ସରକାର ପ୍ରବାସୀ ଶ୍ରମିକଙ୍କ ମୃତଦେହ ନ ଗଣିଲେ ବି ମୃତ୍ୟୁ ତ ଆସିଲା: ରାହୁଲ
ନୂଆଦିଲ୍ଲୀ, ୧୫।୯: ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ନେଇ ବିରୋଧୀ ଶାସକ ଦଳଙ୍କୁ ଘେରିଛନ୍ତି। ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ନେଇ କୌଣସି ତଥ୍ୟ ମିଳିନି। ସେଥିପାଇଁ କ୍ଷତିପୂରଣ ମଧ୍ୟ ପ୍ରଦାନ କରାଯାଇ ପାରିନି। ତେବେ ଲକ୍ଡାଉନ୍ ସମୟରେ…
ନୀତୀଶଙ୍କ ଭୟ: ୬ ଥର ମୁଖ୍ୟମନ୍ତ୍ରୀ ହୋଇ ବି ୧୬ ବର୍ଷଧରି ଲଢ଼ି ନାହାନ୍ତି ନିର୍ବାଚନ
ପାଟନା, ୧୫।୯: ଆଗକୁ ବିହାରରେ ବିଧାନସଭା ନିର୍ବାଚନ ହେବ। ଏନେଇ ରାଜ୍ୟରେ ରାଜନୈତିକ ସ୍ଥିତି ବେଶ୍ ଚଳଚଞ୍ଚଳ ହେବାରେ ଲାଗିଛି। ଜେଡିୟୁ ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟର ବିକାଶ ପାଇଁ କହୁ କାର୍ଯ୍ୟ କରିଥିବା କହୁଛନ୍ତି। ତେବେ ବିଧାନସଭା…
ଡ୍ରଗ୍ସ୍ କାରବାର ନେଇ ବଲିଉଡ୍କୁ ବଦନାମ କରାଯାଉଛି: ଜୟା
ନୂଆଦିଲ୍ଲୀ, ୧୫।୯: ଡଗ୍ସ୍ କାରବାର ନେଇ ବଲିଉଡ୍କୁ ବଦନାମ କରାଯିବାର ଯୋଜନା କରାଯାଉଛି। ମନୋରଞ୍ଜନ ଶିଳ୍ପ ପ୍ରତିଦିନ ୫ ଲକ୍ଷରୁ ଅଧିକ ଲୋକଙ୍କୁ ରୋଜଗାର ଯୋଗାଇ ଦେଇଥାଏ। ଏପରିସ୍ଥଳେ ଏହାକୁ ବଦନାମ୍ କରାଯିବା ଅନୁଚିତ ବୋଲି ସଂସଦର ଦ୍ୱିତୀୟ ଦିନରେ ମଙ୍ଗଳବାର…
ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୮୨ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୧୪।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୩୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୦୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୪୪, ବରଗଡରୁ ୨୬୨, ଯାଜପୁରରୁ ୧୭୭, ମୟୂରଭଞ୍ଜରୁ ୧୭୫, ଭଦ୍ରକରୁ ୧୬୭, ବାଲେଶ୍ୱରରୁ ୧୫୬, ଢେଙ୍କାନାଳରୁ ୧୪୬,…
ବନ୍ଦ ହେବ କୋଭିଡ କେୟାର ସେଣ୍ଟର
ଭୁବନେଶ୍ୱର,୧୪।୯(ବ୍ୟୁରୋ)-କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ପଞ୍ଚାୟତ ଓ ପୌରାଞ୍ଚଳରେ କୋଭିଡ୍ କେୟାର ସେଣ୍ଟର(ସିସିସି), ଟେମ୍ପରାରି ମେଡିକାଲ ସେଣ୍ଟର (ଟିଏମ୍ସି) ଓ କୋଭିଡ୍ କେୟାର ହୋମ୍ (ସିସିଏଚ୍)ର ବ୍ୟବସ୍ଥା କରିଥିଲେ। କିନ୍ତୁ ଏବେ ଟିଏମ୍ସି ଓ ସିସିଏଚ୍ଗୁଡ଼ିକ ଖାଲି ପଡୁଛି।…
ରାଜଧାନୀରୁ ଆଜି ୩୫୧ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୧୪।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୭୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ହରିବଂଶ ରାଜ୍ୟସଭା ଉପାଧ୍ୟକ୍ଷ
ନୂଆଦିଲ୍ଲୀ,୧୪।୯-ପୁଣି ଥରେ ଜେଡିୟୁର ହରିବଂଶ ନାରାୟଣ ସିଂ ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ସୋମବାର ନିର୍ବାଚିତ ହୋଇଛନ୍ତି। ମୌଖିକ ଭୋଟରେ ହରିବଂଶ ନାରାୟଣଙ୍କୁ ନିର୍ବାଚିତ କରାଯାଇଛି। ହରିବଂଶ ସିଂହ ବିଧିବଦ୍ଧ ଭାବେ ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି ବୋଲି ରାଜ୍ୟସଭା ଅଧ୍ୟକ୍ଷ…
ଏବେ ହଟିବନି ଝୁମ୍ପୁଡ଼ି: ସୁପ୍ରିମ୍କୋର୍ଟରେ ଜବାବ ଦେଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ, ୧୪।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟାଇବା ନେଇ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଥିଲା। ରେଲଓ୍ବେ ସୁରକ୍ଷା ଜୋନ୍ରେ ବେଆଇନ ଦଖଲ କରିଥିବା ଝୁମ୍ପୁଡ଼ିକୁ ହଟାଯିବ ବୋଲି ନିର୍ଦ୍ଦେଶରେ…
ସଂସଦରେ ପ୍ରଥମ ଥର ପାଇଁ ଘଟିଲା ୫ ନୂଆ ଘଟଣା !
ନୂଆଦିଲ୍ଲୀ, ୧୪।୯: ସଂସଦର ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଥର ପାଇଁ ସଂସଦରେ ୫ଟି ନୂଆ ଘଟଣା ଘଟିଛି। ସଂସଦ ଆରମ୍ଭ ହେବା ସମୟରେ ସଦସ୍ୟମାନେ ମୋବାଇଲ୍ ଆପ୍ ଦ୍ୱାରା ଉପସ୍ଥାନ ଦେଇଥିଲେ। ସେହିପରି ଲୋକ ସଭାର କାର୍ଯ୍ୟ…
ମନ୍ତ୍ରୀ ସମୀର ରଞ୍ଜନ ଦାଶ, ସ୍ତ୍ରୀ ସଙ୍ଗୀତା କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ସ୍ତ୍ରୀ ସଙ୍ଗୀତା ମଧ୍ୟ ଆକ୍ରାନ୍ତ ହୋଇଥିବା ମନ୍ତ୍ରୀ ଟୁଇଟ୍ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ ଏବଂ ତାଙ୍କ ସ୍ତ୍ରୀ ସୁସ୍ଥ ଥିବା…
ପ୍ରତି ମିନିଟରେ ଜଣଙ୍କ ମୁଣ୍ଡ ନେଉଛି କରୋନା
ନୂଆଦିଲ୍ଲୀ, ୧୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଲଗାତାର ୧୨ ଦିନ ଧରି ଦେଶରେ ପ୍ରତିଦିନ ଏକ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ପ୍ରତି ମିନିଟରେ ଦେଶରେ କରୋନା ଜଣଙ୍କର ମୁଣ୍ଡ ନେଉଛି। ସେପ୍ଟେମ୍ବର…
ଆଜି ଆଉ ୧୧ ଜୀବନ ନେଲା କରୋନା, ୬୩୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା; କଟକରୁ ସର୍ବାଧିକ
ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୧ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୩୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ କଟକରୁ ୪ କରୋନା…
Archives


