Home Middle

୧୦ ଲକ୍ଷ କୋଟିର ଋଣ ପୁନର୍ଗଠନ ହୋଇପାରେ

ନୂଆଦିଲ୍ଲୀ,୭।୯ : ବ୍ୟାଙ୍କଗୁଡିକ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କାର ଋଣକୁ ପୁନର୍ଗଠନ କରିପାରନ୍ତି। କୋଭିଡ୍‌ ଦ୍ୱାରା ବେଶି କ୍ଷତିଗ୍ରସ୍ତ ହୋଇଥିବା ପ୍ରାୟ ୫ରୁ ୬ କ୍ଷେତ୍ର ସହିତ ଏହି ଋଣଗୁଡିକର ସମ୍ପର୍କ ରହିଛି ବୋଲି ଜଣାପଡିଛି। ବେସାମରିକ ବିମାନ ଚଳାଚଳ,…

କଂଗ୍ରେସରେ ପୁଣି ‘ଲେଟର ବମ୍‌’ ବିସ୍ଫୋରଣ: ପରିବାର ମୋହରୁ ଦୂରେଇ ରହିବାକୁ ସୋନିଆଙ୍କୁ ପରାମର୍ଶ

ଲକ୍ଷ୍ନୌ, ୬।୯: କଂଗ୍ରେସରେ ଆଭ୍ୟନ୍ତରୀଣ ଅସନ୍ତୋଷ ଏବେ ଧୀରେଧୀରେ ପଦାରେ ପଡ଼ିବାକୁ ଆରମ୍ଭ କରିଛି। କିଛିଦିନ ତଳେ ୨୩ ଜଣ ସଦସ୍ୟ ଦଳରେ ନେତୃତ୍ୱ ସଙ୍କଟ ନେଇ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ପାଖକୁ ଚିଠି ଲେଖିଥିଲେ। ଏବେ ପୁଣି ଏକ ‘ଲେଟର…

କୋଭାକ୍ସିନ୍‌ର ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷଣ ସୋମବାରରୁ ଆରମ୍ଭ

ନୂଆଦିଲ୍ଲୀ, ୬।୯: ହାଇଦ୍ରାବାଦ୍‌ର କମ୍ପାନୀ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ କରୋନା ଟୀକା କୋଭାକ୍ସିନ୍‌ର ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷଣ ସୋମବାରରୁ ଆରମ୍ଭ ହେବ। ଦ୍ୱିତୀୟ ପର୍ଯ୍ୟାୟରେ ୩୮୦ ଜଣଙ୍କ ଉପରେ ଏହାର ପ୍ରୟୋଗ କରାଯିବ। ଜୁଲାଇ ୧୫ରେ ଏହାର ପ୍ରଥମ ପର୍ଯ୍ୟାୟ…

ବର୍ଷାଙ୍କ ପରେ ଏବେ ଅନୁଭବ: ଦିଲ୍ଲୀ ପଟିଆଲା କୋର୍ଟରେ ଛାଡ଼ପତ୍ର ପିଟିଶନ୍‌ ଦାଖଲ; ଆଣିଲେ ଏଭଳି ସଙ୍ଗିନ ଅଭିଯୋଗ

ଭୁବନେଶ୍ୱର,୬।୯(ବ୍ୟୁରୋ): ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କ ପରେ ଏବେ ସ୍ବାମୀ ଏମ୍‌ପି ଅନୁଭବ ମହାନ୍ତି କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଦିଲ୍ଲୀ ପଟିଆଲା ହାଉସ୍‌ କୋର୍ଟରେ ଅନୁଭବ ଛାଡପତ୍ର ପିଟିଶନ୍‌ ଦାଖଲ କରିଥିବା ଜଣାପଡ଼ିଛି। ୪୭ ପୃଷ୍ଠାର ଉକ୍ତ ପିଟିଶନ୍‌ରେ ବହୁ ଗୁରୁତ୍ୱପୂର୍ଣ୍ଣ…

ରାଜନୈତିକ ଚାପ ଆଗରେ ନୋଇବେନି ଆମେରିକା ଔଷଧ କମ୍ପାନୀ: ସୁରକ୍ଷା ପ୍ରମାଣ ପରେ ଆସିବ କରୋନା ଟୀକା

ଓ୍ବାଶିଂଟନ/ନୂଆଦିଲ୍ଲୀ, ୬।୯: ଆମେରିକାରେ ନଭେମ୍ବର ୩ରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଶୀଘ୍ର କରୋନା ଟୀକା ବଜାରକୁ ଆଣିବା ପାଇଁ ରାଜନୈତିକ ଦଳ ପକ୍ଷରୁ ଉଦ୍ୟମ କରାଯାଉଛି। ଏହାଦ୍ୱାରା ଭୋଟରଙ୍କୁ ପ୍ରଭାବିତ କରାଯିବାର ଆଶା ରହିଛି। ତେବେ କୌଣସି ରାଜନୈତିକ ଚାପ…

ଜଣେ କଏଦୀଙ୍କ ପାଇଁ ଦିନକୁ ଖର୍ଚ୍ଚ ୧୧୮ ଟଙ୍କା: ଏନ୍‌ସିଆର୍‌ବି ରିପୋର୍ଟ

ନୂଆଦିଲ୍ଲୀ, ୬।୯: ଦେଶରେ ଥିବା ବିଭିନ୍ନ ଜେଲ୍‌ରେ ଥିବା କଏଦୀଙ୍କ ପାଇଁ ଦିନକୁ କେତେ ଟଙ୍କା ଖର୍ଚ୍ଚ ହେଉଛି ତାହାର ରିପୋଟ ପ୍ରକାଶ ପାଇଛି। ନ୍ୟାଶନାଲ କ୍ରାଇମ୍‌ ରେକର୍ଡ ବ୍ୟୁରୋ(ଏନ୍‌ସିଆର୍‌ବି) ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟରେ ଉଲ୍ଲେଖ ହୋଇଛି ଯେ, ଜଣେ…

ଭାରତ କିଣୁଛି ସେକେଣ୍ଡ ହ୍ୟାଣ୍ଡ୍‌ ମେଡିକାଲ ଉପକରଣ: ବର୍ଷକୁ ଖର୍ଚ୍ଚ ହେଉଛି ୧୨ ହଜାର କୋଟି

ନୂଆଦିଲ୍ଲୀ, ୬।୯: ପ୍ରତିବର୍ଷ ଭାରତ ୪୫ ହଜାର କୋଟିରୁ ଅଧିକ ଟଙ୍କାର ବିଭିନ୍ନ ମେଡ଼ିକାଲ ଊପକରଣ ବିଦେଶରୁ ଆମଦାନୀ କରିଥାଏ। ସେଥିମଧ୍ୟରେ ସର୍ଜିକାଲ ଉପକରଣ, ଇମ୍ପ୍ଲାଣ୍ଟ୍‌ ସମେତ ଅନ୍ୟ ଉପକରଣ ରହିଥାଏ। ବିଦେଶରୁ ଆସୁଥିବା ଏସବୁ ଉପକରଣ ଉପରେ ୭.୫ ପ୍ରତିଶତର…

ରାଜ୍ୟରେ ବେକାବୁ କରୋନା: ଆଜି ଚିହ୍ନଟ ହେଲେ ୩୮୧୦ ଆକ୍ରାନ୍ତ, କେବଳ ଖୋର୍ଦ୍ଧାରୁ ୭୯୭

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟରେ ଆଉ ୩୮୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୨୮୬ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୫୨୪ ଲୋକାଲ କଣ୍ଟାକ୍ଟ ରହିଛି। ଏହାକୁ ମିଶାଇ ଓଡ଼ିଶାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୨୪୦,୩୧କୁ ବୃଦ୍ଧି ପାଇଥିବା ରବିବାର ପୂର୍ବାହ୍ନରେ ରାଜ୍ୟ ସୂଚନା…

ବ୍ରାଜିଲ୍‌କୁ ପଛରେ ପକାଇଲା ଭାରତ

ନୂଆଦିଲ୍ଲୀ, ୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଦିନ ପିଛା ୯୦ ହଜାରରୁ ଅଧିକରେ ପହଞ୍ଚିଛି। କରୋନା ସଂକ୍ରମଣରେ ଭାରତ ବ୍ରାଜିଲ୍‌କୁ ପଛରେ ପକାଇ ପୃଥିବୀରେ ଦ୍ୱିତୀୟ ସ୍ଥାନରେ ରହିଛି। ପ୍ରଥମ…

ଦିନକରେ ୯୦ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମଣ ଏହାର ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟା ମଧ୍ୟରେ…

ଏମ୍‌ପି ଅନୁଭବଙ୍କ ନାଁରେ ସ୍ତ୍ରୀଙ୍କ ନିର୍ଯାତନା ଅଭିଯୋଗ: ୧୫ କୋଟିର କ୍ଷତିପୂରଣ ଦାବି

କଟକ ଅଫିସ,୬।୯: ଓଲିଉଡ୍‌ର ଚର୍ଚ୍ଚିତ ଯୋଡ଼ି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ଅଭିନେତାରୁ ରାଜନେତା ପାଲଟିଥିବା ଏମ୍‌ପି ଅନୁଭବଙ୍କ ନାଁରେ ଅନେକ ଅଭିଯୋଗ ଆଣିଛନ୍ତି ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଏ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୪୪୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୫।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୪୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୫୧, ମୟୂରଭଞ୍ଜରୁ ୨୧୩, ଭଦ୍ରକରୁ ୧୬୪, ଢେଙ୍କାନାଳରୁ ୧୬୧, ରାୟଗଡାରୁ ୧୫୪, ଗଞ୍ଜାମରୁ ୧୪୮, ଯାଜପୁରରୁ ୧୪୪,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri