Home Middle

ନଭେମ୍ବର ୨୯ ପୂର୍ବରୁ ଉପନିର୍ବାଚନ

ଭୁବନେଶ୍ୱର/ନୂଆଦିଲ୍ଲୀ, ୫।୯(ବ୍ୟୁରୋ): ଆସନ୍ତା ନଭେମ୍ବର ୨୯ ତାରିଖ ପୂର୍ବରୁ ଓଡିଶାରେ ଖାଲି ରହିଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଆସନ ଲାଗି ଉପନିର୍ବାଚନ ଅନୁଷ୍ଠିତ ହେବ। ବିଧାୟକଙ୍କ ମୃତ୍ୟୁ ଯୋଗୁ ଉଭୟ ଆସନ ଖାଲି ରହିଛି। ଏହାକୁ ମିଶାଇ ଦେଶରେ…

ଭୁବନେଶ୍ୱରରୁ ଆଜି ୫୫୦ ନୂଆ ପଜିଟିଭ ଚିହ୍ନଟ: ସେଥିରୁ ୩୦୭ ଲୋକାଲ କଣ୍ଟାକ୍ଟ କେସ

ଭୁବନେଶ୍ୱର,୪।୯(ବ୍ୟୁରୋ)-ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୫୫୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ୫୫୦ ଆକ୍ରାନ୍ତଙ୍କ ମଧ୍ୟରେ ୨୪୩ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୩୦୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୭୨…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୯୮୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪।୯(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୯୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୬୫୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୬୩, ଗଞ୍ଜାମରୁ ୨୧୨, ମୟୂରଭଞ୍ଜରୁ ୨୦୭, ସମ୍ବଲପୁରରୁ ୧୩୩, ବଲାଙ୍ଗୀରରୁ ୧୨୬, ନୟାଗଡରୁ ୧୧୪, ପୁରୀରୁ ୧୧୪, ବାଲେଶ୍ୱରରୁ…

ଏମ୍‌ପି ରମେଶ ମାଝିଙ୍କୁ କରୋନା

ଭୁବନେଶ୍ୱର,୪ା୯(ବ୍ୟୁରୋ): ନବରଙ୍ଗପୁର ଏମ୍‌ପି ରମେଶ ମାଝିଙ୍କୁ କରୋନା ହୋଇଥିବା ନେଇ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ବେଳେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଜଣାଇଛନ୍ତି। ଏଥିସହ ନିକଟରେ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ…

ସୀମାରେ ସ୍ଥିତି ଗମ୍ଭୀର: ସେନାମୁଖ୍ୟ

ଲଦାଖ,୪।୯: ପୂର୍ବ ଲଦାଖର ଲାଇନ୍‌ ଅଫ୍‌ ଆକଚ୍ୟୁଆଲ କଣ୍ଟ୍ରୋଲ(ଏଲ୍‌ଏସି)ରେ ସ୍ଥିତି ଗମ୍ଭୀର ରହିଛି ବୋଲି ସ୍ଥଳସେନା ମୁଖ୍ୟ ଏମ.ଏମ ନରଓ୍ବଣେ କହିଛନ୍ତି। ଦୁଇ ଦିନିଆ ଲଦାଖ ଗସ୍ତରେ ଯାଇ ସୀମା ସ୍ଥିତି ଅନୁଧ୍ୟାନ ପରେ ସେ ଏହି ସୂଚନା ଦେଇଛନ୍ତି। ସେ…

ଆଜି ଆଉ ୯ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୫୩୧ରେ ପହଞ୍ଚିଲା

ଭୁବନେଶ୍ୱର,୪ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୯ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବଲାଙ୍ଗୀର, ଗଞ୍ଜାମ, କଟକ ଏବଂ…

CORONAVIRUS UPDATE: ରାଜ୍ୟରୁ ଆଜି ୩,୨୬୭ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୧୬,୬୭୮କୁ ବୃଦ୍ଧି

ଭୁବନେଶ୍ୱର,୪ା୯(ବ୍ୟୁରୋ): ଶୁକ୍ରବାର ୩୦ ଜିଲାରୁ ୩,୨୬୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୬,୬୭୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୯୬୧ ଜଣ ଚିହ୍ନଟ…

ରାଜ୍ୟରେ ଆଜି ୩୨୭୮ କରୋନା ଆକ୍ରାନ୍ତ ସୁସ୍ଥ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୩।୯(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୨୭୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୧୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୩୬୮, କଟକରୁ ୨୩୦, ଯାଜପୁରରୁ ୧୯୫, ରାୟଗଡାରୁ ୧୮୭, ବରଗଡରୁ ୧୮୫, ବାଲେଶ୍ୱରରୁ ୧୨୪, ପୁରୀରୁ ୧୨୨,…

ରେଳ ଲାଇନ କଡ଼ରୁ ହଟିବ ୪୮ ହଜାର ଝୁମ୍ପୁଡ଼ି: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୩।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟିବ। ଏନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ପର୍ଯ୍ୟାୟକ୍ରମେ ଝୁମ୍ପୁଡ଼ିଗୁଡ଼ିକୁ ହଟାଯିବ। ରେଲଓ୍ବେ ସୁରକ୍ଷା ଜୋନ୍‌ରେ ବେଆଇନ ଦଖଲ କରିଥିବା ଝୁମ୍ପୁଡ଼ିକୁ…

ରାଜଧାନୀକୁ ପୁଣି ଫେରିଲା କରୋନା

ନୂଆଦିଲ୍ଲୀ, ୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଏନେଇ ସରକାର ଚିନ୍ତିତ ରହିଛନ୍ତିି। ରାଜଧାନୀ ଦିଲ୍ଲୀକୁ ପୁଣି କରୋନା ଫେରିଛି। ଏଠାରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ହଜାର ୫୦୯ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି…

ପୁଣି ୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩।୯(ବ୍ୟୁରୋ): ରାଜ୍ୟରେ କରୋନା ଯୋଗୁ ପୁଣି ୮ଜଣଙ୍କ ମୃତ୍ୟୁ ହୋଇଥିବା ସ୍ବାସ୍ଥ୍ୟ ଏବଂ କରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତ ୮ ବ୍ୟକ୍ତିଙ୍କ ମଧ୍ୟରେ କଟକରୁ ୩, ଗଞ୍ଜାମରୁ ୨, ବାଲଶ୍ୱର, କନ୍ଧମାଳ ଏବଂ ଖୋର୍ଦ୍ଧା…

ଜାତିସଂଘରେ ପାକିସ୍ତାନ ମୁହଁ ପଡ଼ିଲା କଳା

ଜେନେଭା, ୩।୯: ଜାତିସଂଘରେ ପାକିସ୍ତାନର ମୁହଁ କଳା ପଡ଼ିଯାଇଛି। ୨ ଜଣ ଭାରତୀୟଙ୍କୁ ଆତଙ୍କବାଦୀ ଘୋଷଣା ପାଇଁ ସୁରକ୍ଷା ପରିଷଦରେ ପାକିସ୍ତାନ କରିଥିବା ଦାବି ଖାରଜ ହୋଇଯାଇଛି। ଆମେରିକା, ବ୍ରିଟେନ୍‌ ସମେତ ଅନ୍ୟ ଦେଶ ପାକିସ୍ତାନର ଦାବିକୁ ଅଗ୍ରାହ୍ୟ କରିଦେଇଛନ୍ତି। ଏନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri