ଇରାନର ପରମାଣୁ ଶକ୍ତି
ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ସରି ନ ଥିବା ବେଳେ ମଧ୍ୟପ୍ରାଚ୍ୟରେ ଆଉ ଏକ ଯୁଦ୍ଧ ଆରମ୍ଭ ହୋଇଯାଇଛି। ସଦ୍ୟ ଯୁଦ୍ଧରେ ଇସ୍ରାଏଲ ଗୋଟିଏ ପକ୍ଷରେ ଥିବା ବେଳେ ଆରପଟେ ଇରାନ। ଏଭଳି ଯୁଦ୍ଧ ଦେଖି ବିଶ୍ୱବାସୀ ଆଶ୍ଚର୍ଯ୍ୟ ହେବାର…
ସରି ଆସୁଛି ଖରାଛୁଟି: ୨୦ରେ ଖୋଲିବ ସ୍କୁଲ
ଭୁବନେଶ୍ୱର,୧୬ା୬: ସରି ଆସୁଛି ଖରାଛୁଟି। ୫୮ଦିନ ପରେ ଆସନ୍ତା ୨୦ ତାରିଖରେ ସ୍କୁଲ ଖୋଲିବାକୁ ଯାଉଛି। ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ। ଶିକ୍ଷୟିତ୍ରୀ ଶିକ୍ଷକ ସକାଳ ୯ଟା ୩୦ ସୁଦ୍ଧା ସ୍କୁଲରେ ପହଞ୍ଚତ୍ବେ ଏବଂ ଅପରାହ୍ନ…
ସାଇପ୍ରସ୍ରେ ପ୍ରଧାନମନ୍ତ୍ରୀ ମୋଦି
ନିକୋସିଆ, ୧୫ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସାଇପ୍ରସ୍ରେ ପହଞ୍ଚିଛନ୍ତି। ୨ ଦିନିଆ ଗସ୍ତର ପ୍ରଥମ ଭାଗରେ ସେ ସାଇପ୍ରସ୍ ଓ କ୍ରୋଏସିଆରେ ଦ୍ୱିପାକ୍ଷିକ ଆଲୋଚନାରେ ଭାଗ ନେବାକୁ ଥିବା ବେଳେ କାନାଡ଼ାରେ ହେବାକୁ ଥିବା ଜି୭ ସମିଟ୍ରେ ଯୋଗଦେବେ। ଆତଙ୍କବାଦ…
ସବୁ ସ୍ବାସ୍ଥ୍ୟକେନ୍ଦ୍ରକୁ ହାଇଆଲର୍ଟ ମୋଡ୍ରେ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୧୫ା୬: ଯାଜପୁର ଓ କେନ୍ଦୁଝର ଜିଲାରେ ଝାଡ଼ାବାନ୍ତି ବ୍ୟାପିବା ପରେ ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର। ଜିଲାର ସବୁ ସ୍ବାସ୍ଥ୍ୟକେନ୍ଦ୍ରକୁ ହାଇଆଲର୍ଟ ମୋଡ୍ରେ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜିଲା ସ୍ବାସ୍ଥ୍ୟ ଅଧିକାରୀ ଓ ବରିଷ୍ଠ ଅଧିକାରୀଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ…
ପୂର୍ବତନ ବିଧାୟକଙ୍କ କାର୍ ସହ ପିଟିହେଲା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରିବାର ଲୋକେ ଆସୁଥିବା କାର୍
ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍ ପଛରେ ଏକ କାର୍ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ କାର୍ରେ ବସିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ…
ଆସନ୍ତାକାଲି ଏସବୁ ଜିଲାକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୧୫ା୬: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଫଳରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆସନ୍ତାକାଲି ପାଇଁ…
ବ୍ରିଜ୍ ଭୁଶୁଡ଼ିଲା: ପ୍ରବଳ ସ୍ରୋତରେ ଭାସିଗଲେ ୩୦ ପର୍ଯ୍ୟଟକ
ପୁଣେ,୧୫ା୬: ପୁଣେ ନିକଟରେ ରବିବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। ଦେହୁର କୁଣ୍ଡମାଳ ଅଞ୍ଚଳରେ ଇନ୍ଦ୍ରାୟଣୀ ନଦୀ ଉପରେ ପର୍ଯ୍ୟଟକଙ୍କ ପାଇଁ ନିର୍ମିତ ଏକ ପଦଯାତ୍ରୀ ପୋଲ ଭୁଶୁଡ଼ି ପଡ଼ିଥିଲା। ଯାହା ଫଳରେ ନଦୀର ପ୍ରଚଣ୍ଡ ସ୍ରୋତରେ ଅନେକ ଲୋକ…
ଅଦ୍ଭୁତ ସଂଯୋଗ: ଦିନେ ୧୧ଏ ସିଟ୍ରେ ବସିଥିଲେ ଅଭିନେତା, ଭୟଙ୍କର ଭାବେ କ୍ରାଶ୍ ହେଲା ପ୍ଲେନ, ତା’ ପରେ…
ଅହମଦାବାଦ, ୧୫।୬: ଅହମ୍ମଦାବାଦ ବିମାନ ଦୁର୍ଘଟଣା ସାରା ବିଶ୍ବରେ ସୃଷ୍ଟି କରିଛି ଆଲୋଡ଼ନ । ଅହମ୍ମଦାବାଦ ଏୟାରପୋର୍ଟରୁ ଟେକ୍ ଅଫ୍ କରିବାର ମାତ୍ର ୩୦ରୁ ୩୫ ସେକେଣ୍ଡ ଭିତରେ ବୋଇଂ ୭୮୭-୮ ଡ୍ରିମଲାଇନର ବିମାନ ଏକ ମେଡିକାଲ କଲେଜ ହଷ୍ଟେଲ କୋଠାରେ…
ଇରାନ-ଇସ୍ରାଏଲ ଯୁଦ୍ଧ ଭିତରେ ଏଣ୍ଟ୍ରି ମାରିଲା ଆମେରିକା! ସେନାକୁ ବଡ଼ ନିର୍ଦ୍ଦେଶ ଦେଲେ ଟ୍ରମ୍ପ
ଓାଶିଂଟନ, ୧୫।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ କଡ଼ା ଚେତାବନୀ ଦେଇ କହିଛନ୍ତି ଯେ, ଯଦି ଇରାନ ଆମେରିକା ବା ତା’ର ବନ୍ଧୁ ରାଷ୍ଟ୍ର ବିରୋଧରେ କୌଣସି ଆକ୍ରମଣ କରେ, ତେବେ ଆମେରିକାର ପୁରା ସେନା ଆକ୍ରମଣ କରିବ।…
ଇରାନ-ଇସ୍ରାଏଲ ଯୁଦ୍ଧ ରୋକିଦେବେ ଟ୍ରମ୍ପ? ପୁଟିନ୍ଙ୍କ ସହ ମିଶି କଲେ ବଡ଼ ଘୋଷଣା!
ନୂଆଦିଲ୍ଲୀ,୧୫।୬: ଶନିବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଆଲୋଚନା ପରେ ରାଷ୍ଟ୍ରପତି ଟ୍ରମ୍ପ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଶେଷ…
ରାଫେଲ ଖସାଇବାକୁ ନେଇ ଯେଉଁ ଦାବି କରିଥିଲା ପାକିସ୍ତାନ ଏବେ ଜଣାପଡ଼ିଲା ଏହାର ସତ
ଇସଲାମାବାଦ,୧୫।୬: ଅପରେଶନ ସିନ୍ଦୂର ଏବଂ ଏହା ପରେ ପାକିସ୍ତାନ ଉପରେ ହୋଇଥିବା ସାମରିକ କାର୍ଯ୍ୟାନୁଷ୍ଠାନ ବିଷୟରେ ମିଛ ପ୍ରତିଦିନ ପ୍ରକାଶ ପାଉଛି। ପାକିସ୍ତାନ ଦାବି କରିଥିଲା ଯେ ସାମରିକ କାର୍ଯ୍ୟାନୁଷ୍ଠାନ ସମୟରେ ଏହାର ସେନା ଦୁଇଟି ରାଫେଲ ଯୁଦ୍ଧ ବିମାନକୁ ଖସାଇ…
ଆଉ ଏକ ବଡ଼ ଦୁର୍ଘଟଣା, କେଦାରନାଥରୁ ଆସୁଥିବା ହେଲିକପ୍ଟର ଧ୍ୱଂସ
ଡେରାଡୁନ,୧୫।୬: ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗର ଗୌରୀକୁଣ୍ଡ ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି। ରବିବାର ସକାଳେ କେଦାରନାଥ ମାର୍ଗରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରରେ ମୋଟ ପାଞ୍ଚ ଜଣ ଥିଲେ। ସମସ୍ତ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। NDRF…
Archives


