CORONAVIRUS UPDATE: ରାଜ୍ୟରୁ ଆଜି ସର୍ବାଧିକ ୪୧୯୮ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୫ ହଜାର ଟପିଲା
ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସୋମବାର ମୋଟ୍ ୩୦ ଜିଲାରୁ ୪,୧୯୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨,୪୭୬ ଜଣ…
ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ: ଜେଡିୟୁ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି
ଭୁବନେଶ୍ୱର,୧୪।୯(ବ୍ୟୁରୋ): ସୋମବାର ରାଜ୍ୟ ସଭା ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଜେଡିୟୁ ପ୍ରାର୍ଥୀ ହରିବଂଶ ନାରାୟଣ ସିଂହଙ୍କ ପାଇଁ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ସମର୍ଥନ ଲୋଡିଥିଲେ। ଯାହାକୁ ସ୍ବୀକାର କରିଛନ୍ତି ମୁଖ୍ୟମନ୍ତ୍ରୀ। ହରିବଂଶଙ୍କୁ ଦଳ…
ବୀର ଯବାନଙ୍କ ପଛରେ ରହିଛି ଦେଶ: ମୋଦି
ନୂଆଦିଲ୍ଲୀ, ୧୪।୯: ସୋମବାର ଲୋକ ସଭା ଏବଂ ରାଜ୍ୟ ସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦ ଭବନରେ ପହଞ୍ଚି ସୀମାରେ ଶତ୍ରୁ ସହିତ ଲଢୁଥିବା ଯବାନଙ୍କ ମନୋବଳ ବଢ଼ାଇଛନ୍ତି। ମୋଦି କହିଛନ୍ତି ଯେ,…
ଆରମ୍ଭ ହେଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା
କଟକ ଅଫିସ,୧୪ା୯: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ସୋମବାରଠାରୁ ଆରମ୍ଭ ହୋଇଛି। ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇଛି। ଏହା ୧୨ଟାରେ ସରିବ। ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ଅବ୍ଜେକ୍ଟିଭ ପରୀକ୍ଷା(ଏହାର…
ଚାଇନାର ଗୁପ୍ତଚରୀ: ୧୩୫୦ ରାଜନେତାଙ୍କ ତଥ୍ୟ କରୁଛି ସଂଗ୍ରହ
ନୂଆଦିଲ୍ଲୀ, ୧୪।୯: ଚାଇନାର ଏଲ୍ଏସିରେ ଭାରତ ସହିତ ମୁହାଁମୁହିଁ ହେବା ସହିତ ଦେଶର ରାଜନେତାଙ୍କ ସମ୍ପର୍କରେ ଗୁପ୍ତରେ ତଥ୍ୟ ସଂଗ୍ରହ କରୁଛି। ଡିଜିଟାଲ ପ୍ଲାଟଫର୍ମ ସହାୟତାରେ ଚାଇନା ଏଭଳି କାର୍ଯ୍ୟ ଜାରି ରଖିଥିବା ନେଇ ପର୍ଦ୍ଦାଫାଶ୍ ହୋଇଛି। ଗଣମାଧ୍ୟମ ସଂସ୍ଥା ଇଣ୍ଡିଆନ୍…
ପାର୍ଲାମେଣ୍ଟ ମୌସୁମୀ ଅଧିବେଶନ: ଜିଏସ୍ଟି କ୍ଷତି ଭରଣା, କେନ୍ଦ୍ରୀୟ ଅନୁଦାନ ଦାବି କରିବ ବିଜେଡି
ଭୁବନେଶ୍ୱର ୧୩।୯(ବ୍ୟୁରୋ): ସୋମବାରଠାରୁ ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। କୋଭିଡ-୧୯ ମହାମାରୀ ସମୟରେ ରାଜ୍ୟରେ ରାଜସ୍ବ ଆଦାୟ ହ୍ରାସ ପାଇଛି। ଏଭଳି ପରିସ୍ଥିତିରେ ରାଜ୍ୟ ସରକାର ଦ୍ରବ୍ୟ ଓ ସେବା ଟିକସ(ଜିଏସ୍ଟି) କ୍ଷତିପୂରଣକୁ ଭରସା କରିଛନ୍ତି। ଅଧିବେଶନ କାଳରେ…
ମୌସୁମୀ ଅଧିବେଶନ ଆରମ୍ଭ: ମାସ୍କ, ଫେସ୍ ସିଲ୍ଡ ପିନ୍ଧି ପହଞ୍ଚିଲେ ଏମ୍ପି
ନୂଆଦିଲ୍ଲୀ,୧୪।୯: ସଂସଦର ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। କରୋନା କଟକଣା ମଧ୍ୟରେ ବସୁଥିବା ଏହି ଅଧିବେଶନକୁ ଏମ୍ପିମାନେ ମାସ୍କ ଏବଂ ଫେସ୍ ସିଲ୍ଡ ଲଗାଇ ପହଞ୍ଚୁଥିବା ଦେଖାଯାଇଛି। ଲୋକ ସଭା ଆରମ୍ଭ ହେବା କ୍ଷଣି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ…
ଆଜି ସୁସ୍ଥ ହେଲେ ଆଉ ୩୩୬୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୩।୯(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୩୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୦୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୪୮, ପୁରୀରୁ ୨୮୦, ମୟୂରଭଞ୍ଜରୁ ୨୦୬, ରାୟଗଡ଼ାରୁ ୧୭୩, ଭଦ୍ରକରୁ ୧୪୪, ସୁନ୍ଦରଗଡ଼ରୁ ୧୨୦, ଝାରସୁଗୁଡ଼ାରୁ ୧୧୯, ବରଗଡ଼ରୁ…
ରାଜଧାନୀରୁ ଆଉ ୩୯୫ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୧୩।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୭୯ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୬୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ଆଉ ନାହାନ୍ତି ବର୍ଷୀୟାନ ଅଭିନେତା ଅଜିତ ଦାସ
ଭୁବନେଶ୍ୱର,୧୩।୯(ବ୍ୟୁରୋ): ୨୦୨୦ କେବଳ ବଲିଉଡ୍ ପାଇଁ ନୁହେଁ ବରଂ ଓଲିଉଡ୍ ପାଇଁ କଳାବର୍ଷ କହିଲେ ଅତ୍ୟୁକ୍ତି ହେବ ନାହିଁ। କିଛି ଦିନ ପୂର୍ବରୁ ବର୍ଷୀୟାନ୍ ଅଭିନେତା ବିଜୟ ମହାନ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ରବିବାର ଅଜିତ ଦାସ ପରପାରିକୁ ଚାଲିଯାଇଥିବା ସୂଚନା…
ଏକେ-୪୭ ଗୁଳିକୁ ଆଉ ନାହିଁ ଭୟ: ସେନା ପାଖରେ ‘ଭାବା କବଚ’
ନୂଆଦିଲ୍ଲୀ, ୧୩।୯: ଏଲ୍ଓସି ଏବଂ ଏଲ୍ଏସିରେ ଭାରତୀୟ ଯବାନ ଶତ୍ରୁର ମୁକାବିଲା କରୁଛନ୍ତି। ସେମାନଙ୍କ ସୁରକ୍ଷା ପାଇଁ ମିଶ୍ର ଧାତୁ ନିଗମ ଲିମିଟେଡ୍ ପକ୍ଷରୁ ଅନ୍ତର୍ଜାତୀୟ ମାନର ବୁଲେଟ୍ ପ୍ରୁଫ୍ ଜ୍ୟାକେଟ ତିଆରି କରାଯାଇଛି। ଏହି ଜ୍ୟାକେଟକୁ ଏକେ-୪୭ ଗୁଳିମଧ୍ୟ ଭେଦ…
ଡ୍ରାଗନର ମିଛ ପଡ଼ିଲା ଧରା: ଗଲଓ୍ବାନରେ ୬୦ ଚାଇନା ସୈନ୍ୟଙ୍କ ମୃତ୍ୟୁ ଘଟିଥିଲା
ଓ୍ବାଶିଂଟନ, ୧୩।୯: ଗଲଓ୍ବାନ ଘାଟିରେ ଜୁନ୍ ୧୫ରେ ଭାରତୀୟ ଯବାନ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ଏଥିରେ ୨୦ ଜଣ ଭାରତୀୟ ଯବାନ ଶହୀଦ୍ ହୋଇଥିଲେ। ତେବେ ଚାଇନାର କମ୍ ସୈନ୍ୟଙ୍କର ମୃତ୍ୟୁ ଘଟିଥିବା ପିପୁଲସ୍ ଲିବରେଶନ ଆର୍ମି(ପିଏଲ୍ଏ)…
Archives


