Home Middle

ଲକ୍ଷେ ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ, ୫।୪: ଭାରତରେ ପ୍ରଥମ ଥର ପାଇଁ କରୋନା ଦୈନିକ ସଂକ୍ରମଣ ୧ ଲକ୍ଷ ଅତିକ୍ରମ କରିଛି। ରବିବାର ରାତି ୧୨ଟା ସୁଦ୍ଧା ଗୋଟିଏ ଦିନର ସଂକ୍ରମଣ ସର୍ବାଧିକ ୧,୦୩,୭୬୪ ରେକର୍ଡ କରାଯାଇଛି। ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୨୫,୮୭,୮୯୧ରେ…

ରାଜ୍ୟରେ ଦିନ ବେଳା ଲାଗୁ ହୋଇପାରେ କର୍ଫ୍ୟୁ!

ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ସରକାର ଦିନବେଳା କଟକଣାକୁ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନେଇପାରନ୍ତି। ଏନେଇ ବିଚାର ବିମର୍ଷ ଏବଂ ଅନୁଧ୍ୟାନ ଚାଲିଥିବା କହିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ମୁଖ୍ୟମନ୍ତ୍ରୀ ଏବଂ ସ୍ବାସ୍ଥ୍ୟମନ୍ତ୍ରୀଙ୍କ…

ବଢୁଛି ଶହୀଦ୍‌ ଯବାନଙ୍କ ସଂଖ୍ୟା: ୨୨ ମୃତଦେହ ଉଦ୍ଧାର, ଏବେ ବି କେତେକ ନିଖୋଜ

ବିଜାପୁର,୪।୪: ଛତିଶଗଡ଼ର ବିଜାପୁରରେ ଶନିବାର ମିଳିତ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଇତିମଧ୍ୟରେ ଶହୀଦ୍‌ ହୋଇଥିବା ୨୨ ଜଣ ଯବାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେହିପରି ଏବେ ବି କେତେକ ଯବାନ ନିଖୋଜ ଥିବା ଜଣାପଡ଼ିଛି। ମାଓବାଦୀମାନେ ଦେଶୀ ରକେଟ…

ମିନି ଲକ୍‌ଡାଉନ୍‌ ଜରୁରୀ: ଏମ୍ସ୍‌ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୪।୪: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ତେବେ ପୁଣି ଲକ୍‌ଡାଉନ୍‌ ଘୋଷଣା ହେଲେ ଦେଶର ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପଡ଼ିବ। ମାତ୍ର କରୋନା ସଂକ୍ରମଣକୁ ଯଦି…

ତିହାର ଜେଲରେ କ୍ଷମତାଠାରୁ ୨ ଗୁଣା ଅଧିକ କଏଦୀ: କରୋନା କାଳରେ ସୁରକ୍ଷା ଉପରେ ପ୍ରଶ୍ନ ଚିହ୍ନ

ନୂଆଦିଲ୍ଲୀ,୪।୪: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ତିହାର ଜେଲରେ ବୃଦ୍ଧି ପାଉଥିବା କଏଦୀଙ୍କ ସଂଖ୍ୟା ନେଇ ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ଜେଲର କ୍ଷମତା ୧୦ ହଜାର ୨୬ ଥିବାବେଳେ ଏଠାରେ ୨୦ ହଜାର ୪୧ ଜଣ କଏଦୀ…

ମାଡ଼ି ଆସୁଛି ବିପଦ: ନୂଆ ଷ୍ଟ୍ରେନ୍‌ ୩ ଗୁଣା ଭୟଙ୍କର

ନୂଆଦିଲ୍ଲୀ,୪।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ନୂଆ ଷ୍ଟ୍ରେନ୍‌ ଯୋଗୁ ଆଗାମୀ ଦିନରେ ଭାରତ ଉପରେ ବିପଦ ମାଡ଼ି ଆସୁଛି। ନୂଆ ଷ୍ଟ୍ରେନ୍‌ ୩ ଗୁଣା ଭୟଙ୍କର। ଏହା ଅତି କମ୍‌ ସମୟରେ ଅଧିକ ଲୋକଙ୍କୁ କରୋନାରେ…

୨୧ ଯବାନ ନିଖୋଜ: ଜଙ୍ଗଲରେ ଲୁଚି ରହିଛନ୍ତି ୩୦୦ ମାଓବାଦୀ

ବିଜାପୁର,୪।୪: ଛତିଶଗଡ଼ର ବିଜାପୁରରେ ଶନିବାର ମିଳିତ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଏଥିରେ ୮ ଯବାନ ଶହୀଦ୍‌ ହୋଇଥିବାବେଳେ ୧୫ରୁ ଅଧିକ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ଡିଜି ଅଶୋକ ଜୁନେଜା ରବିବାର ସୂଚନା ଦେଇଛନ୍ତି। ୫ ଜଣ ଯବାନ ଶହୀଦ୍‌…

ଚିକିତ୍ସା ପରିବର୍ତ୍ତେ ରୋଗୀଙ୍କୁ ରେଫର

ଅନୁଗୋଳ ଅଫିସ, ୪ା୪: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତ ସ୍ବାସ୍ଥ୍ୟସେବା ପାଇଁ ଭିତ୍ତିଭୂମି ରହିଛି। ସେଥିପାଇଁ ଜିଲାର ବିଭିନ୍ନ ପ୍ରାଥମିକ, ଗୋଷ୍ଠୀ ଓ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରୁ ରୋଗୀଙ୍କୁ ଏଠାକୁ ପଠାଯାଉଛି। ଏପରି କି ପଡ଼ୋଶୀ ଜିଲାଗୁଡ଼ିକରୁ ମଧ୍ୟ ବହୁ ରୋଗୀ…

ସୁରକ୍ଷା ଖୋଜୁଛି ଶାଳ ଜଙ୍ଗଲ

କେନ୍ଦୁଝର,୪।୪(ସ୍ବ.ପ୍ର.)- କେନ୍ଦୁଝର ଜିଲାରେ ଗତ ଏକ ଦଶନ୍ଧି ହେଲା ଦ୍ରୁତ ଜଙ୍ଗଲ କ୍ଷୟ ଯୋଗୁ ବ୍ୟାପକ ଶାଳ ଜଙ୍ଗଲ ନଷ୍ଟ ହୋଇଗଲାଣି। ପ୍ରାକୃତିକ ପରିବେଶରେ ଆପେ ଆପେ ଗଛ ଉଠୁଥିବା ଶାଳ ଜଙ୍ଗଲର ବିକଳ୍ପ ନାହିଁ। ଅର୍ଥାତ ଏହି ଗଛ ପ୍ରସ୍ତୁତ…

କରୋନା ଲକ୍ଷେ ମୁହାଁ : ୨୪ ଘଣ୍ଟାରେ ୯୩ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୪।୪: ଦେଶରେ କରୋନାର ସଂକ୍ରମଣ ଥମିବାର ନା ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ି ଚାଲିିଛି। ଦେଶରେ ଲଗାତାର ଗତ ୩ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ହଜାରରୁ ଅଧିକ ରହିଛି। କରୋନା ଲକ୍ଷେ ମୁହାଁ ହେବାରେ ଲାଗିଛି। ଗତ…

ପ୍ରତ୍ୟେକ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୩।୪: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୂଆ ଏସ୍‌ଓପି ଜାରି କରାଯାଇଛି। ଏଣିକି ଭକ୍ତଙ୍କ ପାଇଁ ପ୍ରତ୍ୟେକ ରବିବାର ଶ୍ରୀମନ୍ଦିର ବନ୍ଦ ରହିବ। ସପ୍ତାହକୁ ୨ ଦିନ…

ଜୟନାରାୟଣ, ବିଷ୍ଣୁ, ମୋହନ ସସ୍‌ପେଣ୍ଡ

ଭୁବନେଶ୍ୱର,୩।୪(ବ୍ୟୁରୋ): ଭାଜପାର ୩ ବିଧାୟକ ସସ୍‌ପେଣ୍ଡ। ବିଧାନସଭାରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଉପରକୁ ଚପଲ ଫିଙ୍ଗିବା ଘଟଣାରେ କାର୍ଯ୍ୟାନୁଷ୍ଠାନସ୍ବରୂପ ବିଧାୟକ ଜୟ ନାରାୟଣ ମିଶ୍ର, ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?