ପୁଣି ରାଜ୍ୟରେ ୧୩ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୮।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୧୩ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୬୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୩ ମୃତକଙ୍କ…
CORONAVIRUS UPDATE: ରାଜ୍ୟରେ ୩୪୯୦ ନୂଆ ପଜିଟିଭ୍ ଚିହ୍ନଟ, ଆଜିବି ଖୋର୍ଦ୍ଧା ଆଗରେ
ଭୁବନେଶ୍ୱର,୮।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୪୯୦ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା୧୩୧୩୮୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୯୪ ଜଣ…
ସରକାରୀ କମ୍ପାନୀକୁ ବିକିବା ଯୋଜନା କରୁଛନ୍ତି ମୋଦି
ନୂଆଦିଲ୍ଲୀ, ୮।୯: ଦେଶର ଅର୍ଥନୈତିକ ସ୍ଥିତିକୁ ନେଇ ବିରୋଧୀ ଦଳ ପକ୍ଷରୁ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଉଦ୍ୟମ ଜାରି ରହିଛି। ଏନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମୋଦିଙ୍କୁ ଟାର୍ଗେଟ୍ କରି ନୂଆ ଟୁଇଟ୍ କରିଛନ୍ତି। ସେ…
୪୫ ବର୍ଷ ପରେ ଏଲ୍ଏସିରେ ସମାନ ସ୍ଥିତି: ୮ ଦିନରେ ୨ ଥର ଗୁଳି ଚାଳନା
ଲେହ, ୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ଏବେ ବିପଦ ଉପରେ ବିପଦ ଆସିବାରେ ଲାଗିଛି। ଏଲ୍ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ୪୫ ବର୍ଷ ପରେ ପୁଣି ଥରେ ଏଠାରେ ସମାନ ସ୍ଥିତି ସୃଷ୍ଟି…
୭ ଦିନରେ ୭ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ନୂଆଦିଲ୍ଲୀ, ୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୭ ଦିନରେ ଦେଶରେ ୭ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ପ୍ରତି ଦିନ ମୃତ୍ୟୁ ସଂଖ୍ୟା ହଜାରେରୁ ଅଧିକ ରହୁଛି।…
ଆତ୍ମନିର୍ଭର ଭାରତ ଆଡ଼କୁ ଏକ ପାଦ
ନୂଆଦିଲ୍ଲୀ,୮।୯(ପି.ଟି.): ଜାତୀୟ ଶିକ୍ଷା ନୀତି(ଏନ୍ଇପି)-୨୦୨୦ ଆତ୍ମନିର୍ଭର ଭାରତ ନିର୍ମାଣ କରିବା ଦିଗରେ କାର୍ଯ୍ୟ କରୁଛି। ଏହା ଆତ୍ମନିର୍ଭର ଭାରତର ଲକ୍ଷ୍ୟ ପୂରଣ କରିବାରେ ବେଶ୍ ସହାୟକ ହୋଇପାରିବ ବୋଲି ଶିକ୍ଷା ନୀତି ଉପରେ ସୋମବାର ଆୟୋଜିତ ରାଜ୍ୟପାଳ ସମ୍ମିଳନୀ ଉଦ୍ଘାଟନ ଅବସରରେ…
ସୁଧୁରିବାର ନାଁ ଧରୁନି ଚାଇନା: ପୁଣି ସୀମାରେ କଲା ଗୁଳିମାଡ
ନୂଆଦିଲ୍ଲୀ,୮।୯: ଭାରତ-ଚାଇନା ସୀମାରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ସୋମବାର ବିଳମ୍ବିତ ରାତିରେ ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ (ଏଲଏସି)ରେ ଭାରତ-ଚାଇନା ସେନା ମଧ୍ୟରେ ଗୁଳି ବିନିମୟ ଘଟିଥିବା ସୂଚନା ମିଳିଛି। ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ (ଏଲଏସି)ରେ ଭାରତ-ଚାଇନା ସେନା…
ରାଜଧାନୀରେ ବ୍ୟାଙ୍କ୍ ଲୁଟ୍: କର୍ମଚାରୀଙ୍କ ମୁଣ୍ଡରେ ଖେଳନା ବନ୍ଧୁକ ଲଗାଇ ଲୁଟିନେଲେ ୨.୮୦ଲକ୍ଷ
ଭୁବନେଶ୍ୱର,୭ା୯ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ପୁଣି ଏକ ବଡ଼ ଧରରଣ ଲୁଟ୍ ହୋଇଛି। ଏଥର ଲୁଟେରାମାନେ ବ୍ୟାଙ୍କକୁ ଟାର୍ଗେଟ କରିଛନ୍ତି। କର୍ମଚାରୀଙ୍କ ମୁଣ୍ଡରେ ଖେଳଣା ବନ୍ଧୁକ ଲଗାଇ ୨ଲକ୍ଷ ୮୦ହଜାର ଟଙ୍କା ଲୁଟି ନେଇଛନ୍ତି। ଇନ୍ଫୋସିଟି ଥାନା ଅନ୍ତର୍ଗତ ନନ୍ଦନବିହାରସ୍ଥିତ ଇଣ୍ଡିଆ…
ରାଜ୍ୟରେ ଆଉ ୩୦୩୪ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୭।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୦୩୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୯୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୨୪୨, ବରଗଡରୁ ୧୬୮, ଗଞ୍ଜାମରୁ ୧୫୪, କଟକରୁ ୧୫୦, ରାୟଗଡାରୁ ୧୩୯, ବାଲେଶ୍ୱରରୁ ୯୭, ସୁନ୍ଦରଗଡରୁ ୯୭,…
ଭୁବନେଶ୍ୱରରୁ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୨୩୫ ଲୋକାଲ କେସ୍
ଭୁବନେଶ୍ୱର,୭।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ୩୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୫୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୨୩୫ ରହିଛି। ସେହିପରି ଆଜି ୩୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜି ସୁଦ୍ଧା…
ଆଗ୍ରା ରାସାୟନିକ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଆଗ୍ରା,୭।୯-ଉତ୍ତରପ୍ରଦେଶ ଆଗ୍ରାସ୍ଥିତ ସିକନ୍ଦରା ଅଞ୍ଚଳରେ ଥିବା ଏକ ରାସାୟନିକ କାରଖାନାରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। କେମିକାଲ ଫ୍ୟାକ୍ଟ୍ରିରେ ଭୀଷଣ ନିଆଁ ଲାଗିବା ଯୋଗୁ ଆଖପାଖ ଅଞ୍ଚଳ ଧୂଆଁମୟ ହୋଇଯାଇଛି। ଖବରପାଇ ସ୍ଥାନୀୟ ଅଗ୍ନିଶମ…
ପର୍ଯ୍ୟଟନ ମନ୍ତ୍ରୀଙ୍କୁ କରୋନା, ଟୁଇଟ୍ କରି ଦେଲେ ସୂଚନା
ଭୁବନେଶ୍ୱର,୭ା୯(ବ୍ୟୁରୋ): ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ଆକ୍ରାନ୍ତ ହୋଇଛନ୍ତି। ମନ୍ତ୍ରୀ ନିଜେ ଟୁଇଟ୍ କରି ସୋମବାର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ୨୦ରୁ ନିରନ୍ତର ଭାବେ କାର୍ଯ୍ୟ କରିଆସୁଥିଲି। ଏହି ମହାମାରୀ ସମୟରେ ଲୋକମାନେ ଯେମିତି…
Archives


