Home Middle

ବିପଦ ପରେ ପୁଣି ବିପଦ: ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ କରୋନା ସଂକ୍ରମଣ ହେବା ଆଶଙ୍କା !

ନୂଆଦିଲ୍ଲୀ, ୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀରେ ହୋଇଥିବା ସେରୋ ସର୍ଭେ ରିପୋର୍ଟ ସରକାରଙ୍କ ଚିନ୍ତା ବଢ଼ାଇଥିବାବେଳେ ଲୋକଙ୍କୁ ଆତଙ୍କିତ କରିଛି। ରିପୋର୍ଟରେ ଉଲ୍ଲେଖ ରହିଛି ଯେ, ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ପୁଣିଥରେ ସଂକ୍ରମଣ ହେବାର…

ରାଫାଲକୁ ଚଢ଼େଇ ଭୟ !

ଅମ୍ବାଲା, ୨।୯: ଶତ୍ରୁ ପକ୍ଷଙ୍କର ଧ୍ୱଂସ କରିବାକୁ ସକ୍ଷମ ଥିବା ଯୁଦ୍ଧ ବିମାନ ରାଫାଲ ପାଇଁ ଚଢ଼େଇ ଏବେ ବିପଦ ପାଲଟିଛନ୍ତି। ହରିୟାଣାର ଅମ୍ବାଲା ଏୟାରବେସ୍‌ରେ ଥିବା ରାଫାଲର ସୁରକ୍ଷା ଲାଗି ଏଠାରେ ପାରା ଅବା ଅନ୍ୟ ଚଢ଼େଇ ପାଳନ କରୁଥିବା…

୬୨ଠୁ ଟପିବ ଭାରତର କ୍ଷତି

ବେଜିଂ,୨ା୯: ଭାରତର ସୁବିଧାବାଦୀ ପଦକ୍ଷେପକୁ ଚାଇନା ଦୃଢ଼ହସ୍ତରେ ଦମନ କରିବା ଜରୁରୀ। ଚାଇନା-ଭାରତ ସୀମା ବିବାଦର ସମାଧାନ ଦୁଇଦେଶ ମଧ୍ୟରେ ହେବା ଆବଶ୍ୟକ। ଏହି କ୍ଷେତ୍ରରେ ଆମେରିକାର ସମର୍ଥନ ମିଳିବ ବୋଲି ଭାରତ ଭୁଲ୍‌ ଧାରଣାରେ ରହିବା ଅନୁଚିତ। ଓ୍ବାଶିଂଟନ ଭାରତକୁ…

ପଞ୍ଚଭୂତରେ ବିଲୀନ ହେଲେ ଭାରତ ରତ୍ନ

ନୂଆଦିଲ୍ଲୀ, ୧।୯: ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ଦିଲ୍ଲୀର ଲୋଧି ରୋଡ ସ୍ଥିତ ଶ୍ମଶାନରେ ପ୍ରଣବଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଏଠାରେ ଉପସ୍ଥିତ ଥିବା ବହୁ ନେତା ପୁଅ ଅଭିଜିତ୍‌…

ଏଲ୍‌ଏସିରେ ଚାଇନାର ସର୍ଭେଲାନ୍ସ୍‌ କ୍ୟାମେରାକୁ ଭାଙ୍ଗିଲେ ଭାରତୀୟ ସେନା

ଲଦାଖ, ୧।୯: ଏଲ୍‌ଏସିରେ ଚାଇନାର ଅନୁପ୍ରବେଶ ଉଦ୍ୟମ ଜାରି ରହିଛି। ପୂର୍ବ ଲଦାଖର ପଙ୍ଗୋଙ୍ଗ୍‌ ହ୍ରଦ ଅଞ୍ଚଳରେ ଥିବା ଚୁଶୁଲଠାରେ ଚାଇନା ସୈନ୍ୟ ଭାରତ ସୀମାକୁ ଚାଇନା ସୈନ୍ୟ ଅନୁପ୍ରବେଶ କରୁଥିଲେ। ତେବେ ଏହାକୁ ଭାରତୀୟ ସେନା ପକ୍ଷରୁ ପଣ୍ଡ କରିଦିଆଯାଇଥିଲା।…

ଅନୁପ୍ରବେଶ ପାଇଁ ୫ ସ୍ଥାନରେ ସୁଯୋଗ ଉଣ୍ଡି ବସିଛି ଚାଇନା: ହାଇ ଆଲର୍ଟରେ ଭାରତୀୟ ସେନା

ଲଦାଖ, ୧।୯: ସୀମାରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତରେ ଅନୁପ୍ରବେଶ ପାଇଁ ୫ଟି ସ୍ଥାନରେ ଚାଇନା ସୁଯୋଗ ଉଣ୍ଡି ବସିଛି। ଗୋଇନ୍ଦା ବିଭାଗ ପକ୍ଷରୁ ଜାରି ହୋଇଥିବା ସତର୍କ ସୂଚନା ଅନୁସାରେ ଉତ୍ତରଖଣ୍ଡ ଏବଂ ହିମାଚଳ ପ୍ରଦେଶରେ…

ଜାତିସଂଘରେ ତେଜିଲା ଭାରତର ସ୍ବର: ସୁରକ୍ଷା ପରିଷଦ ସଂଶୋଧନ କରିବାକୁ ଦାବି

ଜେନେଭା, ୧।୯: ଜାତିସଂଘରେ ଭାରତ ସ୍ବର ଅଧିକ ଶାଣିତ ହେବାରେ ଲାଗିଛି। ସୁରକ୍ଷା ପରିଷଦ ସଂଶୋଧନ କରିବା ନେଇ ଭାରତ ଜାତିସଂଘ ଜେନେରାଲ ଆସେମ୍ବ୍ଲି ଅଧ୍ୟକ୍ଷଙ୍କୁ ଲେଖାଯାଇଥିବା ଚିଠିରେ ଦାବି କରିଛି। ଏନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଭାରତ କହିଛି।…

ପୁଣି ରାଜ୍ୟରେ ୧୧ ମୁଣ୍ଡ ନେଲା କରୋନା: ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୧୧ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦୩ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୧…

CORONAVIRUS UPDATE: ୩୦ ଜିଲାରୁ ୩୦୨୫ ନୂଆ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦ ଜିଲାରୁ ୩୦୨୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୦୬୫୬୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ…

ପ୍ରତିଦିନ ୧୩ ଥର ଅସ୍ତ୍ରବିରତି ଉଲ୍ଲଂଘନ କରୁଛି ପାକିସ୍ତାନ

ନୂଆଦିଲ୍ଲୀ, ୧।୯: ଭାରତ ପାକିସ୍ତାନ ସୀମାରେ ଉତ୍ତେଜନା ବଢିବାରେ ଲାଗିଛି। ୨୦୨୦ର ପ୍ରଥମ ସାତ ମାସ ମଧ୍ୟରେ ପାକିସ୍ତାନ ୨ ହଜାର ୯୫୨ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଜୁଲାଇ ମାସ ମଧ୍ୟରେ ପାକିସ୍ତାନ ପ୍ରତି ଦିନ ହାରାହାରି ୧୩.୮୯ ଥର…

ଭାରତର ନୂଆ ଯୋଜନା: ଚାଇନା-ପାକିସ୍ତାନ ସୀମାରେ ମୁତୟନ ହେବ ରକେଟ ଲଞ୍ଚର

ନୂଆଦିଲ୍ଲୀ, ୧।୯: ସୀମାରେ ଉତ୍ତେଜନା ବଢୁଥିବାର ଭାରତ ନୂଆ ଯୋଜନା ପ୍ରସ୍ତୁତ କରିଛି। ପାକିସ୍ତାନ ସୀମା ଏବଂ ଚାଇନା ସୀମାରେ ପିନାକା ରକେଟ ଲଞ୍ଚର ମୁତୟନ କରିବାକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏନେଇ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ…

ପ୍ରଣବଙ୍କୁ ପ୍ରଣାମ

ଭାରତରତ୍ନ ପ୍ରଣବ ମୁଖାର୍ଜୀ ଥିଲେ ରାଷ୍ଟ୍ରନୀତିଜ୍ଞ। ଭାରତୀୟ ଜାତୀୟ କଂଗ୍ରେସର ତୁଙ୍ଗ ନେତା ଭାବେ ସେ ଥିଲେ ଜଣାଶୁଣା। ବିଭିନ୍ନ ସରକାରରେ ଭିନ୍ନ ଭିନ୍ନ ମନ୍ତ୍ରୀ ହେବା ସହ ଭାରତର ରାଷ୍ଟ୍ରପତି ହେବାର ସୌଭାଗ୍ୟ ସେ ଅର୍ଜନ କରିଥିଲେ। ଜଣେ ଲେଖକ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri