ରାସ୍ତାରେ ଜମି ରହିଛି ୯ ଇଞ୍ଚର ବରଫ: ୨୭୦ କିମି ଦୀର୍ଘ ଜାତୀୟ ରାଜପଥ ବନ୍ଦ
ଶ୍ରୀନଗର,୧୨।୧୨: ପ୍ରବଳ ତୁଷାରପାତ ଯୋଗୁ ଜମ୍ମୁ-କଶ୍ମୀରରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଗତ ରାତିରୁ ଏଠାରେ ତୁଷାରପାତ ଜାରି ରହିଛି। ଏହାଯୋଗୁ ଡୋଡା ଜିଲାର କାଷ୍ଟିଗଡ଼ ଅଞ୍ଚଳର ଗୁରମୁଲ ଗାଁରେ ଭୂସ୍ଖଳନ ହୋଇଛି। ୮ ପରିବାରଙ୍କୁ ଉଦ୍ଧାରକାରୀ ଦଳ ସୁରକ୍ଷିତ ସ୍ଥାନକୁ…
୨୦୨୦ ବର୍ଷରେ ହୋଇଛି ବହୁ ପରିବର୍ତ୍ତନ, ବିଗିଡ଼ିଥିବା ସ୍ଥିତି ପୁଣି ହେଉଛି ସ୍ବାଭାବିକ : ମୋଦି
ନୂଆଦିଲ୍ଲୀ,୧୨।୧୨: ଚଳିତ ୨୦୨୦ ବର୍ଷରେ ଭାରତ ସମେତ ସମଗ୍ର ପୃଥିବୀରେ ବହୁ ପରିବର୍ତ୍ତନ ହୋଇଛି। ୨୦-୨୦(ଟୋଣ୍ଟି-ଟୋଣ୍ଟି) କ୍ରିକେଟ ମ୍ୟାଚ୍ ଠାରୁ ଏହି ବର୍ଷ ଅଧିକ ତୀବ୍ର ବେଗରେ ଅନେକ କ୍ଷେତ୍ରରେ ଅଦଳବଦଳ ଦୃଷ୍ଟି ଗୋଚର ହୋଇଛି। କରୋନା ମହାମାରୀ ସଂକ୍ରମଣ ଯୋଗୁ…
ଡିସେମ୍ବର ୧୭ରେ ସିଏମ୍ଏସ୍-୦୧ ଉପଗ୍ରହ ଉତ୍କ୍ଷେପଣ କରିବ ଇସ୍ରୋ: ପାଗ ଉପରେ ଭରସା
ହାଇଦ୍ରାବାଦ୍,୧୨।୧୨: ପାଗ ଭଲ ରହିଲେ ଇସ୍ରୋ ପକ୍ଷରୁ ଡିସେମ୍ବର ୧୭ରେ ସିଏମ୍ଏସ୍-୦୧ ଉପଗ୍ରହକୁ ମହାକାଶକୁ ଉତ୍କ୍ଷେପଣ କରାଯିିବ। ଏନେଇ ଚୂଡ଼ାନ୍ତ ପ୍ରସ୍ତୁତି ଶେଷ ହୋଇଛି। ଆନ୍ଧ୍ରପ୍ରଦେଶର ନେଲୁର ଜିଲାର ଶ୍ରୀହରିକୋଟା ସ୍ଥିତ ସତୀଶ ଧାଓ୍ବନ ମହାକାଶ ଗବେଷଣା କେନ୍ଦ୍ରର ଦ୍ୱିତୀୟ ଲଞ୍ଚ୍ପ୍ୟାଡ୍ରୁ…
୨୦୧୪ ଲୋକ ସଭା ନିର୍ବାଚନରେ କଂଗ୍ରେସର ପରାଜୟ ପାଇଁ ଦାୟୀ ସୋନିଆ-ମନମୋହନ
ନୂଆଦିଲ୍ଲୀ,୧୨।୧୨: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀଙ୍କ ଆତ୍ମଜୀବନୀ ପୁସ୍ତକ ‘ଦ ପ୍ରେସିଡ଼େନ୍ସିଆଲ୍ ଇୟର’ରେ ଉଲ୍ଲେଖ କରାଯାଇଥିବା ତଥ୍ୟ ନେଇ ଏବେ ଦେଶର ରାଜନୈତିକ ମହଲରେ ଉଷ୍ଣତା ଭରିବାରେ ଲାଗିଛି। ପୁସ୍ତକରେ ପ୍ରଣବ ବର୍ଣ୍ଣନା କରିଥିବା କେତେକ ଅଜଣା କଥାକୁ ନେଇ ଚର୍ଚ୍ଚା…
ଆଇନ ସଂଶୋଧନକୁ ଅପେକ୍ଷା
ଭୁବନେଶ୍ୱର,୧୨ା୧୨(ବ୍ୟୁରୋ): ଦୀର୍ଘ ୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେବ ରାଜ୍ୟର ୫ ମହାନଗର ନିଗମ ସମେତ ସମସ୍ତ ମ୍ୟୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍ଏସି)ରେ ନିର୍ବାଚନ ହୋଇପାରୁ ନାହିଁ। ସ୍ଥାନ ସଂରକ୍ଷଣ ନେଇ ସମସ୍ୟା ଦେଖାଦେବା ପରେ ନିର୍ବାଚନ ନେଇ ସରକାର…
ରହସ୍ୟମୟ ରୋଗରେ ୬୦୦ ଆକ୍ରାନ୍ତ
ହାଇଦ୍ରାବାଦ, ୧୨।୧୨: ଆନ୍ଧ୍ରପ୍ରଦେଶର ଏଲୁରୁରେ ରହସ୍ୟମୟ ରୋଗ ବ୍ୟାପିବାରେ ଲାଗିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬୧୧ ଜଣ ଆକ୍ରାନ୍ତ ହେଲେଣି। ତେବେ ବିଜୟଓ୍ବାଡାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କର ଯକ୍ଷ୍ମା ଓ କୋଭିଡ୍ରେ ମୃତ୍ୟୁ ହୋଇଥିବା ସରକାରୀ ହସ୍ପିଟାଲ…
କେନ୍ଦ୍ର, ମମତା ମୁହଁ।ମୁହିଁ
ନୂଆଦିଲ୍ଲୀ/କୋଲକାତା, ୧୨।୧୨: ପଶ୍ଚିମବଙ୍ଗରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଗାଡ଼ି ଉପରକୁ ଆକ୍ରମଣ ପରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରିପୋର୍ଟ ମାଗିଥିଲେ ହେଁ…
ଧଳ ଭ୍ରାତାଙ୍କ ଘରୁ ମିଳିଲା ବିପୁଳ ପରିମାଣର ବନ୍ଧୁକ, ଗୁଳି
ଭୁବନେଶ୍ୱର,୧୧।୧୨- ଚାରି ବର୍ଷ ତଳେ ଗିରଫ ହୋଇଥିବା ଧଳ ସାମନ୍ତ ଭ୍ରାତାଙ୍କ ଘରର ଇଣ୍ଟେରିୟର ଭିତରୁ ମିଳିଛି ୧୬ ଚୋରା ବନ୍ଧୁକ ଓ ୧୦୯୫ ଗୁଳି। ୨୦୧୬ରେ ଗିରଫ ହେବା ପୂର୍ବରୁ ସେମାନେ ଏହି ବନ୍ଧୁକ ଲୁଚାଇଥିଲେ। ଏ ସମ୍ପର୍କରେ ଅଧିକ…
ମୁଖ୍ୟମନ୍ତ୍ରୀ ନାହିଁ କଲେ
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):କୋଭିଡ-୧୯ ମହାମାରୀ ସଂକ୍ରମଣ ଆଶଙ୍କାରେ ଗତ ୯ ମାସ ହେବ ରାଜ୍ୟରେ ସମସ୍ତ ସ୍କୁଲ, କଲେଜ ଓ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। କେତେକ କ୍ଷେତ୍ରରେ ଅନ୍ଲାଇନରେ ପଢା ହେଉଛି। ତେବେ ଅଧିକାଂଶ ପିଲା ଏହି ଶିକ୍ଷାଦାନରୁ ବଞ୍ଚିତ ହେଉଛନ୍ତି। ପାଠପଢା…
ଭାକ୍ସିନ ନେବା ପରେ ୨ ମାସ ପାଇଁ ଛାଡ଼ିବାକୁ ପଡ଼ିବ ମଦ
ନୂଆଦିଲ୍ଲୀ,୧୦।୧୨- ରୁଷିଆରେ ପ୍ରସ୍ତୁତ ସ୍ପୁଟନିକ ଭି କୋଭିଡ୍-୧୯ ଭାକ୍ସିନ ନେବା ପରେ ୨ ମାସ ପାଇଁ ମଦ ଛାଡ଼ିବାକୁ ପଡ଼ିବ। ଏ ନେଇ ରୁଷିଆନ ଅଫିସିଆଲ ପରାମର୍ଶ ଦେଇଥିବା ନ୍ୟୁୟର୍କ ପୋଷ୍ଟରେ ଏକ ରିପୋର୍ଟ ପ୍ରକାଶ ପାଇଛି। ମଣିଷଙ୍କ ଶରୀରରେ ସ୍ପୁଟନିକ…
୧୮ମାସରେ ଶେଷ ହେବ ବରମୁଣ୍ଡା ବସ୍ଷ୍ଟାଣ୍ଡ ନବକଳେବର କାର୍ଯ୍ୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦।୧୨-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ବରମୁଣ୍ଡା ଆନ୍ତଃ ରାଜ୍ୟ ବସ୍ ଟର୍ମିନାଲର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ପ୍ରକଳ୍ପର ଦୁଇଟି ଭାଗ ରହିଛି। ଗୋଟିଏ ଖଣ୍ଡଗିରିସ୍ଥିତ ବସ୍ ଡିପୋ ଏବଂ…
ସ୍ବଦେଶୀ ନାଭିଗେଶନ ସିଷ୍ଟମ୍ ‘ନାଭଆଇସି’କୁ ମାନ୍ୟତା: ଆମେରିକା-ରୁଷ୍-ଚାଇନା ସହିତ ସମକ୍ଷକ ଭାରତ
ନୂଆଦିଲ୍ଲୀ, ୧୦।୧୨: ଦେଶରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ନାଭିଗେଶନ ସିଷ୍ଟମ୍ ‘ନାଭଆଇସି’କୁ ମାନ୍ୟତା ମିଳିଛି। ଏହାଦ୍ୱାରା ଆମେରିକା,ରୁଷ୍ ଏବଂ ଚାଇନା ସହିତ ଭାରତ ସମକ୍ଷକ ହୋଇପାରିଛି। ଆମେରିକା ଜିପିଏସ୍ ପ୍ରସ୍ତୁତ କରିଥିବାବେଳେ ରୁଷ୍ରେ ଗ୍ଲୋନେସ୍, ଚାଇନାରେ ବେଇଦାଉ ନାଭିଗେଶନ ସିଷ୍ଟମ୍ ପ୍ରସ୍ତୁତ…
Archives


