Home Middle

ରାତି ୧୦ରୁ ସକାଳ ୫ ଯାଏ ନାଇଟ୍‌ କର୍ଫ୍ୟୁ

ଭୁବନେଶ୍ୱର,୩।୪(ବ୍ୟୁରୋ): ବଢ଼ିବାରେ ଲାଗିଛି କରୋନାର ଲେଉଟାଣି ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟ ସରକାର ୧୦ଟି ଜିଲାରେ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼,…

ଫେରିଲା କଟକଣା: କଳାହାଣ୍ଡି-ଫୁଲବାଣୀର ୩ ସ୍ଥାନ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଭବାନୀପାଟଣା(ଡି.ଏନ୍‌.ଏ.)/ଫୁଲବାଣୀ ଅଫିସ,୩।୪: ରାଜ୍ୟରେ ଚିନ୍ତା ବଢ଼ାଇଲାଣି କରୋନାର ଲେଉଟାଣି ସଂକ୍ରମଣ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ କଟକଣା ଜରୁରୀ ହୋଇପଡ଼ିଲାଣି। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟର ୨ ଜିଲାର ୩ ସ୍ଥାନକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା କରାଯାଇଛି। କଳାହାଣ୍ଡି ଜିଲା…

ଧର୍ମନିରପେକ୍ଷ-ସାମ୍ପ୍ରଦାୟିକ ରାଜନୀତି ଦେଶ ପାଇଁ କ୍ଷତିକାରକ: ମୋଦି

ଗୁଆହାଟି,୩।୪: ଦେଶର ବିକାଶ ପଥରେ ଧର୍ମନିରପେକ୍ଷ ଏବଂ ସାମ୍ପ୍ରଦାୟିକ ରାଜନୀତି ବାଧା ସୃଷ୍ଟି କରୁଛି। ଏଭଳି ରାଜନୀତି ଖେଳ ଦେଶ ପାଇଁ କ୍ଷତିକାରକ। ଭାଜପା ସରକାର ସବ୍‌କା ସାଥ୍‌-ସବ୍‌କା ବିକାଶ-ସବ୍‌କା ବିଶ୍ୱାସ ମନ୍ତ୍ର ଆଧାରରେ ବିଭିନ୍ନ ଯୋଜନା ପ୍ରଣୟନ କରି ସାଧାରଣ…

ସାଢ଼େ ୬ ମାସ ପରେ କରୋନା ସ୍ଥିତି ଅଣାୟତ୍ତ: ଦିନକରେ ୮୯ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୩।୪: ଦେଶରେ କରୋନାର ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଦେଶରେ ଲଗାତାର ଗତ ୨ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ…

ସେଣ୍ଟ୍‌ ଷ୍ଟିଫେନ୍ସ୍‌ କଲେଜର ୧୩ ଶିକ୍ଷାର୍ଥୀ, ୨ କର୍ମଚାରୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୩।୪: ଦିଲ୍ଲୀ ୟୁନିଭର୍ସିଟିର ସେଣ୍ଟ୍‌ ଷ୍ଟିଫେନ୍ସ୍‌ କଲେଜରେ କରୋନା ସଂକ୍ରମଣ ପହଞ୍ଚିଛି। କଲେଜର ୧୩ ଶିକ୍ଷାର୍ଥୀ ଏବଂ ୨ ଜଣ କର୍ମଚାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି କଲେଜରେ କଡ଼ା କଟକଣା ଜାରି କରାଯାଇଛି। ଆକ୍ରାନ୍ତଙ୍କ…

ଝାରସୁଗୁଡ଼ାରୁ ଚେନ୍ନାଇକୁ ଉଡ଼ିଲା ବିମାନ

ଝାରସୁଗୁଡ଼ା ଅଫିସ,୨ା୪: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ଚେନ୍ନାଇକୁ ଶୁକ୍ରବାର ବିମାନ ସେବା ଆରମ୍ଭ ହୋଇଛି। ସ୍ପାଇସ୍‌ ଜେଟ୍‌ ବିମାନ ଚେନ୍ନାଇରୁ ୮୪ଜଣ ଯାତ୍ରୀଙ୍କୁ ଧରି ଝାରସୁଗୁଡ଼ା ବିମାନ ବନ୍ଦରରେ ଅପରାହ୍ନ ୩ଟା ୨୦ରେ ପହଞ୍ଚତ୍ଥିଲା। ପରେ ଏହି…

ଦିଲ୍ଲୀରେ ହେବନି ଲକ୍‌ଡାଉନ

ନୂଆଦିଲ୍ଲୀ, ୨।୪: ଦିଲ୍ଲୀରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶୁକ୍ରବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏକ ଜରୁରୀକାଳୀନ ବୈଠକ ଡକାଇଥିଲେ। ବୈଠକରେ ସେ ଦିଲ୍ଲୀରେ ବର୍ତ୍ତମାନ ଲକଡାଉନ ଲଗାଇବା ପରିସ୍ଥିତି ସୃଷ୍ଟି ହୋଇ ନ ଥିବା କହିଥିଲେ। ଦେଶରେ କରୋନାର ଦ୍ୱିତୀୟ…

୩ ସପ୍ତାହ ବନ୍ଦ ରହିବ ସାପ୍ତାହିକ ହାଟ

ଝାରସୁଗୁଡ଼ା ଅଫିସ,୨।୪: ପଡୋଶୀ ଛତିଶଗଡ଼ ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଛତିଶଗଡ଼ ରାଜ୍ୟର ରାୟଗଡ଼ ଜିଲାକୁ ଲାଗି ରହିଛି ଝାରସୁଗୁଡ଼ା ଜିଲା। ଉଭୟ ରାଜ୍ୟ ସୀମାନ୍ତରେ ଲୋକଙ୍କ ଯାତାୟାତ ରହିଥିବା ବେଳେ କରୋନା ସଂକ୍ରମଣ…

ଓଡ଼ିଶାରେ ପହଞ୍ଚିଲେ ଉପରାଷ୍ଟ୍ରପତି

ଭୁବନେଶ୍ୱର,୨।୪(ବ୍ୟୁରୋ): ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଶୁକ୍ରବାର ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ କଡ଼ା ସୁରକ୍ଷା ମଧ୍ୟରେ ରାଜଭବନ ଯାଇଛନ୍ତି। ସେଠାରେ ମଧ୍ୟାହ୍ନଭୋଜନ କରିବେ। ଅପରାହ୍ନ ୪.୪୫ ମିନିଟ୍‌ରେ ରାଜଭବନରୁ ବାହାରି ସଡ଼କପଥରେ…

ଆଉ ୮ ମାସ ଚାଲିବ ଚାଷୀ ଆନ୍ଦୋଳନ

ନୂଆଦିଲ୍ଲୀ, ୧।୪: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଚାଷୀ ଆନ୍ଦୋଳନ ଆଉ ୮ ମାସ ଚାଲିବ ବୋଲି ଭାରତୀୟ କିଷାନ ୟୁନିୟନ(ବିକେୟୁ) ମୁଖପାତ୍ର ରାକେଶ ଟିକାଏତ୍‌ ଗୁରୁବାର କହିଛନ୍ତି। ମେ’ ୧୦ ପର୍ଯ୍ୟନ୍ତ ଚାଷୀମାନେ ଗହମ ଅମଳରେ ବ୍ୟସ୍ତ ରହୁଥିବାରୁ…

ପଶ୍ଚିମବଙ୍ଗରେ ୮୦.୪୩, ଆସାମରେ ୭୩.୦୩ ପ୍ରତିଶତ ମତଦାନ

ନୂଆଦିଲ୍ଲୀ,୧।୪: ଆସାମ ଓ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଥିବା ନିର୍ବାଚନ ଆୟୋଗ (ଇସି) ପକ୍ଷରୁ କୁହାଯାଇଛି। ଦୁଇଟି ରାଜ୍ୟରେ ୬୯ଟି ଆସନ ପାଇଁ ୨୧,୧୧୨ ବୁଥ୍‌ରେ ଗୁରୁବାର ଚାଲିଛି ମତଦାନ। ସନ୍ଧ୍ୟା ୫ଟା.୩୦…

ରାଜଧାନୀ ଭୁବନେଶ୍ୱର ବିଶ୍ୱରେ ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ବୁଧବାର ରେକର୍ଡ ଭାଙ୍ଗିଥିଲା ଭୁବନେଶ୍ୱର। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜଧାନୀ ଭୁବନେଶ୍ୱରକୁ ବିଶ୍ୱର ସବୁଠୁ ଉତ୍ତପ୍ତ ସହର ଭାବରେ ସ୍ଥାନିତ କରାଯାଇଛି। ବୁଧବାର ଭୁବନେଶ୍ୱରରେ ତାପମାତ୍ରା ସର୍ବାଧିକ ୪୪.୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?