Home Middle

ଧାର୍ମିକସ୍ଥଳ ଖୋଲିବା ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କ ମତାମତ ଲୋଡ଼ିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୯।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ଧାର୍ମିକ ସ୍ଥଳ ବନ୍ଦ ରହିଛି। ଧାର୍ମିକସ୍ଥଳ ଖୋଲିବା ନେଇ ଦାଖଲ କରାଯାଇଥିବା ଏକ ଆବେଦନ ଉପରେ ସୁପ୍ରମ୍‌କୋର୍ଟ କେନ୍ଦ୍ର ସରକାରଙ୍କ ମତାମତ ଲୋଡ଼ିଛନ୍ତି। କୋର୍ଟ ପକ୍ଷରୁ ଏନେଇ କେନ୍ଦ୍ର ତଥା ରାଜ୍ୟ…

୨୧ ଦିନରେ ଦେଶକୁ କରୋନା ମୁକ୍ତ କରାଇବା ବଦଳରେ ଅର୍ଥବ୍ୟବସ୍ଥାକୁ ଡୁବେଇଲେ ମୋଦି

ନୂଆଦିଲ୍ଲୀ, ୯।୯: ଦେଶର ଅର୍ଥବ୍ୟବସ୍ଥା ନେଇ ବିରୋଧୀ ଦଳଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଜାରି ରହିଛି। ଏନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମୋଦିଙ୍କୁ ଟାର୍ଗେଟ୍‌ କରିଛନ୍ତି। ମୋଦି ୨୧ ଦିନରେ ଦେଶକୁ କରୋନା ମୁକ୍ତ କରିବାକୁ…

ପିଏମ୍‌ କିଷାନ ଯୋଜନାରେ ୧୧୦ କୋଟି ହେରଫେର୍‌: ୮୦ କର୍ମଚାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ, ୯।୯: ଦେଶରେ ଚାଷୀଙ୍କ ବିକାଶ ପାଇଁ ପ୍ରଣୟନ ହୋଇଥିବା ‘ପିଏମ୍‌ କିଷାନ ଯୋଜନା’ରେ ୧୧୦ କୋଟିରୁ ଅଧିକ ଟଙ୍କା ହେରଫେର୍‌ ସମ୍ପର୍କରେ ଜଣାପଡ଼ିଛି। ଅନ୍‌ଲାଇନ୍‌ରେ ଟଙ୍କା ହିତାଧିକାରୀଙ୍କ ବଦଳରେ ଅନ୍ୟମାନଙ୍କ ଖାତାକୁ ଯାଇଥିବା କୁହାଯାଉଛି। ତାମିଲନାଡୁରେ ଏହାର ପର୍ଦ୍ଦାଫାଶ୍‌ ହୋଇଛି।…

ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ: ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି

ଭୁବନେଶ୍ୱର, ୯।୯(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୧୧ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି…

CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୭୪୮ ଆକ୍ରାନ୍ତ; ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର, ୯।୯(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦ ଜିଲାରୁ ଆଉ ୩୭୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୨୧୦ ଜଣ କ୍ୱାରାଣ୍ଟାଇନରୁ…

୨୧ରୁ ଖୋଲିବ ସ୍କୁଲ: ଜାରି ହେଲା ମାର୍ଗଦର୍ଶିକା

ନୂଆଦିଲ୍ଲୀ, ୯।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ବନ୍ଦ ଥିବା ସ୍କୁଲ ସେପ୍ଟେମ୍ବର ୨୧ରୁ ଖୋଲିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନୁମତି ଦିଆଯାଇଛି। ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବ। ଏନେଇ ସ୍ବତନ୍ତ୍ର ମାର୍ଗଦର୍ଶିକା ମଧ୍ୟ ଜାରି କରାଯାଇଛି।…

ଧୋକା ଦେଲା କରୋନା ଟିକା: ଅଧାରୁ ପରୀକ୍ଷଣ ବନ୍ଦ

ଓ୍ବାଶିଂଟନ, ୯।୯: ପୃଥିବୀ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ଏବେ ଲୋକଙ୍କ ଆଶା ନିରାଶାରେ ପରିଣତ ହୋଇଛି। ଏଷ୍ଟ୍ରାଜେନିକା ଏବଂ ଅକ୍ସଫୋର୍ଡ଼ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋଟା ଟିକାର ମାନବ ଉପରେୀ ପରୀକ୍ଷଣ ଅଧାରୁ ବନ୍ଦ କରି ଦିଆଯାଇଛି।…

ମୃତ୍ୟୁ ହାର କମୁଛି, ବଢୁଛି ସୁସ୍ଥ ହେବା ସଂଖ୍ୟା: ୫ ରାଜ୍ୟରେ ସ୍ଥିତିରେ ଆସୁନି ସୁଧାର

ନୂଆଦିଲ୍ଲୀ, ୯।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ତେବେ ଦେଶରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହାର କମୁଥିବା ବେଳେ ସୁସ୍ଥ ହେବାଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମୃତ୍ୟୁ ହାର କମି ୧.୬୯ ପ୍ରତିଶତ ହୋଇଥିବାବେଳେ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୮୭ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୮।୯(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ଆଉ ୨୭୮୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୩୦, ପୁରୀରୁ ୧୯୨, ମୟୂରଭଞ୍ଜରୁ ୧୫୩, ଗଞ୍ଜାମରୁ ୧୧୫, ବାଲେଶ୍ୱରରୁ ୭୮, କେନ୍ଦୁଝରରୁ ୭୬, ବରଗଡରୁ…

କଂଗ୍ରେସର ଝୁମ୍ପୁଡ଼ି ବସ୍ତି ରାଜନୀତି

ନୂଆଦିଲ୍ଲୀ, ୮।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟିବା ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ପର୍ଯ୍ୟାୟକ୍ରମେ ଝୁମ୍ପୁଡ଼ିଗୁଡ଼ିକୁ ହଟାଯିବ ବୋଲି ନିର୍ଦ୍ଦେଶରେ ଉଲ୍ଲେଖ କରାଯାଇଛି। ନିର୍ଦ୍ଦେଶ ଅନୁସାରେ ରେଲଓ୍ବେ…

୪୬ ଲକ୍ଷରୁ ଅଧିକ ଚାଷୀ ‘ପିଏମ୍‌ କିଷାନ ଯୋଜନା’ରୁ ବଞ୍ଚିତ

ନୂଆଦିଲ୍ଲୀ, ୮।୯: ଦେଶରେ ଚାଷୀଙ୍କ ବିକାଶ ପାଇଁ ‘ପିଏମ୍‌ କିଷାନ ଯୋଜନା’ ପ୍ରଣୟନ କରାଯାଇଛି। ଇତିମଧ୍ୟରେ ଏହି ଯୋଜନାକୁ ୨୦ ମାସ ପୂରଣ ହୋଇଛି। ତେବେ ଆବଶ୍ୟକ କାଗଜ ପତ୍ର ଦାଖଲ କରି ନ ଥିବାରୁ ୪୬ ଲକ୍ଷ ୧୩ ହଜାର…

ଏଲ୍‌ଏସିରେ ଉତ୍ତେଜନା: ରାଜନାଥଙ୍କ ପରେ ଜୟଶଙ୍କରଙ୍କ ୪ ଦିନିଆ ରୁଷ୍‌ ଗସ୍ତ

ନୂଆଦିଲ୍ଲୀ, ୮।୯: ଭାରତ ଚାଇନା ମଧ୍ୟରେ ଏଲ୍‌ଏସିରେ ଉତ୍ତେଜନା ବଢ଼ି ଚାଲିଛି। ଏପରିସ୍ଥଳେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ୩ ଦିନିଆ ରୁଷ୍‌ ଗସ୍ତ ପରେ ଏବେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୪ ଦିନିଆ ଗସ୍ତ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri