩୦୫ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୧୮।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ଯୁକ୍ତ ୨ ନାମଲେଖା ପାଇଁ ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ: ଆଗରେ ରହିଛି ରେଭେନ୍ଶା ଜୁନିୟର କଲେଜ
ଭୁବନେଶ୍ୱର,୧୮।୯(ବ୍ୟୁରୋ): ଯୁକ୍ତ ୨ ନାମଲେଖା ପାଇଁ ପ୍ରଥମ କଟ୍ ଅଫ୍ ମାର୍କ ପ୍ରକାଶ ପାଇଛି। ଚଳିତ ବର୍ଷ ରେଭେନ୍ଶା ଜୁନିୟର କଲେଜ କଳା, ବାଣିଜ୍ୟ ଓ ବିଜ୍ଞାନ ପାଇଁ କଟ୍ ଅଫ୍ ମାର୍କରେ ଆଗରେ ରହିଛି। କଲେଜରେ କଳାରେ ୭୨.୫% କଟ୍…
ବିଧାୟକ ଦେବୀ ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ
ଭୁବନେଶ୍ୱର,୧୮ା୯(ବ୍ୟୁରୋ): ବିଜେଡି ବିଧାୟକ ଦେବୀ ମିଶ୍ରଙ୍କ ଘରେ ଶୁକ୍ରବାର ଚଢ଼ାଉ କରିଛି ସିବିଆଇ। ବହୁ ଚର୍ଚ୍ଚିତ ସି-ସୋର ଚିଟ୍ଫଣ୍ଡ ଲିଙ୍କ୍ ମାମଲାରେ ଏହି ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ୟୁନିଟ୍-୧ସ୍ଥିତ ବାସଭବନରେ ଏହି ଚଢ଼ାଉ ଜାରି ରହିଛି।
ରାଜ୍ୟରୁ ଆଉ ୧୩ ଜୀବନ ନେଲା କରୋନା, ୬୮୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୩ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୮୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…
CORONAVIRUS UPDATE: ରାଜ୍ୟରୁ ଆଜି ୪୧୮୦ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୭୧ ହଜାର ଟପିଲା
ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଶୁକ୍ରବାର ମୋଟ୍ ୩୦ ଜିଲାରୁ ୪,୧୮୦ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧, ୭୧,୩୪୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨,୪୬୬ଜଣ…
Archives


