Home Middle

CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୩୬୩୧ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୯(ବ୍ୟୁରୋ): ରାଜ୍ୟରେ ପୁଣି ୩୬୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୧୪ କ୍ୱରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୧୭ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।…

ଭାରତକୁ ଘେରିବା ଷଡ଼ଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ, ୩।୯: ଭାରତକୁ ସମୁଦ୍ର ସୀମାରେ ଘେରିବା ପାଇଁ ଚାଇନା ଷଡ଼ଯନ୍ତ୍ର କରିଛି। ଚାଇନା ପୃଥିବୀର ସମସ୍ତ ଦେଶକୁ ପଛରେ ପକାଇ ସର୍ବ ବୃହତ ନୌସେନା ପ୍ରସ୍ତୁତ କରିଛି। ଏନେଇ ପେଣ୍ଟାଗନ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଚାଇନା…

ପୁଣି ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୮୩ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମଣ ଏହାର ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ୮୦…

ମୁଣ୍ଡ ନୋଇଲେ ସରକାର: ଲିଖିତ ପ୍ରଶ୍ନ ପଚାରି ପାରିବେ ବିରୋଧୀ

ନୂଆଦିଲ୍ଲୀ, ୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ତେଣୁ ସୁରକ୍ଷାକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୪ରୁ ଅକ୍ଟୋବର ୧ ପର୍ଯ୍ୟନ୍ତ ହେବାକୁ ଥିବା ସଂସଦର ମୌସୁମୀ ଅଧିବେଶନରେ ପ୍ରଶ୍ନକାଳ ନ ରଖାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ତେବେ ଏହାକୁ ନେଇ…

ଆଦିବାସୀଙ୍କ ଜୀବନରେଖା ‘ଦଣ୍ଡାଧର’

କାମାକ୍ଷାନଗର, (ସୁଧୀର କୁମାର ପରିଡ଼ା) ୩।୯: ବର୍ଷା ହେଲେ ପାହାଡ଼ିଆ ପାଣି ସ୍ରୋତ ଭସାଇ ନେଉଥିଲା ଚାଷ। ବର୍ଷା ନ ହେଲେ ଉଜୁଡ଼ି ଯାଉଥିଲା ଫସଲ। ତଳି ରୋଇବାଠୁ ଫସଲ ଅମଳ ଯାଏ ଲାଗି ରହୁଥିଲା ଚିନ୍ତା। ହାଡ଼ଭଙ୍ଗା ପରିଶ୍ରମ ସତ୍ତ୍ୱେ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆକାଉଣ୍ଟ ହ୍ୟାକ୍‌

ନୂଆଦିଲ୍ଲୀ,୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଟୁଇଟର ଆକାଉଣ୍ଟକୁ ହ୍ୟାକ୍‌ କରାଯାଇଥିବା ଜଣାପଡିଛି। ଆକାଉଣ୍ଟ ହ୍ୟାକ କରିବା ପରେ ହ୍ୟାକର୍ସମାନେ ବିଟକଏନ ଦାବି କରିଥିଲେ। ପିଏମ୍‌ ନ୍ୟାସନାଲ୍‌ ରିଲିଫ ପାଣ୍ଠିରେ କ୍ରିପ୍ଟୋ ମୁଦ୍ରା ମାଧ୍ୟମରେ ହ୍ୟାକର୍ସ ଟୁଇଟ୍‌ କରି ଦାନ ମାଗିଥିଲେ।…

ବିଶ୍ୱବିଦ୍ୟାଳୟ ପାଇଁ ଗୋଟିଏ ଆଇନ

ଭୁବନେଶ୍ୱର,୩ା୯(ବ୍ୟୁରୋ):ରାଜ୍ୟରେ ସମସ୍ତ ବିଶ୍ୱବିଦ୍ୟାଳୟ ପାଇଁ ଗୋଟିଏ ଆଇନ ହେବ। ପୂର୍ବରୁ ପ୍ରଚଳିତ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ-୧୯୮୯କୁ ସଂଶୋଧନ କରାଯିବ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୬୫୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୯୩, ଯାଜପୁରରୁ ୨୧୩, ଗଞ୍ଜାମରୁ ୨୦୯, ରାୟଗଡାରୁ ୧୮୫, ସମ୍ବଲପୁରରୁ ୧୭୨, କୋରାପୁଟରୁ ୧୪୯, ପୁରୀରୁ ୧୨୮, ନୟାଗଡରୁ…

ଐତିହ୍ୟ କ୍ୟାବିନେଟ ବୈଠକରେ ୭ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨।୯(ବ୍ୟୁରୋ)-ରାଜ୍ୟ ଐତିହ୍ୟ କ୍ୟାବିନେଟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟରେ କଳା, ସଂସ୍କୃତି ଓ ଐତିହ୍ୟର ପୁନରୁଦ୍ଧାର ନିମନ୍ତେ ୭ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଥିବା ଜଣାପଡିଛି। ଏ ନେଇ ସଂସ୍କୃତି…

ଭୁବନେଶ୍ୱରରୁ ଆଜି ୫୪୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨।୯(ବ୍ୟୁରୋ)-ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ରୁ ବୁଧବାର ୫୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୪୧ ଚିହ୍ନଟଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୨୨୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍‌ ୩୨୧ ରହିଛି। ଏକ ବେସରକାରୀ ହସ୍ପିଟାଲରୁ ୨୩ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି।…

ଲଶ୍କର ଆତଙ୍କବାଦୀ ସଂଗଠନ ସହିତ ସମ୍ପର୍କ: ୪ ଗିରଫ

ଶ୍ରୀନଗର, ୨।୯: ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବା ସହିତ ସମ୍ପର୍କ ରଖିଥିବା ୪ ସହଯୋଗୀଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କୁ ଜମ୍ମୁ-କଶ୍ମୀରର ବୁଦ୍‌ଗାମ୍‌ର ବେରଓ୍ବାହାର ପେଥ୍‌କୋଟ୍‌ ଅଞ୍ଚଳରୁ ଗିରଫ କରାଯାଇଛି। ସେମାନଙ୍କୁ ଶକିଲ ଅହମ୍ମଦ ଓ୍ବାନୀ, ଶୋଓ୍ବାକତ୍‌ ଅହମ୍ମଦ୍‌, ଅକ୍ୱିବ୍‌ ମକବୁଲ୍‌ ଖାଁ…

ଲକ୍‌ଡାଉନ୍‌ ଉଦ୍ଦେଶ୍ୟ ହୋଇନି ସଫଳ: ପ୍ରତିଦିନ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା !

ନୂଆଦିଲ୍ଲୀ, ୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେତେକ ସଂସ୍ଥା ଭାରତରେ କରୋନା ମହାମାରୀ ବର୍ତ୍ତମାନ ସୁଦ୍ଧା ଶୀର୍ଷରେ ପହଞ୍ଚି ନ ଥିବା ସତର୍କ ସୂଚନା ଜାରି କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri