ଭାରତ ପାଲଟିଛି ପୃଥିବୀର କରୋନା କ୍ୟାପିଟାଲ: ଜବାବ ଦିଅନ୍ତୁ ମୋଦି
ନୂଆଦିଲ୍ଲୀ, ୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରକୁ ଘେରିବା ଆରମ୍ଭ ହୋଇଛି। କଂଗ୍ରେସ ପ୍ରବକ୍ତା ରଣଦୀପ୍ ସୁର୍ଜଓ୍ବୋଲା କହିଛନ୍ତି ଯେ, ମୋଦି କରୋନା ରୋକିବା…
ଶକରଗଡ଼ ଲଞ୍ଚପ୍ୟାଡ୍ରେ ଶହେରୁ ଅଧିକ ଆତଙ୍କବାଦୀ: ସୀମାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଶ୍ରୀନଗର, ୭।୯: ଜମ୍ମୁ-କଶ୍ମୀରରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଆତଙ୍କବାଦୀମାନେ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରି ରହିଛନ୍ତି। ସ୍ଥାନୀୟ ସାମ୍ବା କଠୁଆ ସେକ୍ଟର ସମ୍ମୁଖରେ ଥିବା ଶକରଗଡ଼ରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇର ପ୍ରୋତ୍ସାହନରେ ଶହେରୁ ଅଧିକ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ…
କ୍ଷେପଣାସ୍ତ୍ରର ବେଗ ବଢ଼ିିବ: ଡିଆର୍ଡିଓ ପକ୍ଷରୁ ସଫଳ ପରୀକ୍ଷଣ
ନୂଆଦିଲ୍ଲୀ, ୭।୯: ଆଗାମୀ ଦିନରେ ଭାରତ ପାଖରେ ଦ୍ରୁତବେଗରେ ଗତି କରିପାରୁଥିବା କ୍ଷେପଣାସ୍ତ୍ର ରହିବ। ଡିଆର୍ଡିଓ ପକ୍ଷରୁ ସଫଳତାର ସହିତ ଏହାର ପରୀକ୍ଷଣ ସୋମବାର କରାଯାଇଛି। ଏନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଟୁଇଟ୍ କରି ସୂଚନା ଦେଇଛନ୍ତି। ଓଡ଼ିଶାର ବାଲେଶ୍ୱରସ୍ଥିତ…
ରାଜଧାନୀରୁ ବାବର ଖାଲ୍ସା ଆତଙ୍କବାଦୀ ଗିରଫ: ଟାର୍ଗେଟରେ ଥିଲେ ରାଜନେତା
ନୂଆଦିଲ୍ଲୀ, ୭।୯: ଆତଙ୍କବାଦୀ ସଂଗଠନ ବାବର ଖାଲ୍ସାର ୨ ସଦସ୍ୟଙ୍କୁ ରାଜଧାନୀ ଦିଲ୍ଲୀରୁ ସୋମବାର ଗିରଫ କରାଯାଇଛି। ଦୁଇ ଆତଙ୍କବାଦୀ ଦିଲାଓ୍ବର ସିଂ ଏବଂ କିଲଓ୍ବନ୍ତ ସିଂଙ୍କ ଟାର୍ଗେଟରେ ପଞ୍ଜାବ ଏବଂ ଦିଲ୍ଲୀର ବହୁ ରାଜନେତା ଥିଲେ ବୋଲି ପୋଲିସ ପକ୍ଷରୁ…
ବର୍ଷା-ଅନୁଭବ ବିବାଦ: ଶୁଣାଣି ତାରିଖ ଘୁଞ୍ଚିଲା
କଟକ ଅଫିସ,୭ା୯: ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଉପୁଜିଥିବା ବିବାଦ ଏବେ ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ଅନୁଭବଙ୍କ ବିରୋଧରେ ଅଭିଯୋଗ ଉଠାଇ ବର୍ଷା କଟକସଦର ଏସ୍ଡିଜେଏମ୍ କୋର୍ଟଙ୍କ…
ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ପୋଲ ତଳୁ ମିଳିଲା ଆଇଇଡ଼ି
ଶ୍ରୀନଗର, ୭।୯: ଜମ୍ମୁ-କଶ୍ମୀର କୁପଓ୍ବାରା ଜିଲାରେ ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ସ୍ଥାନୀୟ ଅରାମପୋରା ଅଞ୍ଚଳରେ ଥିବା ସୋପୋର-କୁପଓ୍ବାରା ପୋଲ ତଳେ ଆତଙ୍କବାଦୀମାନେ ଆଇଇଡ଼ି ପ୍ଲାଣ୍ଟ୍ କରିଥିଲେ। ସୂଚନା ପାଇ ସୁରକ୍ଷାକର୍ମୀ ଏହାକୁ ନିଷ୍କ୍ରିୟ କରି ଦେଇଛନ୍ତି।…
ଆଜି ଆଉ ୧୦ ଜୀବନ ନେଲା କରୋନା, ୫୫୬ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୭ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୦ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୫୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ…
CORONAVIRUS UPDATE: ରାଜ୍ୟରୁ ଆଜି ୩,୮୬୧ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୨୭,୮୯୨ବୃଦ୍ଧି
ଭୁବନେଶ୍ୱର,୭ା୯(ବ୍ୟୁରୋ): ସୋମବାର ମୋଟ୍ ୩୦ ଜିଲାରୁ ୩,୮୬୧ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧, ୨୭,୮୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୨୭୮…
କଂଗ୍ରେସ ଗଠନ କଲା ୭ କମିଟି: ଜିତିନ ପ୍ରସାଦ-ରାଜ ବବରଙ୍କୁ ଅଣଦେଖା
ନୂଆଦିଲ୍ଲୀ, ୭।୯: ଉତ୍ତରପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ହାଇକମାଣ୍ଡ ଦଳକୁ ସାଂଗଠନିକସ୍ତରରେ ସୁଦୃଢ଼ କରିବା ଲାଗି ୭ଟି କମିଟି ଗଠନ କରିଛନ୍ତି। କମିଟିରେ ଦଳର ଯୁବ ଏବଂ ବରିଷ୍ଠ ସଦସ୍ୟଙ୍କୁ ସ୍ଥାନ ଦିଆଯାଇଛି।…
କରୋନା ତାଣ୍ଡବ ଜାରି: ୪୨ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ, ୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ତାଣ୍ଡବ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଗତ ୨ ଦିନ ଧରି ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାର ଉପରେ ରହୁଛି। ସେହିପରି ମୃତକଙ୍କ ସଂଖ୍ୟା ହଜାରେ…
ବିପଦ ଉପରେ ବିପଦ: ପୁଣି ଥରିଲା ମୁମ୍ବାଇ
ମୁମ୍ବାଇ, ୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ଏବେ ବିପଦ ଉପରେ ବିପଦ ଆସିବାରେ ଲାଗିଛି। ୩ ଦିନରେ ଏଠାରେ ୩ ଥର ଭୂକମ୍ପ ଅନୁଭୁତ ହୋଇଛି। ସୋମବାର ସକାଳ ୮ଟାରେ ମୁମ୍ବାଇରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର…
ନିଯୁକ୍ତି ସଙ୍କଟ ଚିନ୍ତାରେ ଯୁବବର୍ଗ
ନୂଆଦିଲ୍ଲୀ,୭।୯ : ଚଳିତ ଆର୍ଥତ୍କ ବର୍ଷ ଏପ୍ରିଲ-ଜୁନ ତ୍ରୈମାସରେ ଦେଶର ମୋଟ୍ ଘରୋଇ ଉତ୍ପାଦ (ଜିଡିପି) ଐତିହାସିକ ନିମ୍ନ ସ୍ତର -୨୩.୯%କୁ ଖସିଛି। ଲଗାତର ଭାବେ ଅଭିବୃଦ୍ଧି ଖସୁ ଥିବାରୁ ଘରୋଇ ବଜାରରେ ଯୁବବର୍ଗଙ୍କୁ ନିଯୁକ୍ତି ଯୋଗାଇବା କଷ୍ଟକର ହେବ ବୋଲି…
Archives


