Home Middle

ଭୁବନେଶ୍ୱରରୁ ପୁଣି ବାହାରିଲେ ୪୦୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୫।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୪୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୨୪୨ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୬୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ସେହିପରି ଆଜି ୩୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ବିଏମସି ପକ୍ଷରୁ…

ଚୋର ମୁହଁ ଟାଣ: ସୀମା ଉତ୍ତେଜନା ପାଇଁ ଭାରତକୁ ଦାୟୀ କଲା ଚାଇନା

ମସ୍କୋ/ନୂଆଦିଲ୍ଲୀ, ୫।୯: କଥାରେ ଅଛି ଚୋର ମୁହଁ ଟାଣ। ଏହା ଚାଇନା ପାଇଁ ଏବେ ପ୍ରଯୁଜ୍ୟ ହୋଇଛି। ରୁଷ୍‌ରେ ଭାରତୀୟ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କ ସହିତ ଚାଇନା ପ୍ରତିପକ୍ଷ ଓ୍ବେଇ ଫେଙ୍ଗହିଙ୍କର ଅଢ଼େଇ ଘଣ୍ଟା ଆଲୋଚନା ହୋଇଛି। ସୀମା ବିବାଦ ଆଲୋଚନାର…

କରୋନା ମହାମାରୀ ପରେ ୭ ସୂତ୍ରୀ ଯୋଜନା ଉପରେ କେନ୍ଦ୍ର ସରକାରଙ୍କ ଗୁରୁତ୍ୱ

ନୂଆଦିଲ୍ଲୀ, ୫।୯: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଜାରି ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ଦେଶର ଆର୍ଥିକ ସ୍ଥିତି ବିଗିଡ଼ି ଯାଇଛି। ଏପରିସ୍ଥଳେ ଅର୍ଥନୀତିକୁ ସ୍ବାଭାବିକ ଅବସ୍ଥାକୁ ଆଣିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଶିକ୍ଷାଦାନରେ ଲିଙ୍ଗଗତ ତାରତମ୍ୟ: ପ୍ରାଇମେରୀରେ ମହିଳା ଆଗୁଆ-କଲେଜରେ ପଛୁଆ

ନୂଆଦିଲ୍ଲୀ, ୫।୯: ଦେଶରେ ଶିକ୍ଷାଦାନ କ୍ଷେତ୍ରରେ ଲିଙ୍ଗଗତ ତାରତମ୍ୟ ପରିଲକ୍ଷିତ ହେଉଛି। ପ୍ରାଇମେରୀ ଶିକ୍ଷାଦାନ କ୍ଷେତ୍ରରେ ୧୦୦ ଜଣ ପୁରୁଷଙ୍କ ତୁଳନାରେ ମହିଳାଙ୍କ ସଂଖ୍ୟା ୧୮୩ ରହିଛି। ପ୍ରାଇମେରୀରେ ମହିଳା ଆଗୁଆ ଥିବାବେଳେ ପରବର୍ତ୍ତୀ ଉଚ୍ଚଶିକ୍ଷା କ୍ଷେତ୍ରରେ ମହିଳାଙ୍କ ସଂଖ୍ୟା କମିବାରେ…

ବୁଲେଟ ଟ୍ରେନ୍‌ ପ୍ରକଳ୍ପ: ବିଳମ୍ବ ହେବ ୫ ବର୍ଷ

ଅହମଦାବାଦ , ୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବହୁ ଆକାଂକ୍ଷିତ ବୁଲେଟ ଟ୍ରେନ୍‌ ପ୍ରକଳ୍ପ ଏବେ ବିଳମ୍ବରେ ଶେଷ ହେବ। କରୋନା ମହାମାରୀ ସଙ୍କଟ ଯୋଗୁ ଜମି ଅଧିଗ୍ରହଣରେ ସମସ୍ୟା ଏବଂ ଟେଣ୍ଡର ରଦ୍ଦ ଯୋଗୁ ସୃଷ୍ଟି ହୋଇଥିବା ଅସୁବିଧା ଲାଗି…

ଚାଇନା ସହିତ ଯୁଦ୍ଧ ହେଲେ ଭାରତକୁ ସମର୍ଥନ କରିବେ ୭ ଦେଶ…

ନୂଆଦିଲ୍ଲୀ , ୫।୯: ଭାରତ ଚାଇନା ମଧ୍ୟରେ ଏଲ୍‌ଏସିରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଯଦି ଦୁଇଦେଶ ମଧ୍ୟରେ ଯୁଦ୍ଧ ହୁଏ ତେବେ ଭାରତକୁ ୭ ଦେଶ ସମର୍ଥନ କରିବେ। ସେମାନଙ୍କ ମଧ୍ୟରେ ଆମେରିକା, ଜାପାନ, ଅଷ୍ଟ୍ରେଲିଆ, ଫ୍ରାନ୍ସ୍‌, ବ୍ରିଟେନ୍‌, ଜର୍ମାନୀ ଆଦି…

ଆଜି ଆଉ ୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୫୩୮ରେ ପହଞ୍ଚିଲା

ଭୁବନେଶ୍ୱର,୫।୯(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୩୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ୨ କରୋନା…

CORONAVIRUS UPDATE: ରାଜ୍ୟରୁ ଆଜି ୩,୫୪୩ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୨୦,୨୨୧କୁ ବୃଦ୍ଧି

ଭୁବନେଶ୍ୱର,୫ା୯(ବ୍ୟୁରୋ): ଶନିବାର ମୋଟ୍‌ ୩୦ ଜିଲାରୁ ୩୫୪୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧, ୨୦, ୨୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ…

ସବୁ ରେକର୍ଡ ଭାଙ୍ଗି କନ୍ଦାଇଲାଣି କରୋନା

ନୂଆଦିଲ୍ଲୀ,୫।୯: ଦେଶରେ କରୋନା ସଂକ୍ରମଣ ତା’ର କାୟା ବିସ୍ତାର କରି ଚାଲିଛି। ଏବେ ସଂକ୍ରମଣ ପିକ୍‌ରେ ଥିବା ବେଳେ ଏପର୍ଯ୍ୟନ୍ତ ୨୪ଘଣ୍ଟାରେ ଯେତିକି ସଂକ୍ରମିତ ହୋଇଥିଲେ ସବୁ ରେକର୍ଡକୁ ଭାଙ୍ଗିଛି ଶୁକ୍ରବାର ଆସିଥିବା ରିପୋର୍ଟ। ଉକ୍ତ ରିପୋର୍ଟ ଅନୁଯାୟୀ, ଗତ ୨୪…

୫ ଭାରତୀୟ ଯୁବକଙ୍କୁ ବନ୍ଧକ ରଖିଛି ଚାଇନା

ନୂଆଦିଲ୍ଲୀ, ୫।୯: ଚାଇନା ଭାରତ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଅରୁଣାଚଳ ପ୍ରଦେଶର ୫ ଯୁବକଙ୍କୁ ଚାଇନା ସୈନ୍ୟ ଉଠାଇନେଇଛନ୍ତି। ଏସମ୍ପର୍କରେ କଂଗ୍ରେସ ବିଧାୟକ ନନୋଙ୍ଗ୍‌ ଏରିଙ୍ଗ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟୁଇଟ୍‌ କରି ଜଣାଇଛନ୍ତି। ରାଜ୍ୟର ସୀମାବର୍ତ୍ତୀ ଉପର ସୁବନସିିରି…

‘ମଣିଷ ପଣିଆ ଜାରି ରଖ’

ହାଇଦ୍ରାବାଦ୍‌,୫।୯(ପିଟି): କୋଭିଡ୍‌-୧୯ ମହାମାରୀ ସମୟରେ ଦେଶବାସୀ ପୋଲିସର ମଣିଷ ପଣିଆକୁ ଦେଖିଛନ୍ତି। ଆଉ ଏହି ମଣିଷ ପଣିଆକୁ ଜାରି ରଖିପାରିଲେ ଦେଶର ପ୍ରଭୁତ ଉନ୍ନତି ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କହିଛନ୍ତି। ସର୍ଦ୍ଦାର ବଲ୍ଲଭଭାଇ ପଟେଲ ନ୍ୟାଶନାଲ ପୋଲିସ…

ଆଜି ଯୁକ୍ତ୨ କଳା ପରୀକ୍ଷାଫଳ

ଭୁବନେଶ୍ୱର,୫।୯(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ପରୀକ୍ଷା ଫଳ ଆଜି  ପ୍ରକାଶ ପାଇବ। ଏଥିସହିତ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ବାହାରିବ ବୋଲି ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri