ବିଶ୍ୱବିଦ୍ୟାଳୟ ପାଇଁ ଗୋଟିଏ ଆଇନ
ଭୁବନେଶ୍ୱର,୩ା୯(ବ୍ୟୁରୋ):ରାଜ୍ୟରେ ସମସ୍ତ ବିଶ୍ୱବିଦ୍ୟାଳୟ ପାଇଁ ଗୋଟିଏ ଆଇନ ହେବ। ପୂର୍ବରୁ ପ୍ରଚଳିତ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ-୧୯୮୯କୁ ସଂଶୋଧନ କରାଯିବ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୦୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୬୫୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୯୩, ଯାଜପୁରରୁ ୨୧୩, ଗଞ୍ଜାମରୁ ୨୦୯, ରାୟଗଡାରୁ ୧୮୫, ସମ୍ବଲପୁରରୁ ୧୭୨, କୋରାପୁଟରୁ ୧୪୯, ପୁରୀରୁ ୧୨୮, ନୟାଗଡରୁ…
ଐତିହ୍ୟ କ୍ୟାବିନେଟ ବୈଠକରେ ୭ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ
ଭୁବନେଶ୍ୱର,୨।୯(ବ୍ୟୁରୋ)-ରାଜ୍ୟ ଐତିହ୍ୟ କ୍ୟାବିନେଟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନ୍ଫରେନ୍ସିଂ ଜରିଆରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟରେ କଳା, ସଂସ୍କୃତି ଓ ଐତିହ୍ୟର ପୁନରୁଦ୍ଧାର ନିମନ୍ତେ ୭ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଥିବା ଜଣାପଡିଛି। ଏ ନେଇ ସଂସ୍କୃତି…
ଭୁବନେଶ୍ୱରରୁ ଆଜି ୫୪୧ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨।୯(ବ୍ୟୁରୋ)-ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)ରୁ ବୁଧବାର ୫୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୪୧ ଚିହ୍ନଟଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୨୨୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍ ୩୨୧ ରହିଛି। ଏକ ବେସରକାରୀ ହସ୍ପିଟାଲରୁ ୨୩ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି।…
ଲଶ୍କର ଆତଙ୍କବାଦୀ ସଂଗଠନ ସହିତ ସମ୍ପର୍କ: ୪ ଗିରଫ
ଶ୍ରୀନଗର, ୨।୯: ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବା ସହିତ ସମ୍ପର୍କ ରଖିଥିବା ୪ ସହଯୋଗୀଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କୁ ଜମ୍ମୁ-କଶ୍ମୀରର ବୁଦ୍ଗାମ୍ର ବେରଓ୍ବାହାର ପେଥ୍କୋଟ୍ ଅଞ୍ଚଳରୁ ଗିରଫ କରାଯାଇଛି। ସେମାନଙ୍କୁ ଶକିଲ ଅହମ୍ମଦ ଓ୍ବାନୀ, ଶୋଓ୍ବାକତ୍ ଅହମ୍ମଦ୍, ଅକ୍ୱିବ୍ ମକବୁଲ୍ ଖାଁ…
ଲକ୍ଡାଉନ୍ ଉଦ୍ଦେଶ୍ୟ ହୋଇନି ସଫଳ: ପ୍ରତିଦିନ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା !
ନୂଆଦିଲ୍ଲୀ, ୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେତେକ ସଂସ୍ଥା ଭାରତରେ କରୋନା ମହାମାରୀ ବର୍ତ୍ତମାନ ସୁଦ୍ଧା ଶୀର୍ଷରେ ପହଞ୍ଚି ନ ଥିବା ସତର୍କ ସୂଚନା ଜାରି କରିଛନ୍ତି।…
ହାତରୁ ଯିବ କଶ୍ମୀର ପ୍ରସଙ୍ଗ: ଭକୁଆ ହେବ ପାକିସ୍ତାନ
ନୂଆଦିଲ୍ଲୀ, ୨।୯: କଶ୍ମୀର ପ୍ରସଙ୍ଗକୁ ନେଇ ଭାରତ ସରକାର ଜାତିସଂଘ ସୁରକ୍ଷା ପରିଷଦରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହାଦ୍ୱାରା ପାକିସ୍ତାନ ଭକୁଆ ହେବ। ସବୁଦିନ ପାଇଁ କଶ୍ମୀର ପ୍ରସଙ୍ଗ ପାକିସ୍ତାନ ହାତରୁ ଚାଲିଯିବ। ସୁରକ୍ଷା ପରିଷଦ ଏଜେଣ୍ଡାରୁ ଜମ୍ମୁ-କଶ୍ମୀର ପ୍ରସଙ୍ଗକୁ…
ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୨।୯(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୧୧ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଫଳରେ ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
CORONAVIRUS UPDATE: ରାଜ୍ୟରେ ୨୯ ଜିଲାରୁ ୩୨୧୯ ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରେ ପୁଣି ୭୦୦ ପାର
ଭୁବନେଶ୍ୱର, ୨।୯(ବ୍ୟୁରୋ): ରାଜ୍ୟରେ ବୁଧବାର ୨୯ ଜିଲାରୁ ପୁଣି ୩୨୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୯୭୮୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…
ରବର ଷ୍ଟାମ୍ପ୍ ଭଳି କାମ କରିବାକୁ ଚାହୁଁଛନ୍ତି ସରକାର…
ନୂଆଦିଲ୍ଲୀ, ୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୪ରୁ ଅକ୍ଟୋବର ୧ ପର୍ଯ୍ୟନ୍ତ ହେବାକୁ ଥିବା ସଂସଦର ମୌସୁମୀ ଅଧିବେଶନରେ ପ୍ରଶ୍ନକାଳ ନ ରଖାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ତେବେ ଏହାକୁ ନେଇ କଂଗ୍ରେସ…
ରାଜୌରୀରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଜଣେ ଭାରତୀୟ ଜେସିଓ ଶହୀଦ୍
ଶ୍ରୀନଗର, ୨।୯: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ବୁଧବାର ସକାଳେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ରୋଜୌରୀର କେରି ସେକ୍ଟର ଉପରେ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଏଥିରେ ଜଣେ ଭାରତୀୟ ଜେସିଓ (ଜୁନିଅର କମିଶନଡ୍…
ଭାରତ ଇତିହାସରେ ପ୍ରଥମ ଘଟଣା: ମୌସୁମୀ ଅଧିବେଶନରେ ରହିବନି ପ୍ରଶ୍ନକାଳ !
ନୂଆଦିଲ୍ଲୀ, ୨।୯: ସେପ୍ଟେମ୍ବର ୧୪ ତାରିଖରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ଅକ୍ଟୋବର ୧ ପର୍ଯ୍ୟନ୍ତ ଚାଲିବ। ଏନେଇ ଲୋକ ସଭା ସେକ୍ରେଟାରିଏଟ୍ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ସେପ୍ଟେମ୍ବର ୧୪…
Archives


